Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ...

  • ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ...

  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ...

  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ...

  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ...

  • SBI ରେ ସାଇବର ଆଟାକ୍ , ୩ ହଜାର ୮୯୭ ଗ୍ରାହକଙ୍କ ...

  • ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ...

  • ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ...

  • ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ...

  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ...

ରାଜ୍ୟ
Home ›› ରାଜ୍ୟ ››ବିଧାନସଭା ଆଗରେ ଧାରଣା ଦେବେ ସୌମ୍ୟଙ୍କ ପରିବାର ଲୋକ, କାହିଁକି ଜାଣନ୍ତୁ

ବିଧାନସଭା ଆଗରେ ଧାରଣା ଦେବେ ସୌମ୍ୟଙ୍କ ପରିବାର ଲୋକ, କାହିଁକି ଜାଣନ୍ତୁ

2021-09-02 07:04:03
14805
Share:
Facebook
Twitter
E-Mail
WhatsApp
Telegram
ବିଧାନସଭା ଆଗରେ ଧାରଣା ଦେବେ ସୌମ୍ୟଙ୍କ ପରିବାର ଲୋକ, କାହିଁକି ଜାଣନ୍ତୁ

ଖଇରା /ଶାଳଚୁଆ/ ପାରଳାଖେମୁଣ୍ଡି/ କଟକ : ଏସିଏଫ ସୌମ୍ୟରଞ୍ଜନଙ୍କ ମୃତୁ୍ୟ ଘଟଣାର ସିବିଆଇ ତଦନ୍ତ ଦାବି କରିବା ସହିତ ଦୋଷୀଙ୍କୁ ଶୀଘ୍ର ଗିରଫ କରାନଗଲେ ଆଗାମୀ ଦିନରେ ବିଧାନସଭା ଆଗରେ ଧାରଣା ଦେବା ସହିତ ଉଚ୍ଚ ନ୍ୟାୟାଳୟର ଆଶ୍ରୟ ନେବେ ବୋଲି ସୌମ୍ୟରଞ୍ଜନଙ୍କ ଭାଇ ରଞ୍ଜନ ମହାପାତ୍ର ଓ ମା’ ତୁଳସୀ ମହାପାତ୍ର ପ୍ରକାଶ କରିଛନ୍ତି । ଏସିଏଫ ସୌମ୍ୟରଞ୍ଜନଙ୍କ ମୃତୁ୍ୟ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିଛି । ବୁଧବାର କ୍ରାଇମବ୍ରାଞ୍ଚ ଟିମ ବାଲେଶ୍ୱର ଜିଲ୍ଲା ଖଇରା ବ୍ଳକ ଅନ୍ତର୍ଗତ ବେଗୁନିଆସ୍ଥିତ ବାସଭବନକୁ ଯାଇ ସୌମ୍ୟରଞ୍ଜନଙ୍କ ପରିବାର ଲୋକଙ୍କ ବୟାନ ରେକର୍ଡ କରିଛନ୍ତି । 
ଆଜି ମୃତ ଏସିଏଫଙ୍କ ପନôୀ ବିଦ୍ୟାଭାରତୀଙ୍କୁ ପଚରାଉଚରା କରାଯିବ ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି । ବିଦ୍ୟାଭାରତୀଙ୍କୁ ଜେରା ସହିତ କ୍ରାଇମବ୍ରାଞ୍ଚ ଟିମ ଆପାତତଃ ପଚରାଉଚରା କାର୍ଯ୍ୟ ଶେଷ କରିବେ । ଏହାପରେ କ’ଣ ପଦକ୍ଷେପ ନେଉଛନ୍ତି ଏବଂ ମୃତୁ୍ୟ ସମ୍ପର୍କରେ କି ସିଦ୍ଧାନ୍ତରେ ପହଞ୍ଚୁଛନ୍ତି, ତାହା ଉପରେ ସମସ୍ତଙ୍କ ନଜର ରହିଛି । ପୂର୍ବାହ୍ନ ୧୧ଟାରେ କ୍ରାଇମବ୍ରାଞ୍ଚ୍ ଡିଏସପି ଜ୍ଞାନ ମିଶ୍ରଙ୍କ ନେତୃତ୍ୱରେ ଏକ ୪ଜଣିଆ ଟିମ୍ ପ୍ରଥମେ ଖଇରା ଥାନାରେ ପହଞ୍ଚି ଥାନା ଅଧିକାରୀ ଶ୍ରୀବଲ୍ଲଭ ସାହୁଙ୍କ ସହ ପ୍ରଥମେ ଆଲୋଚନା କରିଥିଲେ । ଏହାପରେ ଏସଆଇ ଶ୍ୟାମସୁନ୍ଦର ବିନ୍ଧାଣୀ, ଏଏସଆଇ ଜୀବନ କୁମାର ମଲ୍ଲିକଙ୍କ ସମେତ ଏହି ୪ଜଣିଆ ଟିମ୍ ଖଇରା ଥାନା ବେଗୁନିଆସ୍ଥିତ ସୌମ୍ୟରଞ୍ଜନଙ୍କ ବାସଭବନରେ ପହଞ୍ଚିଥିଲେ । ସେଠାରେ ଅଧିକାରୀମାନେ ସୌମ୍ୟରଞ୍ଜନଙ୍କ ବାପା ଅଭିରାମ ମହାପାତ୍ର, ମା’ ତୁଳସୀ ମହାପାତ୍ର, ଭାଇ ରଞ୍ଜନ ମହାପାତ୍ର, ମାମୁ ଶୀତିକଣ୍ଠ ପଣ୍ଡା ଏବଂ ମାଇଁ ଊର୍ମିଳା ପଣ୍ଡାଙ୍କୁ ସାଢେ଼ ୩ଘଣ୍ଟା ଧରି ପଚରାଉଚରା କରିବା ସହ ବୟାନ ରେକର୍ଡ କରିଥିଲେ । ଏସିଏଫ ସୌମ୍ୟରଞ୍ଜନଙ୍କ ବାପା କ୍ରାଇମବ୍ରାଞ୍ଚ ଟିମକୁ ସମସ୍ତ ସହଯୋଗ କରିଥିବା କହିଥିବା ବେଳେ ତଦନ୍ତ ପ୍ରକ୍ରିୟାରେ ଅହେତୁକ ବିଳମ୍ବ ନେଇ ଅସନ୍ତୋଷ ପ୍ରକାଶ କରିଥିଲେ । 
ଅନ୍ୟପକ୍ଷରେ, ଆଜି ଏହି ଟିମ୍ ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଗୌଡ଼ଗାଁସ୍ଥିତ ବିଦ୍ୟାଭାରତୀଙ୍କ ବାପଘରକୁ ଯିବେ । କ୍ରାଇମବ୍ରାଞ୍ଚର କ୍ରାଇମ୍ ଏଗେନଷ୍ଟ ଓମେନ୍(ସିଏଡବ୍ଲୁ) ଶାଖା ବିଦ୍ୟାଭାରତୀଙ୍କୁ ଜେରା କରିବ । ସିଏଡବ୍ଲୁର ଜଣେ ମହିଳା ଡିଏସପିଙ୍କ ନେତୃତ୍ୱରେ ଦୁଇଜଣ ମହିଳା ଅଫିସର ଉପସ୍ଥିତ ରହି ଏସଆଇଟି ଟିମକୁ ସହଯୋଗ କରିବେ ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି ।

Powered by Froala Editor

Tags Acfo murder case

Related articles Odisha News Lens 4.1

  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର
    ମନୋରଞ୍ଜନ

    ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର

    14113
    Oct 22, 2026
  • ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ସାଗରଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ସାଗରଙ୍କ ଇସ୍ତଫା

    15041
    Oct 22, 2026
  • SBI ରେ ସାଇବର ଆଟାକ୍ , ୩ ହଜାର ୮୯୭ ଗ୍ରାହକଙ୍କ ଡାଟା ଲିକ୍
    ଦେଶ-ଦେଶାନ୍ତର

    SBI ରେ ସାଇବର ଆଟାକ୍ , ୩ ହଜାର ୮୯୭ ଗ୍ରାହକଙ୍କ ଡାଟା ଲିକ୍

    14023
    Oct 22, 2026
  • ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ଦୀର୍ଘଦିନର ବିବାଦ ତୁଟିଯିବ: ବିଷ୍ଣୋଇ ସମାଜ
    ଦେଶ-ଦେଶାନ୍ତର

    ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ଦୀର୍ଘଦିନର ବିବାଦ ତୁଟିଯିବ: ବିଷ୍ଣୋଇ ସମାଜ

    13364
    Oct 22, 2026
  • ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ବ୍ରାଞ୍ଚର ସମନ
    ଦେଶ-ଦେଶାନ୍ତର

    ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ବ୍ରାଞ୍ଚର ସମନ

    14095
    Oct 22, 2026
  • ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ପରାମର୍ଶ
    ଦେଶ-ଦେଶାନ୍ତର

    ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ପରାମର୍ଶ

    15432
    Oct 22, 2026
  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍
    ଦେଶ-ଦେଶାନ୍ତର

    ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    13910
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...
    ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...

    14121
    Oct 21, 2026
  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....
    ଦେଶ-ଦେଶାନ୍ତର

    ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....

    15124
    Oct 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ପରାମର୍ଶ

    15432
    Oct 22, 2026
  • ବାଣିଜ୍ୟ

    ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    14774
    Oct 22, 2026
  • ଦେଶ-ଦେଶାନ୍ତର

    ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ବ୍ରାଞ୍ଚର ସମନ

    14095
    Oct 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17204
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17900
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17844
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18270
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15001
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15453
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14797
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14892
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15895
    Sep 29, 2026

ବାଣିଜ୍ୟ

ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ବ୍ୟାରେଲ୍‌ ପିଛା ଦର ୧୪୦ ଡଲାରରୁ ଅଧିକ ହୋଇଯିବ। ମଧ୍ୟପ୍ରାଚ୍ୟରେ ଦେଖାଦେଇଥିବା ଉତ୍ତେଜନା, ଭୂରାଜନୈତିକ ସଙ୍କଟ ପାଇଁ ତେଲ ମହଙ୍ଗା ହେବ ବୋଳି ଗୋଲ୍ଡମ୍ୟାନ୍‌ ସଚ୍‌ସ ଏହାର ଏକ ରିପୋର୍ଟରେ ଜଣାଇଛି। ତେବେ ମଧ୍ୟପ୍ରାଚ୍ୟରୁ ଯୋଗାଣରେ ସୁଧାର ହେଉଥିବାରୁ ଦ ...

  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14121
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14604
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14633
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    14000
    Oct 14, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର

    14113
    Oct 22, 2026
  • SBI ରେ ସାଇବର ଆଟାକ୍ , ୩ ହଜାର ୮୯୭ ଗ୍ରାହକଙ୍କ ଡାଟା ଲିକ୍

    14023
    Oct 22, 2026
  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    13910
    Oct 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In