Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗୁଜବ ପାଇଁ ଟ୍ରେନ୍‌ରୁ ଡେଇଁ ପଡ଼ିଲେ ...

  • ପାଟଳିପୁତ୍ର ଷ୍ଟେସନରେ ଟ୍ରେନ୍‌କୁ ...

  • ‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ ...

  • ଭାରତୀୟ ସେନା ୟୁନିଫର୍ମରେ ବଡ଼ ...

  • ନକଲି ବ୍ରିଗେଡିୟରକୁ ଗିରଫ କଲା ପୁଲିସ

  • ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ

  • ମୋଦୀଙ୍କ ୟୁରୋପ ଗସ୍ତ

  • ମମତା ବାନାର୍ଜୀଙ୍କ ସରକାର ସମୟରେ ...

  • ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ...

  • ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ...

Home ›› ›› ରାଜ୍ୟରେ ୧୨୦ ଶିଶୁ କୋରୋନା ସଂକ୍ରମିତ

ରାଜ୍ୟରେ ୧୨୦ ଶିଶୁ କୋରୋନା ସଂକ୍ରମିତ

2021-09-03 05:25:05
14188
Share:
Facebook
Twitter
E-Mail
WhatsApp
Telegram
 ରାଜ୍ୟରେ ୧୨୦ ଶିଶୁ କୋରୋନା ସଂକ୍ରମିତ


ଭୁବନେଶ୍ବର: ରାଜ୍ୟରେ ବଢୁଛି ଶିଶୁ ସଂକ୍ରମଣ ଚିନ୍ତା । ଦୈନିକ ଶିଶୁ ସଂକ୍ରମିତ ୧୦୦ ପାର କରୁଥିବା ବେଳେ ଆଜି ବି ଏହି ସଂକ୍ରମଣ ୧୦୦ ପାର କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୪୯ କୋରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେଥି ମଧ୍ୟରୁ ୧୨୦ ଜଣ ୧୮ ବର୍ଷ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଯାହା ତୃତୀୟ ଲହର ଭୟକୁ ଆହୁରି ଦ୍ବିଗୁଣିତ କରୁଛି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୪୯୫ ଜଣ ଥିବା ବେଳେ ୩୫୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୪୧ ଜଣ ଥିବାବେଳେ ଅନୁଗୋଳରୁ ୨୦, ବାଲେଶ୍ବରରୁ ୫୧, ବରଗଡ଼ରୁ ୩, ଭଦ୍ରକରୁ ୧୧, ବଲାଙ୍ଗୀରରୁ ୪, ବୌଦ୍ଧରୁ ୧, କଟକରୁ ୧୧୭, ଦେବଗଡ଼ରୁ ୮, ଢେଙ୍କାନାଳରୁ ୨୬, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧୨, ଯାଜପୁରରୁ ୩୨, ଝାରସୁଗୁଡାରୁ ୪, କଳାହାଣ୍ତିରୁ ୪ କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୯, କେନ୍ଦୁଝରରୁ ୧୨, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୨୧, ନୟାଗଡ଼ରୁ ୭, ନବରଙ୍ଗପୁରରୁ ୪, ପୁରୀ ୩୧, ରାୟଗଡ଼ାରୁ ୧୨, ସମ୍ବଲପୁରରୁ ୧୬, ସୁନ୍ଦରଗଡ଼ରୁ ୧୮ ଏବଂ ଷ୍ଟେଟ ପୁଲ୍‌ରୁ ୭୮ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୧୦ହଜାର ୭୨ରେ ପହଞ୍ଚିଛି ।

Powered by Froala Editor

Tags Corona

Related articles Odisha News Lens 4.1

  • ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ଜଳସଙ୍କଟ
    ଦେଶ-ଦେଶାନ୍ତର

    ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ଜଳସଙ୍କଟ

    14254
    Jun 13, 2026
  • ମମତା ବାନାର୍ଜୀଙ୍କ ସରକାର ସମୟରେ ରାଜ୍ୟରେ ୬୩୫ କୋଟି ଟଙ୍କାର ବିଜ୍ଞାପନ ଦୁର୍ନୀତି ...
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ସରକାର ସମୟରେ ରାଜ୍ୟରେ ୬୩୫ କୋଟି ଟଙ୍କାର ବିଜ୍ଞାପନ ଦୁର୍ନୀତି ...

    15447
    Jun 13, 2026
  • ମୋଦୀଙ୍କ ୟୁରୋପ ଗସ୍ତ
    ଦେଶ-ଦେଶାନ୍ତର

    ମୋଦୀଙ୍କ ୟୁରୋପ ଗସ୍ତ

    15154
    Jun 14, 2026
  • ନକଲି ବ୍ରିଗେଡିୟରକୁ ଗିରଫ କଲା ପୁଲିସ
    ଦେଶ-ଦେଶାନ୍ତର

    ନକଲି ବ୍ରିଗେଡିୟରକୁ ଗିରଫ କଲା ପୁଲିସ

    14866
    Jun 14, 2026
  •  ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ

    14015
    Jun 13, 2026
  • ‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା, ସେଜଲ ପାୱାରଙ୍କୁ ବାଧ୍ୟତାମୂଳକ ୧୫ ଦିନର ...
    ଦେଶ-ଦେଶାନ୍ତର

    ‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା, ସେଜଲ ପାୱାରଙ୍କୁ ବାଧ୍ୟତାମୂଳକ ୧୫ ଦିନର ...

    13847
    Jun 14, 2026
  • ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ

    13893
    Jun 14, 2026
  • ପାଟଳିପୁତ୍ର ଷ୍ଟେସନରେ ଟ୍ରେନ୍‌କୁ ପଥରମାଡ଼
    ଦେଶ-ଦେଶାନ୍ତର

    ପାଟଳିପୁତ୍ର ଷ୍ଟେସନରେ ଟ୍ରେନ୍‌କୁ ପଥରମାଡ଼

    14436
    Jun 14, 2026
  • ଗୁଜବ ପାଇଁ ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯାତ୍ରୀ, ୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଗୁଜବ ପାଇଁ ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯାତ୍ରୀ, ୪ ଜଣଙ୍କ ମୃତ୍ୟୁ

    13398
    Jun 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ଜଳସଙ୍କଟ

    14254
    Jun 13, 2026
  • ଦେଶ-ଦେଶାନ୍ତର

    ଭାରତୀୟ ସେନା ୟୁନିଫର୍ମରେ ବଡ଼ ପରିବର୍ତ୍ତନ

    13867
    Jun 14, 2026
  • ଦେଶ-ଦେଶାନ୍ତର

    ‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା, ସେଜଲ ପାୱାରଙ୍କୁ ବାଧ୍ୟତାମୂଳକ ୧୫ ଦିନର ଛୁଟି

    13847
    Jun 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16926
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17544
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17592
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17984
    Sep 06, 2023

ବିଶେଷ

  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14980
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13586
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15460
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14253
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14144
    Jun 05, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15467
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15214
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15697
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14040
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗୁଜବ ପାଇଁ ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯାତ୍ରୀ, ୪ ଜଣଙ୍କ ମୃତ୍ୟୁ

    13398
    Jun 14, 2026
  • ପାଟଳିପୁତ୍ର ଷ୍ଟେସନରେ ଟ୍ରେନ୍‌କୁ ପଥରମାଡ଼

    14436
    Jun 14, 2026
  • ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ

    13893
    Jun 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In