Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ...

  • ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ...

  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ...

  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ...

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ...

  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ...

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

ରାଜ୍ୟ
Home ›› ରାଜ୍ୟ ››ପ୍ରତାପ ଜେନାଙ୍କୁ ନିଲମ୍ବିତ କର : କଂଗ୍ରେସ

ପ୍ରତାପ ଜେନାଙ୍କୁ ନିଲମ୍ବିତ କର : କଂଗ୍ରେସ

2021-09-03 05:55:39
13675
Share:
Facebook
Twitter
E-Mail
WhatsApp
Telegram
ପ୍ରତାପ ଜେନାଙ୍କୁ ନିଲମ୍ବିତ କର : କଂଗ୍ରେସ


ଭୁବନେଶ୍ୱର : ମାହାଙ୍ଗାରେ କୁଳମଣି ବରାଳ ଏବଂ ଦିବ୍ୟସିଂହ ବରାଳଙ୍କୁ ଯୋଜନାବଦ୍ଧ ଭାବରେ ହତ୍ୟା କରାଗଲା । ଏହି ହତ୍ୟାରେ ୧୪ ଜଣଙ୍କ ନାମରେ ଏତଲା ଥିଲେ ମଧ୍ୟ ୧୩ ଜଣଙ୍କର ନାମ ଚାର୍ଜସିଟ୍ରେ ସ୍ଥାନ ପାଇଛି  । କିନ୍ତୁ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ପୋଲିସ ଚାର୍ଜସିଟ୍ରୁ କାଟି ଦେଇଥିଲା ବୋଲି ପିସିସି ମୁଖପାତ୍ର ଡ. ଦେବାଶିଷ ପଟ୍ଟନାୟକ କହିଛନ୍ତି । ତେଣୁ ତାଙ୍କୁ ତୁରନ୍ତ ନିଲମ୍ବିତ କରାଯାଉ ବୋଲି ସେ ଦାବି କରିଛନ୍ତି ।

ସେ କହିଛନ୍ତି ଯେ  ଏଫୟାର ଦେଇଥିବା ରମାକାନ୍ତ ବରାଳ ଯିଏକି କୁଳମଣି ବରାଳଙ୍କ ପୁଅ ସେ ୧୬.୮.୨୦୨୧ ରେ ମାନ୍ୟବର ପ୍ରଥମ ଶ୍ରେଣୀ ବିଚାରବିଭାଗୀୟ ମାଜିଷ୍ଟେଟ ସାଲେପୁରଙ୍କ ଅଦାଲତରେ ଏକ ପ୍ରୋଟେଷ୍ଟ ପିଟିସନ ଦାୟର କଲେ । ମାନ୍ୟବର ଅଦାଲତ ୨୫.୮.୨୦୨୧ରିଖ ଦିନ ଆଦେଶ ପ୍ରଦାନ କଲେ ଏହି ହତ୍ୟାକାଣ୍ଡରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ନାମ ବାଦ ଦିଆଯାଇଥିବାରୁ ପୁନଃ ତଦନ୍ତ କରିବା ପାଇଁ ଭାରପ୍ରାପ୍ତ ଥାନା ଅଧିକାରୀ ମାହାଙ୍ଗା ଥାନାଙ୍କୁ ନିଦେ୍ର୍ଧଶ ଦେଲେ । ଉଲ୍ଲେଖ୍ୟ ଯୋଗ୍ୟକି ୨୮.୦୨.୨୦୧୪ରେ ବାସୁଦେବପୁର ଗ୍ରାମପଂଚାୟତର ଦୀପ୍ତିରଞ୍ଜନ ସାହୁଙ୍କ ମୃତୁ୍ୟ ଏବଂ ୧୩.୧୨.୨୦୧୮ ରେ ନୃତାଙ୍ଗ ଗ୍ରାମପଂଚାୟତର ବିକାଶ ଜେନାଙ୍କ ହତ୍ୟା ଘଟଣାରେ ମାନ୍ୟବର ମନ୍ତ୍ରୀଙ୍କର ସଂପୃକ୍ତି ତଥା ତାଙ୍କ ତାଙ୍କ ନିଜ ଲୋକମାନଙ୍କର ସଂପୃକ୍ତି ଅଛି ବୋଲି ଲୋକମାନଙ୍କ ଦ୍ୱାରା ବହୁଳ ଭାବରେ ଆଦୃତ ହୋଇଛି । ମାତ୍ର ସେଭଳି ତଦନ୍ତ ହୋଇପାରି ନାହିଁ । 

ଜଣେ ଯଦି ମନ୍ତ୍ରୀ ରୁହେ ଏବଂ ସରକାରଙ୍କ ଅଂଶବିଶେଷ ହୁଏ ଆଇନ, ପଂଚାୟତ ରାଜ ଏବଂ ନଗର ଉନ୍ନୟନ ଭଳି ବିଭାଗର ସର୍ବେସର୍ବା ଥାଏ ତେବେ କିଭଳି ସରକାରଙ୍କର ଗୋଟେ ଅଧସ୍ଥନ ପୋଲିସ ମନ୍ତ୍ରୀଙ୍କୁ ଯେରା କରିବ । ଏଭଳି ସଂଗୀନ ଅପରାଧର ଆରୋପି ଯଦି ମନ୍ତ୍ରୀ ହୋଇଥାଏ ତାହାହେଲ ସ୍ୱଚ୍ଛତା ଏବଂ ନୈତିକତା ଦୃଷ୍ଟିରୁ ତୁରନ୍ତ ଇସ୍ତଫା ଦେଇଦେବା କଥା । କିନ୍ତୁ ଇସ୍ତଫା ନଦେଇ ମନ୍ତ୍ରୀ ପ୍ରମାଣ କରିଛନ୍ତି ଯେ ସେ ଏ ହତ୍ୟାକାଣ୍ଡର ସଂପୃକ୍ତ ଅଛନ୍ତି । ଯଦି ଇସ୍ତଫା ଦେବେ ତାହାହେଲେ ତାଙ୍କ ଜୀବନ ଜେଲରେ କଟିପାରେ । ମାନ୍ୟବର ମୁଖ୍ୟମନ୍ତ୍ରୀ ଏ ଘଟଣାରେ କାହିଁକି ଚୁପ ବସିଛନ୍ତି ତାହା ମଧ୍ୟ ବୁଝାପଡ଼ୁନାହିଁ । ଏହା କ’ଣ ମୋ ସରକାର । ମୁଖ୍ୟମନ୍ତ୍ରୀ ମହାଶୟ ତାଙ୍କୁ ବହିସ୍କାର କରିଦେବା କଥା । ମାତ୍ର ତାହା କରିନାହାନ୍ତି । ମୁଖ୍ୟମନ୍ତ୍ରୀ ମହାଶୟ ପଂଚମ ପାଳିରେ କ’ଣ ବହୁ ଦୁର୍ବଳ ହୋଇଯାଇଛନ୍ତି । ପୋଲିସ ମହା ନିଦେ୍ର୍ଧଶକ ଏ ଘଟଣାକୁ କାହିଁକି ଗୁରୁତ୍ୱର ସହ ଏବଂ କାହା ସ୍ୱାର୍ଥରେ ନଇନାହାନ୍ତି । ଘରୋଇ ବିଭାଗ ସଚିବଙ୍କର କ’ଣ  କିଛି ସାମ୍ବିଧାନିକ ଦାୟୀତ୍ୱ ନାହିଁ । ଆଗରୁ ଯଦି କୌଣସି ମନ୍ତ୍ରୀ ଏବଂ ବିଧାୟକ କିଛି ଭୁଲ କରୁଥିଲେ  ତେବେ ତତ୍କ୍ଷଣାତ ତାଙ୍କ ଉପରେ ନବୀନ ବାବୁଙ୍କ ସରକାର କାର୍ଯ୍ୟକ୍ରମ କରୁଥିଲେ । ବର୍ତମାନ ପ୍ରତାପ ବାବୁଙ୍କ କ୍ଷେତ୍ରରେ ସେ ଆଇନ ଓ ସମ୍ବିଧାନ ଠାରୁ ଉଦ୍ଧ୍ୱର୍ରେ ବୋଲି ବିଜେଡ଼ି ବିଚାର କରୁଛିକି, ସରକାର ବିଚାର କରୁଛିକି, ପ୍ରଶାସନ ବିଚାର କରୁଛିକି ଯଦି ଏହା ହୁଏ ତେବେ ଓଡ଼ିଶାର ଜନସାଧାରଣ କେବେ ବି ଏ ସରକାରକୁ କ୍ଷମା ଦେବେ ନାହିଁ ବୋଲି ଡ. ପଟ୍ଟନାୟକ କହିଥିଲେ । ତେଣୁ ମାନ୍ୟବର ରାଜ୍ୟପାଳଙ୍କର ମଧ୍ୟ ଦାୟୀତ୍ୱ ଏବଂ କର୍ତବ୍ୟ ଯେତେବେଳେ ନିର୍ବାଚିତ ସରକାର ନିଜର ଗତିପଥ ଏବଂ ଦାୟିତ୍ୱ ନିର୍ବାହ ନକରେ ତେବେ ରାଜ୍ୟପାଳ ଚୁପ ନରହି ଏ କ୍ଷେତ୍ରରେ ସରକାର ମନ୍ତ୍ରୀ ପ୍ରତାପ ଜେନାଙ୍କୁ ବହିସ୍କାର କରିବା ପାଇଁ ସୁପାରିଶ କରିବା କ’ଣ ଉଚିତ ନୁହେଁ । ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ଡ. ଦେବାଶିଷ ପଟ୍ଟନାୟକଙ୍କ ସହିତ ମୁଖପାତ୍ର ଶ୍ରୀ ମନୋରଞ୍ଜନ ଦାଶ ଉପସ୍ଥିତ ଥିଲେ ।  

Powered by Froala Editor

Tags Pratap jena

Related articles Odisha News Lens 4.1

  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15842
    Oct 01, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14917
    Oct 01, 2026
  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ...
    ଦେଶ-ଦେଶାନ୍ତର

    ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ...

    14964
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    15229
    Oct 01, 2026
  • ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ବୁଦ୍ଧିମତ୍ତା ଉପଗ୍ରହ
    ଦେଶ-ଦେଶାନ୍ତର

    ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ବୁଦ୍ଧିମତ୍ତା ଉପଗ୍ରହ

    13869
    Oct 03, 2026
  • ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ
    ଦେଶ-ଦେଶାନ୍ତର

    ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ

    15095
    Oct 03, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ
    ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    15038
    Oct 02, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15365
    Oct 01, 2026
  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...
    ଦେଶ-ଦେଶାନ୍ତର

    ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...

    14516
    Oct 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15365
    Oct 01, 2026
  • ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    15038
    Oct 02, 2026
  • ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ପ୍ରଶଂସାର ସୁଅ

    15842
    Oct 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17146
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17835
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17799
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18213
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15398
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14069
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15808
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15376
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14748
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    15026
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14396
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14343
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15959
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ଚେତାବନୀ ଦେଲେ ଟ୍ରମ୍ପ

    14964
    Oct 03, 2026
  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14503
    Oct 02, 2026
  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

    14516
    Oct 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In