Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ ...

  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ...

  • CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ ...

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ...

  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ...

  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ...

  • ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ...

  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ...

  • ଫିକା ପଡିବ ସୁନାର ଚମକ

  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

ରାଜ୍ୟ
Home ›› ରାଜ୍ୟ ››ଉଚ୍ଚଶିକ୍ଷାରୁ ବଞ୍ଚିତ ହେବେ +୨ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ

ଉଚ୍ଚଶିକ୍ଷାରୁ ବଞ୍ଚିତ ହେବେ +୨ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ

2021-09-04 07:20:37
14288
Share:
Facebook
Twitter
E-Mail
WhatsApp
Telegram
ଉଚ୍ଚଶିକ୍ଷାରୁ ବଞ୍ଚିତ ହେବେ +୨ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ)ର ତ୍ରୁଟିପୂର୍ଣ୍ଣ ପରୀକ୍ଷା ପରିଚାଳନା ଯୋଗୁଁ ଛାତ୍ରଛାତ୍ରୀ ଉଚ୍ଚ ଶିକ୍ଷାରୁ ବଞ୍ଚିତ ହେବାର ଆଶଙ୍କା ଦେଖାଦେଇଛି। ପରୀକ୍ଷା ପରିଚାଳନାରେ ଅବ୍ୟବସ୍ଥା ଯୋଗୁଁ ଏଭଳି ପରିସ୍ଥିତି ଉପୁଜିବାର ଆଶଙ୍କା ଦେଖାଦେଇଛି। ଆଜି ସ୍ନାତକ(+୩) ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଶେଷ ହେବ। ତେବେ ଯୁକ୍ତ ଦୁଇ ବିକଳ୍ପ ମୂଲ୍ୟାୟନକୁ ନେଇ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ପରୀକ୍ଷା ଦେବା ପରେ କିଭଳି ସ୍ନାତକ ପାଠ୍ୟକ୍ରମରେ ନାମ ଲେଖାଇବା ତାକୁ ନେଇ ଅନିଶ୍ଚିତତା ଦେଖାଦେଇଛି।

+୨ ବିକଳ୍ପ ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପଞ୍ଜୀକରଣ ଆରମ୍ଭ ହୋଇଛି। ତେବେ କେବେ ପରୀକ୍ଷା ହେବ ସେନେଇ ପରିଷଦ ପକ୍ଷରୁ ଘୋଷଣା କରାଯାଇନି। ପରୀକ୍ଷା କରିବା ଓ ଫଳ ପ୍ରକାଶ କରିବାକୁ ଅନ୍ତତଃପକ୍ଷେ ଏକରୁ ଦୁଇ ମାସ ସମୟ ଲାଗିବ। ଗତମାସ ୧୪ ସୁଦ୍ଧା କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷାର ଫଳ ପ୍ରକାଶ ପାଇ ସରିଥିଲେ ମଧ୍ୟ ପରୀକ୍ଷା ପାଇଁ ପଞ୍ଜୀକରଣ କରିବାରେ ପ୍ରାୟ ୧୫ ଦିନ ବିଳମ୍ବ କରାଯାଇଥିଲା। ଉଚ୍ଚଶିକ୍ଷା ବିଭାଗର ପ୍ରଥମ ଓ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ତାରିଖ ଘୋଷଣା ସରିଛି। ଏଭଳି ସ୍ଥିତରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେବା ପରେ କୃତକାର୍ଯ୍ୟ ହେଲେ କିଭଳି +୩ରେ ନାମ ଲେଖାଇବେ ତା’କୁ ନେଇ ଅନିଶ୍ଚିତତା ଦେଖାଦେଇଛି।

ପରିଷଦର ଏଭଳି କାର୍ଯ୍ୟକୁ ଛାତ୍ରଛାତ୍ରୀ ଓ ଅଭିଭାବକ ନିନ୍ଦା କରିବା ସହ ପରୀକ୍ଷା ପରିଚାଳନାରେ ତ୍ରୁଟିଯୋଗୁଁ ଏଭଳି ହୋଇଥିବା ଅଭିଯୋଗ କରିଛନ୍ତି। ଯୁକ୍ତ ଦୁଇ ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପଞ୍ଜୀକରଣ ୯ରେ ଶେଷ ହେବ। ପଞ୍ଜୀକରଣ ସଂଖ୍ୟାକୁ ଦୃଷ୍ଟିରେ ରଖି ପରୀକ୍ଷା ତାରିଖ ଘୋଷଣା ହେବ ବୋଲି ପରିଷଦ ପକ୍ଷରୁ ଘୋଷଣା କରାଯାଇଛ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ପାଇଁ ପଞ୍ଜୀକରଣ ଆରମ୍ଭ ହୋଇଛି। ପରୀକ୍ଷା ସରିବା ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ। +୩ରେ ଖାଲିଥିବା ଆସନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ନାମ ଲେଖାଇପାରିବେ ବୋଲି ସେ କହିଛନ୍ତି।

Powered by Froala Editor

Tags PLUS 2

Related articles Odisha News Lens 4.1

  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ
    ଦେଶ-ଦେଶାନ୍ତର

    PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ

    14050
    Jul 28, 2026
  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା  ‘ଦ ଓଡିସି’
    ମନୋରଞ୍ଜନ

    ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ଓଡିସି’

    13702
    Jul 27, 2026
  • CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ...
    ଦେଶ-ଦେଶାନ୍ତର

    CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ...

    13660
    Jul 28, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...
    ବାଣିଜ୍ୟ

    କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...

    14490
    Jul 28, 2026
  • ଫିକା ପଡିବ ସୁନାର ଚମକ
    ବାଣିଜ୍ୟ

    ଫିକା ପଡିବ ସୁନାର ଚମକ

    13807
    Jul 27, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....
    ବିଶେଷ

    ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15358
    Jul 27, 2026
  •  ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ
    ଦେଶ-ଦେଶାନ୍ତର

    ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ

    13888
    Jul 27, 2026
  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?

    14448
    Jul 28, 2026
  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ
    ଦେଶ-ଦେଶାନ୍ତର

    ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    15216
    Jul 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?

    14448
    Jul 28, 2026
  • ଦେଶ-ଦେଶାନ୍ତର

    ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    15216
    Jul 27, 2026
  • ଦେଶ-ଦେଶାନ୍ତର

    PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ

    14050
    Jul 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17004
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17609
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17660
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18060
    Sep 06, 2023

ବିଶେଷ

  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15358
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15752
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15403
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16062
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14313
    Jul 18, 2026

ବାଣିଜ୍ୟ

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

ଭୁବନେଶ୍ୱର: ଅଧିକାଂଶ ଲୋକଙ୍କର ବିଶ୍ୱାସ ଯେ ସେମାନେ ପ୍ରତ୍ୟେକ ଦିନ କେବଳ କିଛି ପରିମାଣର ଜଳ ବ୍ୟବହାର କରନ୍ତି । କିନ୍ତୁ ବାସ୍ତବତା ହେଉଛି ଯେ ସକାଳେ ପ୍ରଥମ ଗ୍ଲାସ ପିଇବା ଏବଂ ଖାଦ୍ୟ ପ୍ରସ୍ତୁତି ଠାରୁ ଆରମ୍ଭ କରି ...

  • ଫିକା ପଡିବ ସୁନାର ଚମକ

    13807
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15757
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15929
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15300
    Jul 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ

    13888
    Jul 27, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    14490
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15358
    Jul 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In