Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ...

  • ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ...

  • ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ...

  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ...

  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ...

  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ...

  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ...

  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ...

  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

ବିଶେଷ
Home ›› ବିଶେଷ ››ଗୁରୁ ବିନା ଏ ସଂସାର କଳ୍ପନା କରିବା ଅସମ୍ଭବ

ଗୁରୁ ବିନା ଏ ସଂସାର କଳ୍ପନା କରିବା ଅସମ୍ଭବ

2021-09-05 05:31:51
15945
Share:
Facebook
Twitter
E-Mail
WhatsApp
Telegram
ଗୁରୁ ବିନା ଏ ସଂସାର କଳ୍ପନା କରିବା ଅସମ୍ଭବ

ଆଜି ସେପ୍ଟେମ୍ବର ୫ତାରିଖ, ଡ.ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଜୟନ୍ତୀ ଅର୍ଥାତ ପବିତ୍ର ଗୁରୁ ଦିବସ । ଗୁରୁ ବିନା ଏ ସଂସାର କଳ୍ପନା କରିବା ମଧ୍ୟ ଅସମ୍ଭବ । ଗୁୁରୁ ବ୍ରହ୍ମା, ବିଷ୍ଣୁ ଓ ମହେଶ୍ୱରଙ୍କ ଜୀବନ୍ତ ଅବତାର ଅଟନ୍ତି । ଗୁରୁ ଏମିତି ଏକ ଶବ୍ଦ ଯାହାକୁ ବର୍ଣ୍ଣନା କରିବାକୁ ଏ ସଂସାରର ସମସ୍ତ ଶବ୍ଦ କମ ପଡିଯାଏ । ପିତାମାତା ଜନ୍ମ କରି ଏ ସୁନ୍ଦର ପୃଥିବୀକୁ ଆଣିଥାନ୍ତି କିନ୍ତୁ ଯିଏ ବଞ୍ଚିବାର କଳା ଶିଖାଇଥାନ୍ତି ଓ ଅଜ୍ଞାନ ରୂପକ ଅନ୍ଧକାରରୁ ଟାଣି ଜ୍ଞାନର ଆଲୋକ ଦେଖାଇଥାନ୍ତି ସେ ହେଉଛନ୍ତି ଗୁରୁ । ଗୁରୁ ଏମିତି ଏକ ବରଗଛ ଯାହାଙ୍କ ଚାରି ପାଖରେ ବିଶ୍ୱାସ ଓ ଭରସାର ଓହଳ । ଯଦି  ଜୀବନ କୁ ଏକ ବୃତ୍ତ ଭାବେ କହିବା ତେବେ ଗୁରୁ ହେଉଛନ୍ତି ସେହି ବୃତ୍ତର କେନ୍ଦ୍ରବିନ୍ଦୁ, ବିଦ୍ୟାଳୟ ଯଦି ଗୋଟେ କାରଖାନା ହୁଏ, ତେବେ ଗୁରୁ ହେଉଛନ୍ତି ସେଠାକାର ମଣିଷ ଗଢା ମେସିନ । ଅନନ୍ତ ଆକାଶ ଭଳି  ଜୀବନର ମାର୍ଗରେ ପଥ ପ୍ରଦର୍ଶକ ସାଜି ଯିଏ ସର୍ବଦା ସମାଜର ହିତ ପାଇଁ ନିଜକୁ ତିଳତିଳ କରି ଜାଳି ସମାଜକୁ ଜ୍ଞାନର ଆଲୋକ ବାଣ୍ଟିଥାନ୍ତି, ସେ ହେଉଛନ୍ତି ଗୁରୁ । ପ୍ରତିଟି ମଣିଷ ରୂପି କ୍ଷୁଦ୍ର ମଞ୍ଜିକୁ ମହାଦୃମରେ ପରିଣତ କରିବାରେ ଯାହାଙ୍କ ତ୍ୟାଗ ଥାଏ ସେ ହେଉଛନ୍ତି ଗୁରୁ । ଏ ସଂସାରରେ ପ୍ରତିଟି ଜିନିଷ ଠାରୁ ଆମର କିଛି ନା କିଛି ଶିଖିବାର ଆବଶ୍ୟକତା ଅଛି । ସେଥିପାଇଁ ଅବଦୂତ ପ୍ରଜାପତିକୁ ମଧ୍ୟ ଗୁରୁ ଭାବେ ଗ୍ରହଣ କରିଥିଲେ । ଏହି ମହାନ ଦିବସରେ ଗୁରୁଙ୍କ ଆଶୀର୍ବାଦ ନେବା ସହ ଗୁରୁଙ୍କ ପ୍ରତି ସର୍ବଦା ଶ୍ରଦ୍ଧା, ସମ୍ମାନ ବାଜାୟୀ ରଖିବାକୁ ପ୍ରତିଜ୍ଞା କରିବା ଉଚିତ୍ ।

Powered by Froala Editor

Tags Teacher's day

Related articles Odisha News Lens 4.1

  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13680
    Sep 04, 2026
  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮  ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

    14363
    Sep 05, 2026
  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ
    ଦେଶ-ଦେଶାନ୍ତର

    ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ

    15502
    Sep 05, 2026
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’
    ଦେଶ-ଦେଶାନ୍ତର

    ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15637
    Sep 05, 2026
  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି
    ଦେଶ-ଦେଶାନ୍ତର

    ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି

    14483
    Sep 05, 2026
  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ
    ଦେଶ-ଦେଶାନ୍ତର

    ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15194
    Sep 05, 2026
  • ସାମରିକ ଘାଟିରେ ବିସ୍ଫୋରଣ;  ଚାଲିଗଲା ୧୦ ଜୀବନ
    ଦେଶ-ଦେଶାନ୍ତର

    ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ଜୀବନ

    13611
    Sep 05, 2026
  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ
    ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    14077
    Sep 04, 2026
  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି
    ଦେଶ-ଦେଶାନ୍ତର

    କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି

    13605
    Sep 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15194
    Sep 05, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି

    14483
    Sep 05, 2026
  • ଦେଶ-ଦେଶାନ୍ତର

    କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି

    13605
    Sep 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17076
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17729
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17744
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18145
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13734
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14537
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14842
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14795
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14131
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14007
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14538
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15422
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14804
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    14077
    Sep 04, 2026
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15637
    Sep 05, 2026
  • ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ଜୀବନ

    13611
    Sep 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In