Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

Home ›› ››ଶିକ୍ଷକଙ୍କୁ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର

ଶିକ୍ଷକଙ୍କୁ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର

2021-09-05 06:48:25
14527
Share:
Facebook
Twitter
E-Mail
WhatsApp
Telegram
ଶିକ୍ଷକଙ୍କୁ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ: ଗୁରୁ ସର୍ବଦା ପୂଜ୍ୟ । ଆଜ୍ଞାନ ଅନ୍ଧାରରୁ ଯିଏ ଆଲୋକ ଦେଖାଏ ସେ ହେଲେ ଗୁରୁ । ଆଜି ସେହି ଗୁରୁଙ୍କ ପାଇଁ ଦିନଟିଏ । ପବିତ୍ର ଗୁରୁ ଦିବସରେ ଦେଶର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି  କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଛାତ୍ରମାନଙ୍କ ଜୀବନକୁ ସମୃଦ୍ଧ କରିବାରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ । ଭାରତର ଭବିଷ୍ୟତଙ୍କୁ ଗଢିବାରେ ସେମାନେ ଅବଦାନ ବେଶ ପ୍ରଶଂସନୀୟ ବୋଲି ଟ୍ବିଟ କରି କହିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ।

ଅନ୍ୟପଟେ ଗୁରୁଦିବସରେ ଓଡ଼ିଶାର ୨ ଜଣ ଶିକ୍ଷକଙ୍କ ସମେତ ମୋଟ ୪୪ ଜଣ ଶ୍ରେଷ୍ଠ ଶିକ୍ଷକଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମ୍ମାନିତ କରିଛନ୍ତି ।  ଓଡ଼ିଶାର ଯେଉଁ ଦୁଇ ଜଣ ସମ୍ମାନିତ ହୋଇଛନ୍ତି ସେମାନେ ହେଲେ ଭଦ୍ରକ ଜିଲ୍ଲା ସ୍କୁଲର ଶିକ୍ଷକ ଅଶୋକ କୁମାର ଶତପଥୀ ଓ  ଗଞ୍ଜାମ ଜିଲ୍ଲା କଣମଣା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଅଜିତ ସେଠୀ ।  ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର-୨୦୨୧ ସମ୍ମାନରେ ସମ୍ମାନିତ କରାଯାଇଛି । 

ସ୍ୱାଧୀନତାର ଦୀର୍ଘ ୭୫ବର୍ଷ ପରେ ଦେଶ ଆଜାଦିର ଅମୃତ ମହୋସôବ ପାଳନ କରୁଛି । ତେବେ ଏହାର ଅଧିନରେ କେନ୍ଦ୍ର ଶିକ୍ଷା ବିଭାଗ ପକ୍ଷରୁ ଶକ୍ଷକ ପର୍ବ ମଧ୍ୟ ପାଳନ କରାଯାଉଛି । ଏହି ପର୍ବରେ ଶିକ୍ଷା ଜଗତ ପ୍ରତି ଅତୁଳନୀୟ ଅବଦାନ ଥିବା ଶିକ୍ଷକ ମାନଙ୍କୁ ବଛାଯାଇଥିବା ବେଳେ ଆଜି ସେମାନଙ୍କୁ ରାଷ୍ଟ୍ରପତି ଜାତୀୟ ପୁରସ୍କାରରେ ସମ୍ମାନିତ କରିଛନ୍ତି ।

Powered by Froala Editor

Tags Dharmendra pradhan

Related articles Odisha News Lens 4.1

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14708
    Jun 24, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15891
    Jun 23, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15268
    Jun 23, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15325
    Jun 24, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13850
    Jun 23, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା
    ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14994
    Jun 24, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    15035
    Jun 22, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14169
    Jun 23, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    14146
    Jun 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14169
    Jun 23, 2026
  • ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15268
    Jun 23, 2026
  • ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର କଲେ ସିଧା ଯମରାଜଙ୍କ ପାଖକୁ ଯିବ

    15035
    Jun 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16942
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17560
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17610
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18006
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14994
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15159
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15022
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15634
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14499
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13784
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14874
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15489
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15240
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର କଲେ ସିଧା ଯମରାଜଙ୍କ ପାଖକୁ ଯିବ

    15035
    Jun 22, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13850
    Jun 23, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15325
    Jun 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In