Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା କଲା ଏହି ଶକ୍ତିଶାଳୀ ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

Home ›› ››ଓଡିଶା ଆଦର୍ଶ ବିଦ୍ୟାଳୟରେ ନିଯୁକ୍ତ ହେଲେ…ଚାରି ଶହ .. ଶିକ୍ଷକ

ଓଡିଶା ଆଦର୍ଶ ବିଦ୍ୟାଳୟରେ ନିଯୁକ୍ତ ହେଲେ…ଚାରି ଶହ .. ଶିକ୍ଷକ

2021-09-05 16:19:33
15553
Share:
Facebook
Twitter
E-Mail
WhatsApp
Telegram
ଓଡିଶା ଆଦର୍ଶ ବିଦ୍ୟାଳୟରେ ନିଯୁକ୍ତ ହେଲେ…ଚାରି ଶହ .. ଶିକ୍ଷକ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆଜି ଲୋକସେବା ଭବନର କନ୍ଭେନସନ ସେଣ୍ଟରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଓଡିଶା ଆଦର୍ଶ ବିଦ୍ୟାଳୟ ଗୁଡିକରେ …ଚାରି ଶହ…ତେୟାଳଶୀ. ଶିକ୍ଷକ ନିଯୁକ୍ତି ପ୍ରଦାନ କରାଯାଇଛି । 

ଏହି ଅବସରରେ ନବନିଯୁକ୍ତ ଶିକ୍ଷକ ମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ରାଜ୍ୟର ସବୁ ଅଞ୍ଚଳର ମେଧାବୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ମୋର ଲକ୍ଷ୍ୟ । ଏହି ଉଦ୍ଦେଶ୍ୟରେ ରାଜ୍ୟରେ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ଓଡିଶା ଆଦର୍ଶ ବିଦ୍ୟାଳୟ ଜରିଆରେ ଇଂରାଜୀ ମାଧ୍ୟମରେ ଶିକ୍ଷା ପ୍ରଦାନ କରାଯାଉଛି। ବିଶେଷକରି ଗ୍ରାମାଞ୍ଚଳ ଓ ଅର୍ଦ୍ଧ ସହରାଂଚଳର ମେଧାବୀ ଛାତ୍ରଛାତ୍ରୀମାନେ ଏହାଦ୍ବାରା ଉପକୃତ ହେଉଛନ୍ତି । ଗୁଣାତ୍ମକ ଶିକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ସାରା ଦେଶରେ ଆଦର୍ଶ ବିଦ୍ୟାଳୟ ଗୁଡିକ ଏକ ରୋଲ ମଡେଲ ହେଉ ବୋଲି ସେ ଚାହାଁନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ଦେଶର ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।


ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜାତୀୟ ସ୍ତରର ବିଭିନ୍ନ ପ୍ରବେଶିକା ପରୀକ୍ଷାରେ ସଫଳତା ହାସଲ କରିବା ପାଇଁ ଏହି ବିଦ୍ୟାଳୟ ଗୁଡିକୁ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି ।


ପିଲାମାନଙ୍କ ମନରେ ଯେପରି ଆଶା ଓ ଆତ୍ମବିଶ୍ବାସ ବୃଦ୍ଧି ହେବ ଏବଂ ସେମାନେ ଏହି ପ୍ରତିଯୋଗୀତାମୂଳକ ଦୁନିଆରେ ସବୁପ୍ରକାର ବାଧାବିଘ୍ନକୁ ଅତିକ୍ରାନ୍ତ କରି ସଫଳତାର ପାହାଚ ଚଢିପାରିବେ ତାହା ଆମର ଲକ୍ଷ୍ୟ ବୋଲି  ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ପିଲାମାନଙ୍କୁ ଭବିଷ୍ୟତର ସଫଳତା ପାଇଁ ଠିକ୍‌ ଭାବରେ ଗାଇଡ କରିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷକ ମାନଙ୍କୁ  ପରାମର୍ଶ ଦେଇଥିଲେ ।


ପ୍ରତି ଛାତ୍ରଛାତ୍ରୀ ଙ୍କ ସ୍ବପ୍ନ କୁ ସାକାର କରିବା ପାଇଁ ଆମର ଉଦ୍ୟମ  ହେବ ନୂଆ ଓ ରୂପାନ୍ତରିତ ଓଡଶା ଗଠନରେ  ବଳିଷ୍ଠ ପଦକ୍ଷେପ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।ଏବଂ ଏଦିଗରେ ଶିକ୍ଷକ ମାନେ ସେମାନଙ୍କ ଗୁରୁ ଦାୟିତ୍ୱ ନିର୍ବାହ କରିବାକୁ ଆଗେଇ ଆସିବାକୁ ଆହ୍ଵାନ ଜଣାଇଥିଲେ ।


ଏହି ଅବସରରେ ମୁଖ୍ୟମନ୍ତ୍ରୀ  ଶ୍ରୀ ନବୀନ ପଟ୍ଟନାୟକ ଆଦର୍ଶ ବିଦ୍ୟାଳୟ ଗୁଡିକ ପାଇଁ ଏକ ଦଶ ସୂତ୍ରୀ ଲକ୍ଷ୍ୟ ଘୋଷଣା କରିଥିଲେ ।ଏଥିରେ ପିଲାମାନଙ୍କୁ ରକ୍ତଦାନ, ପରିବେଶ ସୁରକ୍ଷା ,ସହିତ ସାକ୍ଷରତା ଅଭିଯାନରେ ସାମିଲ କରିବା ଯୋଗ ,କ୍ରୀଡା ଓ ସୁସ୍ଥ ଜୀବନଶୈଳୀ ଆଦି ପାଇଁ ଉତ୍ସାହିତ କରିବା ଜାତୀୟ  ଅନ୍ତଜାତୀୟ  ପ୍ରତିଯୋଗିତାରେ ସଫଳତା ପାଇଁ ପିଲାଙ୍କୁ ପ୍ରସ୍ତୁତ କରିବା ,ସ୍କୁଲ ସମୟରୁ ଦକ୍ଷତା ର ବିକାଶ ପ୍ରତି ଯତ୍ନବାନ ହେବା ଆଦି  ବିଭିନ୍ନ ବିଷୟ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି ।ଏତଦବ୍ୟତୀତ ପ୍ରତି ଆଦର୍ଶ ବିଦ୍ୟାଳୟ କୁ ଏକ ଦଶ ବର୍ଷିଆ ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।



 ଏହି ଅବସରରେ ୨୦୨୧ର ଜାତୀୟ ଶିକ୍ଷକ ପୁରସ୍କାର ପାଇଥିବା ଶିକ୍ଷକ  ମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ। ସେମାନେ ହେଲେ – ଭଦ୍ରକ ଜିଲ୍ଲା ସ୍କୁଲର ସହକାରୀ ଶିକ୍ଷକ ଶ୍ରୀ ଅଶୋକ କୁମାର ତ୍ରିପାଠୀ ଓ ଛତ୍ରପୁର ୟୁ.ପି ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀ ଅଜିତ କୁମାର ସେଠୀ ।


ଏହି କାର୍ଯ୍ୟକ୍ରମ ରେ ମନ୍ତ୍ରୀ ଶ୍ରୀ ସମୀର ଦାଶ  ,ଓଡ଼ିଶା ଆଦର୍ଶ ଵିଦ୍ୟା ଳୟ ସଗଠନର ଅଧ୍ୟକ୍ଷ ଶ୍ରୀ ଉପେନ୍ଦ୍ର ତ୍ରିପାଠୀ ପ୍ରମୁଖ ଉଦ୍ ବୋଧନ ଦେଇ  ଆଦର୍ଶ ବିଦ୍ୟାଳୟ ପିଲାଙ୍କ   ପ୍ରତିଭାର ବିକାଶ  ପାଇଁ ସୁଯୋଗ ସୃଷ୍ଟି କରିଛି ବୋଲି ମତ  ଦେଇଥିଲେ ।


ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ୍ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।ନବନିଯୁକ୍ତ ଅଧ୍ୟକ୍ଷ ଓ ଶିକ୍ଷକ ମାନଙ୍କ ସହ ଆଲୋଚନା କରି ଶ୍ରୀ ପାଣ୍ଡିଆନ୍ ସେମାନଙ୍କୁ ରାଜ୍ୟ ସରକାରଙ୍କ ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେବା ସହ ନୂଆ ଓଡ଼ିଶା ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ୟମ ରେ ଶିକ୍ଷା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥବାରୂ ଏ ଲକ୍ଷ୍ୟ ପୂରଣ ପାଇଁ କାମ କରିବାକୁ ପରାମର୍ଶ ଦେଇଥିଲେ ।

ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ,ଉନ୍ନୟନ କମିଶନର ଶ୍ରୀ ପି କେ ଜେନା  ,ପ୍ରମୁଖ ଯୋଗ ଦେଇଥିଲେ ।

ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ସତ୍ୟବ୍ରତ ସାହୂ ସ୍ବାଗତ ଭାଷଣ ଦେଇ ଥିଲେ ।

ସୂଚନାଯୋଗ୍ୟ ଯେ ଆଦର୍ଶ  ବିଦ୍ୟାଳୟ ପାଇଁ 443ଶିକ୍ଷକ ଶିକ୍ଷୟତ୍ରୀ ଙ୍କୁ ନିଯୁକ୍ତି ପତ୍ର ଦିଆଯାଇଛି । ସୋମାନଙ୍କ ମଧ୍ୟରେ 156. ଜଣ ଶିକ୍ଷୟତ୍ରୀ ଅଛନ୍ତି ।

Powered by Froala Editor

Tags Chief minister , Naveen Patnaik , Odisha , teacher, teacher's day, Adarsh Vidyalaya

Related articles Odisha News Lens 4.1

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14310
    Mar 04, 2026
  • ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ
    ଦେଶ-ଦେଶାନ୍ତର

    ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ

    14698
    Mar 05, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15234
    Mar 04, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15244
    Mar 04, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13672
    Mar 05, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    14880
    Mar 05, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    14866
    Mar 05, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15562
    Mar 04, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14381
    Mar 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    14880
    Mar 05, 2026
  • ଦେଶ-ଦେଶାନ୍ତର

    ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ

    14698
    Mar 05, 2026
  • ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15562
    Mar 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17774
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16246
    Apr 03, 2021

ବିଶେଷ

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14381
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14858
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14068
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15036
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14658
    Feb 27, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15667
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15125
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14977
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14490
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14310
    Mar 04, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15234
    Mar 04, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14381
    Mar 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In