Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ ...

  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ...

  • CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ ...

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ...

  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ...

  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ...

  • ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ...

  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ...

  • ଫିକା ପଡିବ ସୁନାର ଚମକ

  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

ରାଜ୍ୟ
Home ›› ରାଜ୍ୟ ››କରୋନା ନେଲା ପୁଣି ୮ ଜୀବନ

କରୋନା ନେଲା ପୁଣି ୮ ଜୀବନ

2021-09-06 05:48:53
14731
Share:
Facebook
Twitter
E-Mail
WhatsApp
Telegram
କରୋନା ନେଲା ପୁଣି ୮ ଜୀବନ


ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୫୫ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୁଳ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ,୨୬ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬୦୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୮୮ ଜଣ, କଟକରୁ ୧୧୩ ଜଣ, ବାଲେଶ୍ବର ଓ ଯାଜପୁର ଜିଲ୍ଲାରୁ ୩୧ ଜଣ ଲେଖାଏଁ, ଜଗତସିଂହପୁରରୁ ୨୨ ଜଣ, ମୟୂରଭଞ୍ଜରୁ ୨୧ ଜଣ, ପୁରୀରୁ ୨୦ ଜଣ, ଭଦ୍ରକରୁ ୧୮ ଜଣ, ସମ୍ବଲପୁରରୁ ୧୬ ଜଣ,କେନ୍ଦ୍ରପଡ଼ାରୁ ୧୩ ଜଣ, ଅନୁଗୁଳରୁ ୧୨ ଜଣ, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୯ ଜଣ ଲେଖାଏଁ, ଢ଼େଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରୁ ୮ ଜଣ ଲେଖାଏଁ, ରାୟଗଡ଼ାରୁ ୭ ଜଣ, କୋରାପୁଟରୁ ୬ ଜଣ,ଗଞ୍ଜାମ, ଝାରସୁଗୁଡ଼ା, ନବରଙ୍ଗପୁର ଓ ନୟାଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁ, ବଲାଙ୍ଗୀର ଓ ଦେବଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ, ସୋନପୁରରୁ ୨ ଜଣ, ଗଜପତି ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍‌ରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୧୨ ହଜାର ୧୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬ ହଜାର ୯୯୬ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୯୭ ହଜାର ୦୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Powered by Froala Editor

Tags Corona

Related articles Odisha News Lens 4.1

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...
    ବାଣିଜ୍ୟ

    କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...

    14495
    Jul 28, 2026
  • ଫିକା ପଡିବ ସୁନାର ଚମକ
    ବାଣିଜ୍ୟ

    ଫିକା ପଡିବ ସୁନାର ଚମକ

    13811
    Jul 27, 2026
  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା  ‘ଦ ଓଡିସି’
    ମନୋରଞ୍ଜନ

    ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ଓଡିସି’

    13707
    Jul 27, 2026
  • CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ...
    ଦେଶ-ଦେଶାନ୍ତର

    CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ...

    13666
    Jul 28, 2026
  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ
    ଦେଶ-ଦେଶାନ୍ତର

    ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    15222
    Jul 27, 2026
  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ
    ଦେଶ-ଦେଶାନ୍ତର

    PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ

    14057
    Jul 28, 2026
  •  ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ
    ଦେଶ-ଦେଶାନ୍ତର

    ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ

    13893
    Jul 27, 2026
  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?

    14455
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....
    ବିଶେଷ

    ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15363
    Jul 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଫିକା ପଡିବ ସୁନାର ଚମକ

    13811
    Jul 27, 2026
  • ମନୋରଞ୍ଜନ

    ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ଓଡିସି’

    13707
    Jul 27, 2026
  • ଦେଶ-ଦେଶାନ୍ତର

    CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ଅଧିକାର'

    13666
    Jul 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17004
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17609
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17660
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18060
    Sep 06, 2023

ବିଶେଷ

  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15363
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15753
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15404
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16063
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14314
    Jul 18, 2026

ବାଣିଜ୍ୟ

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

ଭୁବନେଶ୍ୱର: ଅଧିକାଂଶ ଲୋକଙ୍କର ବିଶ୍ୱାସ ଯେ ସେମାନେ ପ୍ରତ୍ୟେକ ଦିନ କେବଳ କିଛି ପରିମାଣର ଜଳ ବ୍ୟବହାର କରନ୍ତି । କିନ୍ତୁ ବାସ୍ତବତା ହେଉଛି ଯେ ସକାଳେ ପ୍ରଥମ ଗ୍ଲାସ ପିଇବା ଏବଂ ଖାଦ୍ୟ ପ୍ରସ୍ତୁତି ଠାରୁ ଆରମ୍ଭ କରି ...

  • ଫିକା ପଡିବ ସୁନାର ଚମକ

    13811
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15757
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15929
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15300
    Jul 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15363
    Jul 27, 2026
  • ଫିକା ପଡିବ ସୁନାର ଚମକ

    13811
    Jul 27, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    14495
    Jul 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In