Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, November 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

  • ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ ...

  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ...

  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ...

  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ...

  • ଅବସର ଘୋଷଣା କଲେ ମହମ୍ମଦ ସାମି

  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ...

  • ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ...

  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ...

ବିଶେଷ
Home ›› ବିଶେଷ ›› ପିମ୍ପୁଡିଙ୍କ ପାଇଁ ଆପଣାନ୍ତୁ ଏହି ଘରୋଇ ଉପାୟ.....

ପିମ୍ପୁଡିଙ୍କ ପାଇଁ ଆପଣାନ୍ତୁ ଏହି ଘରୋଇ ଉପାୟ.....

2021-09-07 02:47:08
15055
Share:
Facebook
Twitter
E-Mail
WhatsApp
Telegram
 ପିମ୍ପୁଡିଙ୍କ ପାଇଁ ଆପଣାନ୍ତୁ ଏହି ଘରୋଇ ଉପାୟ.....

ପିମ୍ପୁଡିମାନଙ୍କ ଠାରେ ଘ୍ରାଣ ଶକ୍ତି ଅଧିକ ଥାଏ । ଘରେ ଯେକୌଣସି ଖାଦ୍ୟ ଜିନିଷ ବାହାରେ ରଖିଲେ ପିମ୍ପୁଡିମାନେ ଧାଡି କରି ଆସି ଖାଦ୍ୟରେ ଲାଗିଯାଆନ୍ତି ଓ ଖାଦ୍ୟ ନଷ୍ଟ କରିଦିଅନ୍ତି । ଏହା ଦେଖି ଆମେ ବିରକ୍ତ ହୋଇଥାଉ ଓ ପିମ୍ପୁଡି କିପରି ଦୂରେଇଯିବେ ସେହି ବିଷୟରେ ଚିନ୍ତା କରିଥାଉ । ହେଲେ ଏମିତି କିଛି ଘରୋଇ ଟିପ୍ସ ଅଛି ଯାହାଦ୍ୱାରା ପିମ୍ପୁଡିଙ୍କ ଠାରୁ ମୁକ୍ତି ମିଳିପାରିବ । ତେବେ ସର୍ବଦା ଘରର ରୋଷେଇ ଘର ସଫା ସୁତୁରା ରଖନ୍ତୁ । ଖାଇବା ଜିନିଷ ଚାରିଆଡେ ପକାନ୍ତୁ ନାହିଁ । ମିଠା ଜିନିଷ ଗୁଡିକ ତଳେ ପକାନ୍ତୁ ନାହିଁ  । ଏହା ସହିତ ପିମ୍ପୁଡି ଆସୁଥିବା ସ୍ଥାନରେ ଦୁଇ ଚାରି ବୁନ୍ଦା ଲେମ୍ବୁରସ ପକାଇ ଦିଅନ୍ତୁ, ଲେମ୍ବୁର ଗନ୍ଧରେ ଗନ୍ଧରେ ପିମ୍ପୁଡିମାନେ ଚାଲିଯାଆନ୍ତି । ଭିନେଗାରରେ ଅଳ୍ପ ପାଣି ମିଶାଇ  ସେହି ସ୍ଥାନରେ ସ୍ପ୍ରେ କରନ୍ତୁ, ଏହାଦ୍ୱାରା ପିମ୍ପୁଡି ଘରକୁ ଆସନ୍ତି ନାହିଁ । ହଳଦି ଗୁଣ୍ଡକୁ କାନ୍ଥ ଚାରିପାଖରେ ସି ନ କରନ୍ତୁ, ଏହା କରିବା ଦ୍ୱାରା ପିମ୍ପୁଡି ଘର ଭିତରକୁ ଆସିପାରିବ ନାହିଁ । ଯଦି ଆଲମାରିର ବସ୍ତ୍ରରେ ଥିବା କପଡାରେ ପିମ୍ପୁଡି ଲାଗୁଥାଏ ତେବେ ସେଠାରେ ଗନ୍ଧ କର୍ପୂର ରଖନ୍ତୁ । ଏହା ସହିତ ମିଠା ଜିନିଷ ଗୁଡିକ ସର୍ବଦା ଏୟାର ଟାଇଟ କେ ନରରେ ରଖନ୍ତୁ ।

Powered by Froala Editor

Tags Ant

Related articles Odisha News Lens 4.1

  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି
    ଦେଶ-ଦେଶାନ୍ତର

    ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି

    15209
    Nov 08, 2026
  • ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ସ୍ମରଣୀୟ ରହିବ: ମୋଦୀ
    ଦେଶ-ଦେଶାନ୍ତର

    ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ସ୍ମରଣୀୟ ରହିବ: ମୋଦୀ

    14924
    Nov 08, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ
    ବିଶେଷ

    ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    13715
    Nov 09, 2026
  • ଅବସର ଘୋଷଣା କଲେ ମହମ୍ମଦ ସାମି
    ଖେଳ ଖବର

    ଅବସର ଘୋଷଣା କଲେ ମହମ୍ମଦ ସାମି

    14413
    Nov 08, 2026
  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ
    ମନୋରଞ୍ଜନ

    ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ

    15303
    Nov 08, 2026
  • ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ କ୍ୟାଟ୍ରିନା-ଭିକ୍କି
    ମନୋରଞ୍ଜନ

    ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ କ୍ୟାଟ୍ରିନା-ଭିକ୍କି

    15557
    Nov 08, 2026
  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର
    ଦେଶ-ଦେଶାନ୍ତର

    ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର

    13429
    Nov 08, 2026
  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍

    14277
    Nov 08, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍
    ବିଶେଷ

    ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15093
    Nov 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍

    14277
    Nov 08, 2026
  • ଦେଶ-ଦେଶାନ୍ତର

    ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର

    13429
    Nov 08, 2026
  • ଖେଳ ଖବର

    ଅବସର ଘୋଷଣା କଲେ ମହମ୍ମଦ ସାମି

    14413
    Nov 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17262
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17963
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17906
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18327
    Sep 06, 2023

ବିଶେଷ

  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    13715
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15093
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14101
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14324
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14929
    Nov 01, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15536
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14146
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14157
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14425
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ସ୍ମରଣୀୟ ରହିବ: ମୋଦୀ

    14924
    Nov 08, 2026
  • ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ କ୍ୟାଟ୍ରିନା-ଭିକ୍କି

    15557
    Nov 08, 2026
  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ

    15303
    Nov 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In