Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ...

  • ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ ...

  • କମିଲା ସୁନା ଏବଂ ରୂପା ଦର

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ...

  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ...

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ...

  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ...

Home ›› ››ଆସନ୍ତା ୧୩ରେ କଟକ ବନ୍ଦ

ଆସନ୍ତା ୧୩ରେ କଟକ ବନ୍ଦ

2021-09-07 06:55:43
14519
Share:
Facebook
Twitter
E-Mail
WhatsApp
Telegram
ଆସନ୍ତା ୧୩ରେ କଟକ ବନ୍ଦ


କଟକ : ପାର୍ବଣରେ ୪ ଫୁଟ୍ ମୂର୍ତ୍ତି ଓ ମଣ୍ଡପରେ ପରଦା ଟାଣି ପୂଜା ପାଇଁ ସରକାରଙ୍କ ନିଦେ୍ର୍ଧଶନାମା ବିରୋଧରେ କଟକରେ ପ୍ରତିବାଦର ସ୍ୱର ତୀବ୍ର ହୋଇଛି । ବିଭିନ୍ନ ସାମାଜିକ ସଂଗଠନର ସଦସ୍ୟ ଓ କାର୍ଯ୍ୟକର୍ତ୍ତା ବର୍ଷାରେ ବି ରାସ୍ତାରେ ଆଣ୍ଠେଇ ଏଭଳି ନିଷ୍ପତ୍ତିର ଅଭିନବ ପ୍ରତିବାଦ ଜାରି ରଖିଥିବା ବେଳେ ଏହି ପ୍ରସଙ୍ଗରେ ବିଜେପି ପକ୍ଷରୁ କଟକ ବନ୍ଦ ଡାକରା ଦିଆଯାଇଛି । ଗଣେଶ ପୂଜାରେ ବିଭିନ୍ନ ପୂଜା ମଣ୍ଡପରେ ମୃଣ୍ମୟୀ ମୂର୍ତ୍ତିଙ୍କ ମୂର୍ତ୍ତି ଗଢା ପ୍ରକ୍ରିୟାର ଶୁଭାରମ୍ଭ ହୋଇଥାଏ । ତେଣୁ ସରକାର ତା ପୂର୍ବରୁ ଏହି କଟକଣା ହଟାନ୍ତୁ ନଚେତ ଆସନ୍ତା ୧୩ ତାରିଖରେ ପ୍ରତିବାଦ ସ୍ୱରୂପ କଟକ ବନ୍ଦ ରହିବ ବୋଲି ଦଳ ପକ୍ଷରୁ ଘୋଷଣା କରାଯାଇଛି । ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ବାସଭବନରେ ଏହି ପ୍ରସଙ୍ଗରେ ଦଳ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଏଥିରେ ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡୁ, ବରିଷ୍ଠ ନେତା ବିନୋଦ ଦାସ, ଲକ୍ଷ୍ମୀଧର ପ୍ରଧାନ, ଦୟାନିଧି ଲେଙ୍କା, ଅକ୍ଷୟ ଆଚାର୍ଯ୍ୟ, ଗୀତା ଦାସ, ଲଲାଟେନ୍ଦୁ ଦାସ, ଜ୍ୟୋତିରଂଜନ ପଲାଇ, ସବିତାରଂଜନ ପଟ୍ଟନାୟକ, ଦେବାଶିଷ ରାୟ, ବିବେକାନନ୍ଦ ନାୟକ, ହରପ୍ରସନ୍ନ ଦାସ, ନରେଶ ସାହୁ, ସୁକାନ୍ତ କୁମାର ବିଶ୍ୱାଳ ପ୍ରମୁଖ ଉପସ୍ଥିତ ରହି ସରକାରଙ୍କର ଏଭଳି ଅବାସ୍ତବ ନିଷ୍ପତ୍ତିର ସମାଲୋଚନା କରିଥିଲେ । ବିଜେପି ପକ୍ଷରୁ କୁହାଯାଇଛି ଯେ ବର୍ତ୍ତମାନ ସମୟରେ ସରକାର ପ୍ରାୟ ସବୁ କଟକଣାକୁ ବହୁମାତ୍ରାରେ କୋହଳ କରି ସାରିଛନ୍ତି । ସମସ୍ତ ଧର୍ମାନୁଷ୍ଠାନ, ସରକାରୀ, ବେସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ, ବ୍ୟବସାୟିକ ପ୍ରତିଷ୍ଠାନ, ସିନେମା ହଲ୍, ଯାତ୍ରା ଇତ୍ୟାଦି ଖୋଲି ସାରିଛି । ଏଭଳି ସ୍ଥିତିରେ କେଉଁ ଆଧାରରେ ସରକାର ମୂର୍ତ୍ତିର ଉଚ୍ଚତା ୪ ଫୁଟ ଧାର୍ଯ୍ୟ କରିଛନ୍ତି ଆଉ ମଣ୍ଡପରେ ପରଦା ଟାଣି ପୂଜା କରିବାକୁ କହୁଛନ୍ତି, ତାହା ବୁଝି ହେଉ ନାହିଁ । ବିଭିନ୍ନ ପୂଜା କମିଟି, ଶାନ୍ତି କମିଟି, ସାମାଜିକ ସଂଗଠନ ଏହାକୁ ବିରୋଧ କରି ଚାଲିଥିଲେ ବି ସରକାର ଜିଦରେ ଅଟଳ ରହିଛନ୍ତି । ସହରବାସୀ ଅନ୍ୟ ସମସ୍ତ କଟକଣାକୁ ସମ୍ମାନ ଜଣାଇବା ସହିତ କୋଭିଡ୍ ଗାଇଡଲାଇନକୁ ମଧ୍ୟ ସ୍ୱାଗତ କରୁଛନ୍ତି । କିନ୍ତୁ ଏଭଳି ପୂଜା ଉପରେ କଟକଣା ସହରବାସୀଙ୍କ ଧାର୍ମିକ ଭାବନା ପ୍ରତି କୁଠାରଘାତ କରୁଛି । ଏହାକୁ ଏକ ବିକୃତ ଚିନ୍ତାଧାରା ଦର୍ଶାଇ ସରକାର ତୁରନ୍ତ ଏହି ନିଷ୍ପତ୍ତି ବଦଳାନ୍ତୁ ବୋଲି ବିଜେପି ପକ୍ଷରୁ ଦାବି କରାଯାଇଛି ।

Powered by Froala Editor

Tags Cuttack

Related articles Odisha News Lens 4.1

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ
    ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13768
    Mar 14, 2026
  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ
    ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14267
    Mar 13, 2026
  •  ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...
    ଦେଶ-ଦେଶାନ୍ତର

    ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...

    15314
    Mar 14, 2026
  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ
    ଦେଶ-ଦେଶାନ୍ତର

    ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ

    13508
    Mar 14, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ
    ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13940
    Mar 12, 2026
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13674
    Mar 13, 2026
  • କମିଲା ସୁନା ଏବଂ ରୂପା ଦର
    ଦେଶ-ଦେଶାନ୍ତର

    କମିଲା ସୁନା ଏବଂ ରୂପା ଦର

    14902
    Mar 14, 2026
  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ
    ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    15066
    Mar 12, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15178
    Mar 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13768
    Mar 14, 2026
  • ଦେଶ-ଦେଶାନ୍ତର

    ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା କିଛି ଏମିତି....

    15314
    Mar 14, 2026
  • ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13940
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17369
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17432
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17781
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16252
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13768
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13751
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14424
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15080
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14834
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15678
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15139
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14989
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14501
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14267
    Mar 13, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13940
    Mar 12, 2026
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13674
    Mar 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In