Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ...

  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ...

  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ...

  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ...

  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ...

  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ...

  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି ...

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ...

ରାଜ୍ୟ
Home ›› ରାଜ୍ୟ ›› ବର୍ଷା ପାଇଁ ଇନ୍ଦ୍ର ପୂଜା କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ

ବର୍ଷା ପାଇଁ ଇନ୍ଦ୍ର ପୂଜା କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ

2021-09-07 07:20:38
14435
Share:
Facebook
Twitter
E-Mail
WhatsApp
Telegram
   ବର୍ଷା ପାଇଁ ଇନ୍ଦ୍ର ପୂଜା କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ


ଅଗଷ୍ଟ ମାସରେ ଆବଶ୍ୟକତାଠାହରୁ ବହୁ କମ୍ ବର୍ଷା ହୋଇଛି । ବର୍ଷା ଅଭାବ ଯୋଗୁଁ ରୁଆ ଓ ବୁଣା ଧାନ ମରିବାକୁ ବସୁଲାଣି । ପ୍ରଚଣ୍ଡ ଖରା ଯୋଗୁଁ ଜମି ଫାଟି ଆଁ କରିଛି । କିପରି ଋଣ ଶୁଝିବେ, ପରିବାର ଚଳେଇବେ ବୋଲି ଚିନ୍ତାରେ ଅଛନ୍ତି । ବର୍ଷା ନ ହେଲେ ଧାନ ସବୁ ମରିଯିବା ନେଇ ଆଶଙ୍କା ସୃଷ୍ଟି ହୋଇଛି । ସବୁଆଡ଼ୁ ହତାସ ହୋଇ ଚାଷୀ ଏବେ ଗାଁ ଗାଁରେ ଇନ୍ଦ୍ର ପୂଜା କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଝାରସୁଗୁଡା ଜିଲ୍ଲା କିର୍ମିରା ବ୍ଲକ ଠାକୁରପଡ଼ା ଗାଁରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ ସପନôୀକ, ଭାଇ କ୍ଷୀରୋଦ ଚନ୍ଦ୍ର ବିଶ୍ୱାଳ ଓ ଗ୍ରାମବାସୀ ଏକତ୍ରିତ ହୋଇ ଇନ୍ଦ୍ର ଦେବତାଙ୍କୁ ପୂଜା କରିଛନ୍ତି । ଏହି ଅବସରରେ ଶ୍ରୀ ବିଶ୍ୱାଳ କହିଛନ୍ତି, ଅଗଷ୍ଟ ମାସରେ ବହୁତ କମ ବର୍ଷା ହୋଇଛି । ଅଗଷ୍ଟ ମାସର ରିପୋର୍ଟକୁ ଆଧାର କରି ଏବେଠାରୁ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ମରୁଡ଼ି ଗ୍ରସ୍ତ ଘୋଷଣା କଲେ ମଧ୍ୟ କୌଣସି ବାଧା ନାହିଁ । ପରବର୍ତ୍ତୀ ସମୟରେ ଯାହା ଆବଶ୍ୟକ ତାହା ସଂଗ୍ରହ କରିବାର କଥା । କିନ୍ତୁ ଆଗରୁ ଘୋଷଣା କରି ଦେବା କଥା । ସରକାର ଆନୁଷଙ୍ଗିକ ସାହାଯ୍ୟ ମଧ୍ୟ ଲୋକଙ୍କୁ ଯୋଗାଇ ଦେବାର ଆବଶ୍ୟକତା ରହିଛି । ଧାରା ଶ୍ରାବଣ ସରିଗଲା, ଭାଦ୍ରବ ବି ଆସିଲା ହେଲେ ୨ ମାସ ହେବ ବର୍ଷା ଉଭାନ ହୋଇଯାଇଛି । ବର୍ଷା ଅଭାବ ଯୋଗୁଁ ଏବେ ଜମି ଫାଟି ଆଁ କରିଛି ଓ କେତେକ ସ୍ଥାନରେ ଧାନ ମରିଯାଉଛି । ଯାହାକୁ ଦେଖି ଚାଷୀଙ୍କ ଆଖିରୁ ନିଦ ହଜିଯାଇଛି । ପ୍ରଚଣ୍ଡ ରୌଦ୍ରତାପ ଓ ଜଳାଭାବ ଯୋଗୁଁ ଧାନ ହଳଦିଆ ହୋଇ ମରିବାକୁ ବସୁଛି । ହଜାର ହଜାର ଟଙ୍କା ଦେଇ ଉନ୍ନତ କିସମର ବିହନ ଚାଷ କରିଥିବା ଚାଷୀ ଏବେ ଆଶା ଓ ଆଶଙ୍କା ମଧ୍ୟରେ ଅଛନ୍ତି ।

Powered by Froala Editor

Tags Worship lord indra for rain

Related articles Odisha News Lens 4.1

  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...
    ଦେଶ-ଦେଶାନ୍ତର

    ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...

    14117
    Oct 04, 2026
  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ

    13637
    Oct 04, 2026
  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ  ନିଖୋଜ
    ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14723
    Oct 04, 2026
  •  କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ
    ବାଣିଜ୍ୟ

    କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14117
    Oct 04, 2026
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...
    ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14602
    Oct 03, 2026
  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...

    13372
    Oct 04, 2026
  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13529
    Oct 04, 2026
  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15217
    Oct 03, 2026
  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ
    ଜିଲ୍ଲା ପରିକ୍ରମା

    ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    15063
    Oct 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15217
    Oct 03, 2026
  • ଦେଶ-ଦେଶାନ୍ତର

    ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତନ୍ୟାହୁ

    14117
    Oct 04, 2026
  • ଦେଶ-ଦେଶାନ୍ତର

    ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ

    13637
    Oct 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17150
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17841
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17804
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18218
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15428
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14100
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15838
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15405
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14778
    Sep 18, 2026

ବାଣିଜ୍ୟ

କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

ପ୍ରାକୃତିକ ତେଲ ତ୍ବଚା ଏବଂ ବାଳ ନିମନ୍ତେ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ନଡ଼ିଆ ତେଲ,ବାଦାମ ତେଲ,ଅଲିଭ ତେଲର ଫାଇଦା ବିଷୟରେ ତ ଆପଣ ଜାଣିଥିବେ କିନ୍ତୁ ଆପଣ କ’ଣ କେବେ ଅଣ୍ଡା ତେଲ ଟ୍ରାଇ କରିଛନ୍ତି? ଆସନ୍ତୁ ଜାଣିବା ଅଣ୍ଡା ତେଲ କିପରି ଭାବରେ ଆମ ବାଳ ପାଇଁ ଲାଭଦାୟକ ହୋଇଥାଏ।

ଅଣ୍ଡା ତେଲ ଅଣ୍ଡାର କେଶର ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13791
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15385
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15049
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14399
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14117
    Oct 04, 2026
  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15217
    Oct 03, 2026
  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13529
    Oct 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In