Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, February 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ...

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ...

  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଭୂପେଶ ବାଘେଲଙ୍କ ପିତା ଗିରଫ

ଭୂପେଶ ବାଘେଲଙ୍କ ପିତା ଗିରଫ

2021-09-08 06:46:19
15231
Share:
Facebook
Twitter
E-Mail
WhatsApp
Telegram
ଭୂପେଶ ବାଘେଲଙ୍କ ପିତା ଗିରଫ


ଛତିଶଗଡ :ବ୍ରାହ୍ମଣ ସମ୍ପ୍ରଦାୟ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ପିତା ନନ୍ଦ କୁମାର ବାଘେଲଙ୍କୁ  ଛତିଶଗଡ଼ ପୁଲିସ୍‌ ଗିରଫ କରିଛି। ନନ୍ଦ କୁମାରଙ୍କୁ ଗିରଫ କରିବା ପରେ ପରେ ପୁଲିସ୍‌ ତାଙ୍କୁ ରାୟପୁରର ଏକ କୋର୍ଟରେ ହାଜର କରାଇଥିଲା। ତେବେ, କୋର୍ଟରେ ବିଚାରପତି ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେବା ସହ ତାଙ୍କୁ ୧୫ ଦନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି।

ନିଜ ପିତାଙ୍କ ଗିରଫଦାରୀ ପରେ ମୁଖ୍ୟମନ୍ତ୍ରୀ ପୁତ୍ର ଭୂପେଶ ବାଘେଲ କହିଛନ୍ତି ଯେ ଆଇନର ଉର୍ଦ୍ଧ୍ୱରେ କେହି ନୁହନ୍ତି। ଜଣେ ମୁଖ୍ୟମନ୍ତ୍ରୀ ଭାବରେ ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ସମନ୍ଵୟ ରକ୍ଷା କରିବା ମୋର ଦାୟତ୍ୱ ଅଟେ। ଯଦି ବାପା ଏକ ସମ୍ପ୍ରଦାୟ ବିରୁଦ୍ଧରେ ମନ୍ତବ୍ୟ ଦେଇଛନ୍ତି, ମୁଁ ସେଥିପାଇଁ ଦୁଃଖିତ। 

ସେ ଆହୁରି ମଧ୍ୟ କହିଛନ୍ତି; ପୁଅ ଭାବରେ ମୁଁ ମୋର ପିତାଙ୍କୁ ସମ୍ମାନ କରେ। କିନ୍ତୁ ଜଣେ ମୁଖ୍ୟମନ୍ତ୍ରୀ ଭାବରେ ତାଙ୍କର କୌଣସି ଭୁଲକୁ ଅଣଦେଖା କରାଯାଇପାରିବ ନାହିଁ। ଯାହା ସାଧାରଣ ଜନତାଙ୍କୁ ବିଘ୍ନ କରିଥାଏ। ସେ ମୁଖ୍ୟମନ୍ତ୍ରୀଙ୍କ ପିତା ହୋଇଥିଲେ ମଧ୍ୟ ଆମ ସରକାରରେ କେହି ଆଇନଠାରୁ ଉର୍ଦ୍ଧ୍ୱରେ ନାହାଁନ୍ତି।

ଉଲ୍ଲେଖଯୋଗ୍ୟ, ନନ୍ଦ କୁମାର ବ୍ରାହ୍ମଣମାନଙ୍କୁ ବିଦେଶୀ ବୋଲି କହି ସେମାନଙ୍କୁ ବାସନ୍ଦ କରିବା ସହ ଗ୍ରାମରେ ପ୍ରବେଶ କରାଇ ନଦେବାକୁ ଲୋକଙ୍କୁ ଆହ୍ଵାନ ଦେଇଥିଲେ। 

Powered by Froala Editor

Tags Arrested

Related articles Odisha News Lens 4.1

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13822
    Feb 14, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15296
    Feb 14, 2026
  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ
    ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15399
    Feb 14, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    15188
    Feb 14, 2026
  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ
    ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    14835
    Feb 14, 2026
  •  ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    14163
    Feb 13, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15360
    Feb 14, 2026
  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ
    ଦେଶ-ଦେଶାନ୍ତର

    ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    14948
    Feb 14, 2026
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    15011
    Feb 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15399
    Feb 14, 2026
  • ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15360
    Feb 14, 2026
  • ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ସାରାଦେଶ

    15188
    Feb 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17337
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17405
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17750
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16225
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15296
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15748
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16231
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14057
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14702
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14949
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14462
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16067
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15350
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    14948
    Feb 14, 2026
  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15299
    Feb 14, 2026
  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15399
    Feb 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In