Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ...

  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି ...

  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ...

  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ...

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ...

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅକ୍ଟୋବର ୪ ରେ ରାଜ୍ୟସଭା ଉପନିର୍ବାଚନ

ଅକ୍ଟୋବର ୪ ରେ ରାଜ୍ୟସଭା ଉପନିର୍ବାଚନ

2021-09-09 19:43:22
14867
Share:
Facebook
Twitter
E-Mail
WhatsApp
Telegram
ଅକ୍ଟୋବର ୪ ରେ ରାଜ୍ୟସଭା ଉପନିର୍ବାଚନ

ରାଜ୍ୟସଭାର ଖାଲି ପଡ଼ିଥିବା ୬ ଆସନ ପାଇଁ ଉପନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ରାଜ୍ୟସଭା ଉପନିର୍ବାଚନ ଅକ୍ଟୋବର ୪ ତାରିଖରେ କରାଇବାକୁ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଅକ୍ଟୋବର ୪ ତାରିଖରେ ତାମିଲନାଡୁର ୨ଟି, ପଶ୍ଚିମବଙ୍ଗ, ଆସାମ, ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରର ଗୋଟିଏ ଲେଖାଁ ଆସନ ନିମନ୍ତେ ନିର୍ବାଚନ ହେବ। ସେହିପରି ବିହାର ବିଧାନ ପରିଷଦ ଉପନିର୍ବାଚନ ମଧ୍ୟ ସମାନ ତାରିଖରେ ହେବ। ଏହ ସମ୍ବନ୍ଧରେ ସେପ୍ଟେମ୍ବର ୧୫ ତାରିଖରେ ବିଜ୍ଞପ୍ତି ଜାରି ହେବ।

ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ ଏବଂ ମଧ୍ୟପ୍ରଦେଶରୁ ସଦସ୍ୟମାନେ ଇସ୍ତଫା ଦେବାରୁ ୬ଟି ରାଜ୍ୟସଭା ଆସନରୁ ୫ଟି ଆସନ ଖାଲି ହୋଇଯାଇଥିଲା। ମହାରାଷ୍ଟ୍ରରୁ ରାଜ୍ୟସଭା ସଦସ୍ୟ ହୋଇଥିବା ରାଜୀବ ଶଙ୍କରରାଓ ସାତାୱଙ୍କ ଦୁଃଖଦ ବିୟୋଗ ଯୋଗୁଁ ୬ଷ୍ଠ ଆସନଟି ଖାଲି ହୋଇଯାଇଥିଲା। ବିହାର ବିଧାନ ପରିଷଦ ଆସନରେ ଥିବା ତନବୀର ଅଖତରଙ୍କର ମେ’ ୯ ତାରିଖରେ ଦେହାନ୍ତ ହୋଇଥିଲା। ଯାହା ପରଠାରୁ ଏହି ସିଟ୍ ଖାଲି ପଡ଼ିଛି।

ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରିବାର ଶେଷ ତାରିଖ ସେପ୍ଟେମ୍ବର ୨୨ ତାରିଖ ହେବ। ନାମାଙ୍କନ ପତ୍ର ଯାଞ୍ଚର ଶେଷ ତାରିଖ ସେପ୍ଟେମ୍ବର ୨୩ ରହିଛି। ସେପ୍ଟେମ୍ବର ୨୭ ତାରିଖରେ ନାମାଙ୍କନ ପତ୍ର ପ୍ରତ୍ୟାହାର କରାଯାଇପାରିବ। ଅକ୍ଟୋବର ୪ ତାରିଖ ସକାଳ ୯ଟାରୁ ୪ ଯାଏ ଯାଏ ମତଦାନ ହେବ। ଏହା ପରେ ସନ୍ଧ୍ୟା ୫ଟାରୁ ଭୋଟ୍ ଗଣତି ଆରମ୍ଭ ହେବ। ଫଳାଫଳ ଅକ୍ଟୋବର ୪ ତାରିଖ ସନ୍ଧ୍ୟା ସୁଦ୍ଧା ପ୍ରକାଶ ପାଇବ।

Powered by Froala Editor

Tags rajya sabha

Related articles Odisha News Lens 4.1

  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14462
    Sep 14, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14297
    Sep 12, 2026
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    14996
    Sep 13, 2026
  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13571
    Sep 13, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    14073
    Sep 12, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌
    ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    15164
    Sep 12, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14332
    Sep 12, 2026
  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ

    14958
    Sep 14, 2026
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ
    ଦେଶ-ଦେଶାନ୍ତର

    ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ

    13786
    Sep 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14297
    Sep 12, 2026
  • ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14387
    Sep 12, 2026
  • ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14462
    Sep 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17093
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17770
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17761
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18165
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14359
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16109
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14645
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13953
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14761
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14310
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14075
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14702
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15039
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ

    13786
    Sep 14, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    15164
    Sep 12, 2026
  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ

    14958
    Sep 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In