Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ...

  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ...

  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ...

  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ...

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ...

  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ...

  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ...

  • ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ...

Home ›› ››NIRF ରାଙ୍କିଂ : ଶ୍ରେଷ୍ଠ ୧୦୦ରେ ସ୍ଥାନ ପାଇଲା ଓଡ଼ିଶାର ୧୦ ଶିକ୍ଷାନୁଷ୍ଠାନ

NIRF ରାଙ୍କିଂ : ଶ୍ରେଷ୍ଠ ୧୦୦ରେ ସ୍ଥାନ ପାଇଲା ଓଡ଼ିଶାର ୧୦ ଶିକ୍ଷାନୁଷ୍ଠାନ

2021-09-09 20:30:46
13862
Share:
Facebook
Twitter
E-Mail
WhatsApp
Telegram
NIRF ରାଙ୍କିଂ : ଶ୍ରେଷ୍ଠ ୧୦୦ରେ ସ୍ଥାନ ପାଇଲା ଓଡ଼ିଶାର ୧୦ ଶିକ୍ଷାନୁଷ୍ଠାନ

ଦେଶର ବିଭିନ୍ନ ଶିକ୍ଷାନୁଷ୍ଠାନକୁ ନେଇ ନ୍ୟାସନାଲ୍‍ ଇନଷ୍ଟିଚ୍ୟୁସନାଲ୍‍  ରାଙ୍କିଂ ଫ୍ରେମ୍ୱାର୍କ(NIRF -୨୦୨୧) ତାଲିକା ପ୍ରକାଶ ପାଇଛି। ଦେଶରେ ଆଇଆଇଟି ମାଡ୍ରାସ ଭାରତର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ଭାବେ ବିବେଚିତ ହୋଇଛି। ସର୍ବଭାରତୀୟ ସ୍ତରରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ନେଇ ପ୍ରସ୍ତୁତ ୧୧ଟି କ୍ୟାଟେଗୋରିରେ ଓଡ଼ିଶାର ୧୦ଟି ଶିକ୍ଷାନୁଷ୍ଠାନକୁ ଶ୍ରେଷ୍ଠ ୧୦୦ ଏନ୍‍ଆଇଆର୍‍ଏଫ୍‍  ରାଙ୍କିଂ କରାଯାଇଛି। ଏଥିରେ ଏକ ସାମଗ୍ରିକ ତାଲିକା ସାଙ୍ଗକୁ ବିଶ୍ୱବିଦ୍ୟାଳୟ, ଇଞ୍ଜିନିୟରିଂ, ମ୍ୟାନେଜ୍‍ମେଣ୍ଟ, ଫାର୍ମାସି, ମହାବିଦ୍ୟାଳୟ, ମେଡ଼ିକାଲ୍‍, ଆଇନ୍‍, ଆର୍କିଟେକ୍‍ଚର୍‍, ଡେଣ୍ଟାଲ ଓ ଗବେଷଣା କ୍ୟାଟେଗୋରିରେ ଏନ୍‍ଆଇଆର୍‍ଏଫ୍‍ ରାଙ୍କିଂ ଦିଆଯାଇଛି।

ସାମଗ୍ରିକ ତାଲିକା ମଧ୍ୟରେ ଓଡ଼ିଶାରୁ ୭ଟି ଶିକ୍ଷାନୁଷ୍ଠାନ ସ୍ଥାନ ପାଇଛି। ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ(ସୋଆ) ୩୩ତମ, କିଟ ବିଶ୍ୱବିଦ୍ୟାଳୟ ୩୯, ରାଉରକେଲା ନ୍ୟାସ୍‍ନାଲ୍‍ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଟେକ୍ନୋଲୋଜି ୪୧ତମ ସ୍ଥାନ, ଇଣ୍ଡିଆନ୍‍ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଟେକ୍ନୋଲୋଜି ଭୁବନେଶ୍ୱର ୫୯ତମ ସ୍ଥାନ ନ ମିଳିଛି। ଦେଶର ସାମଗ୍ରିକ ୧୦୧ରୁ ୧୫୦ ତାଲିକା ମଧ୍ୟରେ ସିଭି ରମଣ ଗ୍ଲୋବାଲ ୟୁନିଭର୍ସିଟି, ଏସସିବି ମେଡ଼ିକାଲ କଲେଜ ଓ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି।

ଶ୍ରେଷ୍ଠ ୧୦ ବିଶ୍ୱବିଦ୍ୟାଳୟ ତାଲିକାରେ ଓଡ଼ିଶାରୁ ୪ଟିି ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ଏହି ତାଲିକାରେ ୨୦ତମ  ରାଙ୍କିଂରେ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ଏବଂ ୨୧ତମ  ରାଙ୍କିଂରେ କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଇଣ୍ଡଷ୍ଟ୍ରିଆଲ୍‍ ଟେକ୍ନୋଲୋଜି(କିଟ୍‍) ରହିଛି। ଉତ୍କଳ ବିଶ୍ୱବିଦ୍ୟାଳୟକୁ ୮୭ତମ ରାଙ୍କ ମିଳିଛି। ରାଜ୍ୟ ବିଶ୍ୱବିଦ୍ୟାଳୟ ତାଲିକାର ୧୦୧ରୁ ୧୫୦  ରାଙ୍କିଂରେ ଜାଭିୟର ବିଶ୍ୱବିଦ୍ୟାଳୟ ରହିଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭିଡିଓ କନଫରେନ୍ସିଂ ଜରିଆରେ ଏ ନେଇ ଘୋଷଣା କରିଛନ୍ତି । 

Powered by Froala Editor

Tags university

Related articles Odisha News Lens 4.1

  •  ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ଓ ଇରାନ ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ଓ ଇରାନ ବୈଦେଶିକ ମନ୍ତ୍ରୀ

    15509
    Mar 11, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ
    ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13897
    Mar 11, 2026
  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ
    ଦେଶ-ଦେଶାନ୍ତର

    ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ

    14910
    Mar 11, 2026
  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ
    ଦେଶ-ଦେଶାନ୍ତର

    ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ

    14513
    Mar 12, 2026
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ
    ଦେଶ-ଦେଶାନ୍ତର

    ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13785
    Mar 12, 2026
  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ
    ମନୋରଞ୍ଜନ

    ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13712
    Mar 12, 2026
  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

    14014
    Mar 12, 2026
  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14413
    Mar 11, 2026
  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର
    ଦେଶ-ଦେଶାନ୍ତର

    ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର

    14377
    Mar 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14413
    Mar 11, 2026
  • ଦେଶ-ଦେଶାନ୍ତର

    ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ

    14910
    Mar 11, 2026
  • ଦେଶ-ଦେଶାନ୍ତର

    ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13785
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17365
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17429
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17776
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16249
    Apr 03, 2021

ବିଶେଷ

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13897
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15018
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14772
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15217
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15371
    Mar 03, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15674
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15133
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14984
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14497
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13712
    Mar 12, 2026
  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14413
    Mar 11, 2026
  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ

    14910
    Mar 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In