Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ...

  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ...

  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ...

  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ...

  • ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା ...

  • ତାମିଲନାଡୁରେ ବିଜୟ ସରକାର ଆରମ୍ଭ

  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ...

  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କ ପତ୍ନୀ ଓ ପୁଅଙ୍କ ବିରୋଧରେ ଲୁକଆଉଟ ନୋଟିସ୍

କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କ ପତ୍ନୀ ଓ ପୁଅଙ୍କ ବିରୋଧରେ ଲୁକଆଉଟ ନୋଟିସ୍

2021-09-10 07:12:29
14077
Share:
Facebook
Twitter
E-Mail
WhatsApp
Telegram
କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କ ପତ୍ନୀ ଓ ପୁଅଙ୍କ ବିରୋଧରେ ଲୁକଆଉଟ ନୋଟିସ୍


ମୁମ୍ବାଇ : ଗୁରୁବାର କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କ ପତ୍ନୀ ନୀଲମ୍ ରାଣେ ଓ ପୁତ୍ର ନୀତେଶଙ୍କ ନାମରେ ଲୁକଆଉଟ ନୋଟିସ ଜାରି କରାଯାଇଛି । ଏହି କାର୍ଯ୍ୟାନୁଷ୍ଠାନ ଦିୱାନ ହାଉସିଂ ଫାଇନାନ୍ସ କର୍ପୋରେସନ ମାମଲାରେ କରାଯାଇଛି, ଯେଉଁଠୁ ରାଣେଙ୍କ ପନôୀ ନୀଲମ୍ ୨୫ କୋଟି ଟଙ୍କା ଓ ତାଙ୍କ ପୁଅ ନୀତେଶ ୪୦ କୋଟି ଟଙ୍କା ଋଣ ନେଇ ଶୁଝିନାହାନ୍ତି । ଲୁକଆଉଟ ନୋଟିସ ପ୍ରସଙ୍ଗରେ କୁହାଯାଇଛି ଯେ, ଋଣ ନେଇଥିବା ନୀଲମ୍ ଓ ନୀତେଶ ଋଣ ନ ଶୁଝିବା ସ୍ଥିତିରେ ଦେଶ ଛାଡ଼ି ଚାଲିଯାଇପାରନ୍ତି । ଯେକୌଣସି ପ୍ରକାର କାର୍ଯ୍ୟାନୁଷ୍ଠାନରୁ ବଞ୍ଚିବା ପାଇଁ ମଧ୍ୟ ଉଭୟେ ଦେଶ ଛାଡ଼ି ଅନ୍ୟ କେଉଁଠି ରହିପାରନ୍ତି । ଏହି ବିଷୟକୁ ଧ୍ୟାନରେ ରଖି ରାଣେଙ୍କ ପନôୀ ଓ ପୁତ୍ରଙ୍କ ନାମରେ ଲୁକଆଉଟ ନୋଟିସ୍ ଜାରି କରାଗଲା । ଉଲ୍ଲେଖନୀୟ ଯେ ରାଣେଙ୍କ ପନôୀ ଓ ପୁତ୍ର ନେଇଥିବା ଋଣ ବର୍ତ୍ତମାନ ଏନପିଏ (ଅଚଳ ପରିସମ୍ପତ୍ତି)ରେ ପରିଣତ ହୋଇଯାଇଛି । ଦୀର୍ଘ ସମୟ ଧରି ସେମାନେ ଋଣ ପରିଶୋଧର ନାଁ ଧରୁ ନ ଥିବାରୁ ସେମାନଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ରାଜ୍ୟ ଗୃହମନ୍ତ୍ରୀ ଦିଲୀପ ୱାଲସେ କହିଛନ୍ତି ଯେ, ଲୁକଆଉଟ୍ ନୋଟିସର ସୁଯୋଗ ସୀମିତ । ଏମିତିରେ ଏ କ୍ଷେତ୍ରରେ ଗିରଫଦାରୀର ପ୍ରଶ୍ନ ନାହିଁ, ଯାହାଙ୍କ ବିରୋଧରେ ଏ ନୋଟିସ ଅଛି, ସେମାନେ ଦେଶ ଛାଡ଼ି ଯାଇପାରିବେ ନାହିଁ । ସୂଚନାଯୋଗ୍ୟ ଯେ କିଛିଦିନ ତଳେ ସ୍ୱୟଂ କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କୁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବିରୋଧରେ ‘ଚଟକଣା ମାରିଥାନ୍ତି’ ଭଳି ବିବାଦୀୟ ବିବୃତି ଦେବା ଅଭିଯୋଗରେ ଗିରଫ କରି ହାଜତରେ ରଖାଯାଇଥିଲା ଓ ପରେ ଜାମିନରେ ଛଡ଼ା ଯାଇଥିଲା ।

Powered by Froala Editor

Tags Lookout notice

Related articles Odisha News Lens 4.1

  • ତାମିଲନାଡୁରେ ବିଜୟ ସରକାର ଆରମ୍ଭ
    ଦେଶ-ଦେଶାନ୍ତର

    ତାମିଲନାଡୁରେ ବିଜୟ ସରକାର ଆରମ୍ଭ

    14776
    May 10, 2026
  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା
    ଦେଶ-ଦେଶାନ୍ତର

    ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା

    14441
    May 10, 2026
  • ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ରାଜକୀୟ ଠାଣି, ଏହି ଶାଢ଼ି ତିଆରି ପାଇଁ ଲାଗିଥିଲା ୫ ...
    ମନୋରଞ୍ଜନ

    ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ରାଜକୀୟ ଠାଣି, ଏହି ଶାଢ଼ି ତିଆରି ପାଇଁ ଲାଗିଥିଲା ୫ ...

    15424
    May 10, 2026
  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...
    ଦେଶ-ଦେଶାନ୍ତର

    ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...

    15530
    May 09, 2026
  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13451
    May 10, 2026
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଟିଭିକେ ସଭାପତି ସି. ଜୋସେଫ ବିଜୟ
    ଦେଶ-ଦେଶାନ୍ତର

    ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଟିଭିକେ ସଭାପତି ସି. ଜୋସେଫ ବିଜୟ

    14761
    May 10, 2026
  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14837
    May 09, 2026
  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ
    ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ

    14143
    May 10, 2026
  • ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା କୃଷ୍ଣନ
    ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା କୃଷ୍ଣନ

    15242
    May 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14837
    May 09, 2026
  • ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ

    14143
    May 10, 2026
  • ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା କୃଷ୍ଣନ

    15242
    May 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17465
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17515
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17874
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16347
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15668
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14467
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15430
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15176
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13977
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15388
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15127
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15619
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13941
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14837
    May 09, 2026
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଟିଭିକେ ସଭାପତି ସି. ଜୋସେଫ ବିଜୟ

    14761
    May 10, 2026
  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

    14427
    May 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In