Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ...

  • ଦକ୍ଷିଣ ଲୋହିତ ସାଗରର ରଣନୈତିକ ଦ୍ୱୀପ ...

  • ମୋଦୀଙ୍କ ପାଇଁ ଏହି ଗୀତ ପୋଷ୍ଟ କଲେ ...

  • ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ ...

  • ପାର୍ବତୀକୁ ମିଳିଲା ନୂଆ ସାଥୀ ଦୁର୍ଗା

  • ଆସୁଛି ବଡ଼ ବର୍ଷା, ରେଡ୍ ଆଲର୍ଟରେ ଗୁଜୁରାଟ

  • ପାର୍ବଣରେ ବଢ଼ିଯିବ ସୁନା, ରୁପା ଦର

  • ଏହି ମାସରେ ହେବ ତିନି ଶକ୍ତିଶାଳୀ ବାତ୍ୟା

  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ...

  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦିଲ୍ଲୀ ପାର୍କରେ ରହିବ ଶ୍ରୀମନ୍ଦିର ଓ କୋଣାର୍କ !

ଦିଲ୍ଲୀ ପାର୍କରେ ରହିବ ଶ୍ରୀମନ୍ଦିର ଓ କୋଣାର୍କ !

2021-09-11 07:14:37
14270
Share:
Facebook
Twitter
E-Mail
WhatsApp
Telegram
ଦିଲ୍ଲୀ ପାର୍କରେ ରହିବ ଶ୍ରୀମନ୍ଦିର ଓ କୋଣାର୍କ !

ଓଡ଼ିଶାର ପୁରୀସ୍ଥିତ ଜଗନ୍ନାଥ ମନ୍ଦିର ବିଶ୍ୱ ପ୍ରସିଦ୍ଧ । କୋଣ ଅନୁକୋଣରୁ ଲୋକେ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସିଥାନ୍ତିି । ସେହିଭଳି କୋଣାର୍କ କଥା କିଏ ବା ନଜାଣେ । ସପ୍ତାଶ୍ଚର୍ଯ୍ୟ ଭିତରେ ଥିବା ଏହି କଳାକୃତି ପର୍ଯ୍ୟଟକଙ୍କୁ ଆକର୍ଷିତ କରେ । କଳାଘୁମୁର ଚନ୍ଦ୍ରଭାଗାର ଜଳରାଶି ସହ କୋଣାର୍କର ଗାଥା ଆଜିବି ଉଜ୍ଜୀବିତ ହୋଇ ରହିଛି । ତେବେ କୋଣାର୍କ ଓ ପୁରୀ ଶ୍ରୀମନ୍ଦିରର ପ୍ରତିକୃତି ଏବେ  ଦିଲ୍ଲୀର ପଞ୍ଜାବିବାଗ ରିଙ୍ଗ୍ ରୋଡ୍ ନିକଟରେ ଥିବା ଭାରତ ଦର୍ଶନ ପାର୍କରେ ସ୍ଥାନିତ କରାଯାଇଛି । ଛଅ ଏକର କ୍ଷେତ୍ରଫଳ ବିଶିଷ୍ଟ ଏହି ପାର୍କରେ ଶ୍ରୀମନ୍ଦିର ପ୍ରତିକୃତି ପାଇଁ ୨୬ ଲକ୍ଷ ୨୫ ହଜାର ଟଙ୍କା ଖର୍ଚ୍ଚ ଅଟକଳ କରାଯାଇଥିବା ବେଳେ କୋଣାର୍କ ମନ୍ଦିରର ପ୍ରତିକୃତି ପାଇଁ ୫୯ ଲକ୍ଷ ୯ ହଜାର ୫ ଶହ ଟଙ୍କା ଖର୍ଚ୍ଚ କରାଯାଇସାରିଲାଣି । ଓଡ଼଼ିଶା ସମେତ ଦେଶର ୧୪ଟି ରାଜ୍ୟର ୧୭ ଟି ପ୍ରତିକୃତି ସ୍ଥାପନ କାର୍ଯ୍ୟ ଏମ୍ସିଡି ପକ୍ଷରୁ ଯୋଜନା କରାଯାଉଛି । ବିବିଧତା ମଧ୍ୟରେ ଏକତା ଏହି ପାର୍କର ଆଭିମୁଖ୍ୟ ଥିବାରୁ ବିଭିନ୍ନ ରାଜ୍ୟର ପ୍ରସିଦ୍ଧ କଳାକୃତିଗୁଢ଼ିକୁ ଏଠାରେ ସ୍ଥାନ ଦିଆଯାଇଛି ।

ଚଳିତ ମାସ ଶେଷ ସୁଦ୍ଧା ୧୭ଟି ପ୍ରତିକୃତିର ର୍ନିମାଣ କାର୍ଯ୍ୟ ଶେଷ ହେବ ବୋଲି ଦକ୍ଷିଣ ଏମ୍ସିଡିର ଅଧିକାରୀ କହିଛନ୍ତି । ଅକ୍ଟୋବର ପ୍ରଥମ ସପ୍ତାହରେ ପାର୍କକୁ ଉଦ୍‌ଘାଟନ କରାଯିବ ବୋଲି ସୂଚନା ରହିଛି । ଏପରି ହେଲେ ଲୋକେ ଓଡ଼ିଶାର କଳାକୃତି ବିଷୟରେ ବେଶ୍ ପରିଚିତ ହୋଇପାରିବେ । ଏହା ସହ ପାର୍କର ଥିମ୍‌କୁ ନେଇ ବହୁ ଚର୍ଚ୍ଚା ହେଉଛି । ପାର୍କରେ ଦେଶର ବିଭିନ୍ନ ପ୍ରାନ୍ତର କଳାକୃତିକୁ ନେଇ ସମସ୍ତେ ବେଶ ଉତ୍ସାହିତ ଅଛନ୍ତି । 

Powered by Froala Editor

Tags DELHI

Related articles Odisha News Lens 4.1

  • ପାର୍ବଣରେ ବଢ଼ିଯିବ ସୁନା, ରୁପା ଦର
    ଦେଶ-ଦେଶାନ୍ତର

    ପାର୍ବଣରେ ବଢ଼ିଯିବ ସୁନା, ରୁପା ଦର

    13470
    Sep 15, 2026
  • ପାର୍ବତୀକୁ ମିଳିଲା ନୂଆ ସାଥୀ ଦୁର୍ଗା
    ଦେଶ-ଦେଶାନ୍ତର

    ପାର୍ବତୀକୁ ମିଳିଲା ନୂଆ ସାଥୀ ଦୁର୍ଗା

    15551
    Sep 15, 2026
  • ଏହି ମାସରେ ହେବ ତିନି ଶକ୍ତିଶାଳୀ ବାତ୍ୟା
    ଦେଶ-ଦେଶାନ୍ତର

    ଏହି ମାସରେ ହେବ ତିନି ଶକ୍ତିଶାଳୀ ବାତ୍ୟା

    15548
    Sep 15, 2026
  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14751
    Sep 14, 2026
  • ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ଟିକେଟ
    ଦେଶ-ଦେଶାନ୍ତର

    ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ଟିକେଟ

    15239
    Sep 15, 2026
  •  ମୋଦୀଙ୍କ ପାଇଁ  ଏହି ଗୀତ ପୋଷ୍ଟ କଲେ ମାଲେସିଆ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ମୋଦୀଙ୍କ ପାଇଁ ଏହି ଗୀତ ପୋଷ୍ଟ କଲେ ମାଲେସିଆ ପ୍ରଧାନମନ୍ତ୍ରୀ

    13937
    Sep 15, 2026
  • ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ କରିବ ଭାରତ
    ଦେଶ-ଦେଶାନ୍ତର

    ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ କରିବ ଭାରତ

    13370
    Sep 15, 2026
  • ଆସୁଛି ବଡ଼ ବର୍ଷା, ରେଡ୍ ଆଲର୍ଟରେ ଗୁଜୁରାଟ
    ଦେଶ-ଦେଶାନ୍ତର

    ଆସୁଛି ବଡ଼ ବର୍ଷା, ରେଡ୍ ଆଲର୍ଟରେ ଗୁଜୁରାଟ

    14992
    Sep 15, 2026
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ
    ଦେଶ-ଦେଶାନ୍ତର

    ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ

    14073
    Sep 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ କରିବ ଭାରତ

    13370
    Sep 15, 2026
  • ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14751
    Sep 14, 2026
  • ଦେଶ-ଦେଶାନ୍ତର

    ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ

    14073
    Sep 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17095
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17775
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17763
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18167
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14526
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16142
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14677
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13987
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14793
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14313
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14079
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14706
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15042
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୋଦୀଙ୍କ ପାଇଁ ଏହି ଗୀତ ପୋଷ୍ଟ କଲେ ମାଲେସିଆ ପ୍ରଧାନମନ୍ତ୍ରୀ

    13937
    Sep 15, 2026
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ

    14073
    Sep 14, 2026
  • ଆସୁଛି ବଡ଼ ବର୍ଷା, ରେଡ୍ ଆଲର୍ଟରେ ଗୁଜୁରାଟ

    14992
    Sep 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In