Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ...

  • ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

  • ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ...

  • ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ...

  • ବାସନ ମାଜିଲାନି ବୋଲି ପୁଲିସ ଡାକିଲା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ...

  • କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ...

  • ଆମେରିକାର ଏଫ୍-୩୫କୁ କ୍ଷେପଣାସ୍ତ୍ର ମାଡ ...

  • ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ଜଣାଇଲେ ...

ରାଜ୍ୟ
Home ›› ରାଜ୍ୟ ››କଳହର କରୁଣ ପରଣତି, ବିଷ ପିଇ ଆତ୍ମହତ୍ୟା କଲେ ସ୍ଵାମୀ-ସ୍ତ୍ରୀ

କଳହର କରୁଣ ପରଣତି, ବିଷ ପିଇ ଆତ୍ମହତ୍ୟା କଲେ ସ୍ଵାମୀ-ସ୍ତ୍ରୀ

2021-09-11 08:27:06
15221
Share:
Facebook
Twitter
E-Mail
WhatsApp
Telegram
କଳହର କରୁଣ ପରଣତି, ବିଷ ପିଇ ଆତ୍ମହତ୍ୟା କଲେ ସ୍ଵାମୀ-ସ୍ତ୍ରୀ

ସାନଖେମୁଣ୍ଡି : ପାରିବାରିକ କଳହର କରୁଣ ପରଣତି। ବିଷ ପିଇ ଆତ୍ମହତ୍ୟା କଲେ ସ୍ଵାମୀ-ସ୍ତ୍ରୀ। ଗଞ୍ଜାମ ଜିଲ୍ଲା ପାଟପୁର ଥାନା ପୋଡାମାରି ଭଞ୍ଜ ସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ପାଟପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସୂଚନାନୁଯାୟୀ, ପାଟପୁର ଥାନା ପୋଡାମାରି ଭଞ୍ଜ ସାହିର ସନ୍ତୋଷ ଗୌଡ଼ ଏବଂ ତାଙ୍କ ସ୍ତ୍ରୀ ନୟନି ଗୌଡ଼ଙ୍କ ମଧ୍ୟରେ କୌଣସି କାରଣକୁ ନେଇ କଳହ ଲାଗିଥିଲା। ଫଳରେ ସ୍ଵାମୀ-ସ୍ତ୍ରୀ ଦୁଇ ଜଣେ ବିଷ ପିଇ ଆତ୍ମହତ୍ୟା କରିଥିଲେ। ସନ୍ତୋଷଙ୍କ ଘରେ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ନୟନିଙ୍କୁ ଦିଗପହଣ୍ଡି ମେଡ଼ିକାଲକୁ ନିଆଯାଇଥିଲା । ସେଠାରେ ନୟନିଙ୍କର ମୃତ୍ୟୁ ହୋଇଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ପାଟପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Powered by Froala Editor

Tags Suicide

Related articles Odisha News Lens 4.1

  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି
    ବାଣିଜ୍ୟ

    ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15132
    Mar 22, 2026
  • ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ
    ଦେଶ-ଦେଶାନ୍ତର

    ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ

    14961
    Mar 22, 2026
  • ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ଜଣାଇଲେ ଈଦ ଶୁଭେଚ୍ଛା
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ଜଣାଇଲେ ଈଦ ଶୁଭେଚ୍ଛା

    14395
    Mar 21, 2026
  • କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ସମ୍ପର୍କରେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ସମ୍ପର୍କରେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କ’ଣ?

    13949
    Mar 21, 2026
  • ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର
    ଦେଶ-ଦେଶାନ୍ତର

    ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

    13297
    Mar 22, 2026
  • ଆମେରିକାର ଏଫ୍-୩୫କୁ କ୍ଷେପଣାସ୍ତ୍ର ମାଡ କରିବାରେ ସଫଳ ହେଲା ଇରାନ
    ଦେଶ-ଦେଶାନ୍ତର

    ଆମେରିକାର ଏଫ୍-୩୫କୁ କ୍ଷେପଣାସ୍ତ୍ର ମାଡ କରିବାରେ ସଫଳ ହେଲା ଇରାନ

    14102
    Mar 21, 2026
  • ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ଆକ୍ରମଣ
    ଦେଶ-ଦେଶାନ୍ତର

    ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ଆକ୍ରମଣ

    14005
    Mar 22, 2026
  • ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ
    ଦେଶ-ଦେଶାନ୍ତର

    ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    15226
    Mar 22, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା
    ବାଣିଜ୍ୟ

    ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    14618
    Mar 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ଜଣାଇଲେ ଈଦ ଶୁଭେଚ୍ଛା

    14395
    Mar 21, 2026
  • ବାଣିଜ୍ୟ

    ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    14618
    Mar 22, 2026
  • ଦେଶ-ଦେଶାନ୍ତର

    ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ଆକ୍ରମଣ

    14005
    Mar 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17381
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17445
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17792
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16265
    Apr 03, 2021

ବିଶେଷ

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14823
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15536
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15449
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14180
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14081
    Mar 15, 2026

ବାଣିଜ୍ୟ

ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଯୋଗୁଁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଆକାଶଛୁଆଁ ହୋଇଛି। ଶୁକ୍ରବାର ଦିନ ଶିଳ୍ପଭିତ୍ତିକ ଡିଜେଲ ଓ ପ୍ରିମିୟମ୍ ପେଟ୍ରୋଲ ଦରରେ ବଡ଼ ଧରଣର ବୃଦ୍ଧି ଘୋଷଣା କରିଛନ୍ତି। ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକୁ ବିକ୍ରି ହେଉଥିବା ବଲ୍କ ଡିଜେଲ ଲିଟର ପିଛା ୨୧.୯୨ ଟଙ୍କା (ପ୍ରାୟ ୨୫% ...

  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15132
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13734
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14260
    Mar 05, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15695
    Feb 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    15226
    Mar 22, 2026
  • ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ଦାୟିତ୍ୱ : ମୋଦୀ

    14933
    Mar 22, 2026
  • କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ସମ୍ପର୍କରେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କ’ଣ?

    13949
    Mar 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In