Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ...

  • ମୋଦି ସରକାର ପେପର ଲିକ୍ ବିରୋଧରେ ...

  • 'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ...

  • ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

  • ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ...

  • ସାରନାଥର ସ୍ଥାପତ୍ୟ ୟୁନେସ୍କୋ ତାଲିକାରେ

  • ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ...

  • ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ...

  • ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ...

  • ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ...

ରାଜ୍ୟ
Home ›› ରାଜ୍ୟ ››୬୩ ବର୍ଷର ରେକର୍ଡ ଭାଙ୍ଗିଲା ରାଜଧାନୀ ବର୍ଷା

୬୩ ବର୍ଷର ରେକର୍ଡ ଭାଙ୍ଗିଲା ରାଜଧାନୀ ବର୍ଷା

2021-09-12 18:44:52
14543
Share:
Facebook
Twitter
E-Mail
WhatsApp
Telegram
୬୩ ବର୍ଷର ରେକର୍ଡ ଭାଙ୍ଗିଲା ରାଜଧାନୀ ବର୍ଷା

୬୩ ବର୍ଷ ପରେ ଆଜି ରାଜଧାନୀରେ ପୁଣି ରେକର୍ଡ ଭାଙ୍ଗିଛି ବର୍ଷା ।  ଭୁବନେଶ୍ୱରରେ ୧୬୩ ମିମି ବର୍ଷା ରେକର୍ଡ କରାଯାଇଛି । ୧୯୫୮ ସେପ୍ଟେମ୍ବରରେ ଅଧିକ ବର୍ଷା ରେକର୍ଡ ହୋଇଥିଲା । ଲଘୁଚାପ ବର୍ଷାରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନ ଜଳବନ୍ଦୀ ହୋଇଛି। ଜାତୀୟ ରାଜପଥରେ ଘଂଟା ଘଂଟା ଧରି ପାଣିର ପ୍ରବଳ ସୁଅ ଚାଲିଛି । ବମିଖାଲ ଅଂଚଳରେ ରାସ୍ତା ଉପରେ  ଅଣ୍ଟାଏ ପାଣି।  ଘର, ଆପାର୍ଟମେଣ୍ଟ ଗାଡି ମୋଟର ବୁଡିଯାଇଛି । ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି ଯେ ୬୩ ବର୍ଷ ତଳର ପୁରୁଣା ରେକର୍ଡ ଭାଙ୍ଗିଛି ଭୁବନେଶ୍ୱର। ୨୪ ଘଣ୍ଟାରେ ଭୁବନେଶ୍ୱରରେ ରେକର୍ଡ ହୋଇଛି।

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ଆଜି ସକାଳେ ଅଧିକ ଘନୀଭୂତ ହୋଇ ଲଘୁଚାପର ରୂପ ନେଇଛି । ଏହି ଲଘୁଚାପ କ୍ଷେତ୍ର ଆସନ୍ତା ୪୮ ଘଣ୍ଟାରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ଧୀରେଧୀରେ ଅଧିକ ଘନୀଭୂତ ହୋଇ ଅବପା‌ତରେ ପରିଣତ ହେବ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡ଼ିଶା ତଥା ପଶ୍ଚିମବଙ୍ଗ ଉପକୂଳ ଉପରେ ଏହା ଅବପାତର ରୂପ ନେବ । ଏହାର ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ପୁରୀ, ‌ଖୋର୍ଧା‌, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା‌, ଢ଼େଙ୍କାନାଳ ଓ ନୟାଗଡ଼ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୬ଟି ଜିଲ୍ଲାକୁ ଅରେଞ୍ଜ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଗଞ୍ଜାମ , କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରିଦିଆଯାଇଛି । ତେବେ ୮ଟି ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କଳାହାଣ୍ଡି, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ମୟୁରଭଞ୍ଜ ଏବଂ ବାଲେଶ୍ୱରକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି ।

ଲଗାଣ ବର୍ଷାରେ ରାଜଧାନୀ ଭୁବନେଶ୍ୱର ଉବୁଟୁବୁ ହେଉଥିବା ବେଳେ ସ୍ମାର୍ଟସିଟିର ଅବସ୍ଥାକୁ ନେଇ ଟ୍ୱିଟ୍ କରିଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ। ରାଜଧାନୀର କିଛି ଫୋଟ ସେୟାର କରି ଅପରାଜିତା ଲେଖିଛନ୍ତି, ଏହା ହେଉଛି ଆମର ସ୍ମାର୍ଟସିଟି। ୨୧ ବର୍ଷର ଶାସନ ପରେ ସ୍ଥିତି ଏଭଳି ରହିଛି। କେନ୍ଦ୍ର ସରକାରଙ୍କ ପାର୍ଲାମେଣ୍ଟାରୀ ଷ୍ଟାଣ୍ଡିଂ କମିଟି ରାଜ୍ୟ ସରକାରଙ୍କୁ ଡ୍ରେନେଜ୍ ଡେଭଲପମେଣ୍ଟ ପ୍ଲାନ ନେଇ ପରାମର୍ଶ ଦେଇଥିବା ବେଳେ ଏହା ରାଜ୍ୟ ସରକାରଙ୍କ ଅଳସୁଆମୀ ନା ଉଦାସୀନତା ବୋଲି ସାଂସଦ ପ୍ରଶ୍ନ କରିଛନ୍ତି।

Powered by Froala Editor

Tags bbsr rain

Related articles Odisha News Lens 4.1

  • ସାରନାଥର ସ୍ଥାପତ୍ୟ ୟୁନେସ୍କୋ ତାଲିକାରେ
    ଦେଶ-ଦେଶାନ୍ତର

    ସାରନାଥର ସ୍ଥାପତ୍ୟ ୟୁନେସ୍କୋ ତାଲିକାରେ

    14532
    Jul 26, 2026
  • ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଅତିରିକ୍ତ ଦାୟିତ୍ୱ
    ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଅତିରିକ୍ତ ଦାୟିତ୍ୱ

    14591
    Jul 26, 2026
  • ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ଆସିବେ କ୍ୟାଟ୍ରିନା
    ମନୋରଞ୍ଜନ

    ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ଆସିବେ କ୍ୟାଟ୍ରିନା

    14762
    Jul 26, 2026
  • ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ଦିଲ୍ଲୀ
    ଦେଶ-ଦେଶାନ୍ତର

    ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ଦିଲ୍ଲୀ

    13936
    Jul 26, 2026
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ
    ଦେଶ-ଦେଶାନ୍ତର

    ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13384
    Jul 26, 2026
  • ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ...
    ରାଜନୀତି

    ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ...

    15054
    Jul 25, 2026
  •   'ମନ୍ କି ବାତ' କାର୍ଯ୍ୟକ୍ରମ:  ଯୁବପିଢ଼ି ହିଁ ଭାରତର ଶକ୍ତି
    ଦେଶ-ଦେଶାନ୍ତର

    'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ହିଁ ଭାରତର ଶକ୍ତି

    13460
    Jul 26, 2026
  • ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ପାଇଁ ଭଲ ପାଇବା, ସମୟ ଦେବାର ଆବଶ୍ୟକତା ରହିଛି
    ଦେଶ-ଦେଶାନ୍ତର

    ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ପାଇଁ ଭଲ ପାଇବା, ସମୟ ଦେବାର ଆବଶ୍ୟକତା ରହିଛି

    15454
    Jul 26, 2026
  • ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...
    ଦେଶ-ଦେଶାନ୍ତର

    ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...

    13300
    Jul 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

    13482
    Jul 26, 2026
  • ଦେଶ-ଦେଶାନ୍ତର

    ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ପ୍ରତିବଦ୍ଧ: ଅମିତ୍ ଶାହ

    13300
    Jul 26, 2026
  • ଦେଶ-ଦେଶାନ୍ତର

    ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ପାଇଁ ଭଲ ପାଇବା, ସମୟ ଦେବାର ଆବଶ୍ୟକତା ରହିଛି

    15454
    Jul 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16996
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17603
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17655
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18056
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15534
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15344
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16002
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14251
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14528
    Jul 15, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ କୋଇଲା ଖଣି, ସୁନ୍ଦରଗଡ ଜିଲ୍ଲାର ବାଲିଶଙ୍କରା ବ୍ଲକର ୧୮୦ ରୁ ଅଧିକ ଯକ୍ଷ୍ମା (ଟିବି) ରୋଗୀଙ୍କ ପାଇଁ ପୁଷ୍ଟିକର ସହାୟତା, ପରାମର୍ଶ ଏବ ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15922
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15294
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13894
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14111
    Jul 19, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସାରନାଥର ସ୍ଥାପତ୍ୟ ୟୁନେସ୍କୋ ତାଲିକାରେ

    14532
    Jul 26, 2026
  • ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ପାଇଁ ଭଲ ପାଇବା, ସମୟ ଦେବାର ଆବଶ୍ୟକତା ରହିଛି

    15454
    Jul 26, 2026
  • ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

    13482
    Jul 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In