Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ...

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ...

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ...

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ...

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

ରାଜ୍ୟ
Home ›› ରାଜ୍ୟ ››ଭାଲୁଙ୍କ ଫୁଟବଲ ଖେଳ

ଭାଲୁଙ୍କ ଫୁଟବଲ ଖେଳ

2021-09-12 18:46:34
15001
Share:
Facebook
Twitter
E-Mail
WhatsApp
Telegram
ଭାଲୁଙ୍କ ଫୁଟବଲ ଖେଳ

ମଇଦାନରେ ଖେଳାଳି ପ୍ରସ୍ତୁତ । ଫୁଟବଲକୁ ନେଇ ଖେଳାଳିମାନେ ପଡିଆର ଏପଟରୁ ସେପଟ ଘୂରି ବୁଲୁଛନ୍ତି । ଏ ଦୃଶ୍ୟ କୌଣସି ଫୁଟବଲ ପିଚ୍‌ର ନୁହେଁ । ଆଉ ଖେଳାଳି ମଧ୍ୟ ମଣିଷ ନୁହେଁ । ଭାଲୁମାନେ ଖେଳାଳି ଭଳି ଏକ ଫୁଟବଲକୁ ନେଇ ଉତ୍ସାହର ସହ ଖେଳୁଛନ୍ତି । ଉମରକୋଟ ବ୍ଲକ ମୂର୍ତ୍ତୃମା ପଞ୍ଚାୟତ ସୁକିଗାଁ ରେ ଏ ଦୃଶ୍ୟର ଭିଡିଓ ଭାରି ମଜାଦାର ହୋଇଛି । ଯାହାର ଭିଡିଓ ଭାଇରାଲ ହେଉଛି ।

ସୁକିଗାଁ ପଡ଼ିଆ ରେ ପ୍ରତିଦିନ ଭଳି ଗ୍ରାମ ର ପିଲା ମାନେ ଫୁଟବଲ ଖେଳିବାକୁ ଯାଇଥିଲେ। ସମସ୍ତେ ଖେଳୁଥିବା ସମୟରେ ହଟାତ ଦୁଇଟି ଭାଲୁ ଜଙ୍ଗଲ ମଧ୍ୟରୁ ଆସି ପଡିଆ ମଧ୍ୟଭାଗକୁ ପଶି ଆସିଥିଲେ। ପଡିଆରେ ଖେଳୁଥିବା ପିଲାମାନେ ଭୟରେ ଫୁଟବଲକୁ ଛାଡି ପଳାଇଥିଲେ। ଏହାପରେ ଉଭୟ ଭାଲୁ ଫୁଟବଲକୁ ନେଇ ଖେଳିବା ଆରମ୍ଭ କରିଦେଇଥିଲେ ଏବଂ ଦୀର୍ଘ ସମୟ ଧରି ପଡିଆ ଭିତରେ ଦୁଇଟି ଭାଲୁ ବଲକୁ ଧରି ଖେଳି ଚାଲିଥିଲେ। ଭାଲୁ ଦୁଇଟି ଫୁଲଟଲ ଖେଳିବା ଭିଡ଼ିଓ ମୋବାଇଲରୁ ମୋବାଇଲ ଭାଇରଲ ହେବାରେ ଲାଗିଛି, ଯାହା କି ସ୍ଥାନୀୟ ପିଲାମାନେ ଭାଲୁଙ୍କ ଫୁଟବଲ ଖେଳ ଦେଖି ମଜା ନେଉଛନ୍ତି। ଏ ଦୃଶ୍ୟ ଦେଖିଲେ ଯେକେହିବି ଆଶ୍ଚର୍ଯ୍ୟ ହେଉଛନ୍ତି । ଭାଲୁ ମଧ୍ୟ ଠିକ୍ ମଣିଷ ଭଳି ଫୁଟବଲ ଖେଳୁଛି ।

Powered by Froala Editor

Tags beer

Related articles Odisha News Lens 4.1

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14261
    Sep 12, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    14001
    Sep 12, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14232
    Sep 12, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍
    ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13947
    Sep 12, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    14213
    Sep 11, 2026
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର
    ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14316
    Sep 12, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌
    ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    15094
    Sep 12, 2026
  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13494
    Sep 13, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...

    15154
    Sep 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    15094
    Sep 12, 2026
  • ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14261
    Sep 12, 2026
  • ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14316
    Sep 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17092
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17769
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17761
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18164
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14290
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16101
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14636
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13945
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14751
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14305
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14075
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14701
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15038
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14232
    Sep 12, 2026
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14316
    Sep 12, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14261
    Sep 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In