Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ...

  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ...

  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ...

  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ...

  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

  • ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

  • ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ ...

  • ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭୂପେନ୍ଦ୍ର ପଟେଲ୍

ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭୂପେନ୍ଦ୍ର ପଟେଲ୍

2021-09-12 18:55:10
16038
Share:
Facebook
Twitter
E-Mail
WhatsApp
Telegram
ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭୂପେନ୍ଦ୍ର ପଟେଲ୍

ଗୁଜରାଟର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଭୂପେନ୍ଦ୍ର ପଟେଲ ସୋମବାର ଅପରାହ୍ନ ୨ଟା ୨୦ରେ ଶପଥ ନେବାକୁ ଯାଉଛନ୍ତି। ଭୂପେନ୍ଦ୍ର ରାଜ୍ୟର ୧୭ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହାର ଦୁଇ ଦିନ ପରେ କ୍ୟାବିନେଟ୍ ମନ୍ତ୍ରୀଙ୍କ ମଧ୍ୟ ଶପଥ ପାଠ କରାଯିବ। ରବିବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହର ବାଜିବା ପରେ ଭୂପେନ୍ଦ୍ର ପଟେଲ୍ ରାଜ୍ୟପାଳଙ୍କୁ ସାକ୍ଷାତ କରିଛନ୍ତି। ସେ ରାଜ୍ୟପାଳଙ୍କୁ ଭେଟି ରାଜ୍ୟରେ ସରକାର ଗଠନ ପାଇଁ ଦାବିପତ୍ର ଦେଇଛନ୍ତି। ରାଜଭବନରେ ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ମନସୁଖ ମାଣ୍ଡଭୀୟ, ପ୍ରହ୍ଲାଦ ଯୋଶୀ, ନରେନ୍ଦ୍ର ତୋମାରଙ୍କ ସମେତ ବିଜେପିର କିଛି ବଡ଼ ନେତା ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ ହେବା ପରେ ଭୂପେନ୍ଦ୍ର ପଟେଲ୍ କହିଛନ୍ତି, ‘ମୁଁ ସର୍ବପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ ଓ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଧନ୍ୟବାଦ ଜଣାଉଛି। ଏମାନେ ମୋ ଉପରେ ବିଶ୍ୱାସ ଦେଖାଇଛନ୍ତି। ଏଥିପାଇଁ ଆମେ ସମସ୍ତେ ମିଶିକି ଗୁଜରାଟର ବିକାଶ ପାଇଁ କାମ କରିବା। ଏହାସହ ସଂଗଠନକୁ ମଧ୍ୟ ଆଗକୁ ବଢ଼ାଇବା ଉପରେ ମଧ୍ୟ କାମ କରିବୁ।’

ଏହା ପୂର୍ବରୁ ରବିବାର ବିଜେପି ବିଧାୟକ ଦଳ ବୈଠକ ବସିଥିଲା। ବୈଠକରେ ଭୂପେନ୍ଦ୍ର ପଟେଙ୍କୁ ମୁଖ୍ୟମନ୍ତ୍ରୀ କରାଯିବା ନେଇ ମୋହର ବାଜିଥିଲା। ମୁଖ୍ୟମନ୍ତ୍ରୀ ପଦ ପାଇଁ ନୀତିନ ପଟେଲ୍ ଏବଂ ମସନୁଖ ମାଣ୍ଡଭିୟଙ୍କ ପରି ବଡ ବଡ ନେତା ସାମିଲ୍ ଥିଲେ ମଧ୍ୟ ଭୂପେନ୍ଦ୍ରଙ୍କୁ ଦଳ ଗୁରୁ ଦାୟିତ୍ଵ ଦେଇଛି। ହେଲେ ବିଜେପି ନୂତନ ଚେହେରାକୁ ସାମ୍ନାକୁ ଆଣି ସଭିଙ୍କୁ ଚକିତ କରିଛି। ରୁପାଣୀଙ୍କ ଇସ୍ତଫା ପରେ ବିଜେପିକୁ ଜଣେ ତୃଣମୂଳ ସ୍ତରର ନେତାଙ୍କର ଆବଶ୍ୟକ ଥିଲା। ଆଉ ବିଜେପିର ସେହି ସନ୍ଧାନ ଭୂପେନ୍ଦ୍ର ପଟେଲଙ୍କ ପାଖରେ ଶେଷ ହୋଇଛି।

 କଣ ପାଇଁ ଭୂପେନ୍ଦ୍ର ହେଲେ ମୁଖ୍ୟମନ୍ତ୍ରୀ ?

ଭୂପେନ୍ଦ୍ର ପଟେଲ୍‌ ପାଟିଦାର ସମୁଦାୟର ଅଟନ୍ତି। ସେ ପାଟିଦାରର ଜଣେ ଟାଣୁଆ ନେତା। ତେଣୁ ବିଜେପି ତାଙ୍କୁ ଆଗକୁ ଆଣି ଏକ ସଙ୍ଗେ ଅନେକ ରାଜନୈତିକ ତୀର ଚଳାଇବା ପାଇଁ ଉଦ୍ୟମ କରିଛି। ପାଟିଦାରଙ୍କୁ କେମିତି ଖୁସି କରାଯାଇ ପାରିବ ତାକୁ ଦୃଷ୍ଟିରେ ରଖି ଭୂପେନ୍ଦ୍ରଙ୍କୁ ଗୁଜରାଟର ମୁଖ୍ୟମନ୍ତ୍ରୀ କରାଯାଇଛି। ବର୍ତ୍ତମାନ ସେ ଘଟୋଡିଆ ନିର୍ବାଚନ ମଣ୍ଡଳୀରୁ ବିଧାୟକ ଅଛନ୍ତି। ଏଠାରୁ ପୂର୍ବେ ପୂର୍ବତନ ମୁଖ୍ୟମନ୍ତ୍ରୀ ଆନନ୍ଦିବେନ ପଟେଲ୍ ଲଢୁଥିଲେ।

Powered by Froala Editor

Tags bhpendra

Related articles Odisha News Lens 4.1

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....
    ବିଶେଷ

    ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    13892
    Jul 13, 2025
  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର
    ଦେଶ-ଦେଶାନ୍ତର

    ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର

    15073
    Jul 13, 2025
  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି

    14824
    Jul 13, 2025
  • ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ
    ଦେଶ-ଦେଶାନ୍ତର

    ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ

    15816
    Jul 12, 2025
  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ...
    ଦେଶ-ଦେଶାନ୍ତର

    ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ...

    14725
    Jul 12, 2025
  • ଲଦାଖଲେ ଦଲାଇ ଲାମା,  ଚୀନ୍ ଖପ୍ପା
    ଦେଶ-ଦେଶାନ୍ତର

    ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

    15701
    Jul 12, 2025
  • ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି
    ଦେଶ-ଦେଶାନ୍ତର

    ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି

    15664
    Jul 12, 2025
  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ
    ଦେଶ-ଦେଶାନ୍ତର

    ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

    15706
    Jul 12, 2025
  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ
    ଦେଶ-ଦେଶାନ୍ତର

    ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    15079
    Jul 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

    15701
    Jul 12, 2025
  • ଦେଶ-ଦେଶାନ୍ତର

    ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର

    15073
    Jul 13, 2025
  • ଦେଶ-ଦେଶାନ୍ତର

    ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ

    15816
    Jul 12, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16615
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16732
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17045
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15534
    Apr 03, 2021

ବିଶେଷ

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    13892
    Jul 13, 2025
  • ସମୟର ସଦୁପଯୋଗ କରନ୍ତୁ ଏହିପରି

    14722
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15591
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14581
    Jul 11, 2025
  • ନିରୋଗ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

    14737
    Jul 10, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15868
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16409
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14056
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15577
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    15079
    Jul 12, 2025
  • ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି

    15664
    Jul 12, 2025
  • ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

    15701
    Jul 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In