Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ

  • ବଢ଼ିପାରେ ତେଲ ଦର

  • ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ...

  • ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର ...

  • ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ

  • ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ...

  • ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ...

  • ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

  • ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ...

  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ...

Home ›› ››ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ

ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ

2021-09-13 06:36:42
15802
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ


ଭୁବନେଶ୍ୱର:  ଗତକାଲିଠୁ ଉପାନ୍ତରୁ ଉପକୂଳ ସବୁଠି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି। ଗଭୀର ଅବପାତର ରୂପ ନେଲା ବଙ୍ଗପସାଗରରେ ସୃଷ୍ଟ ଲଘୁଚାପ। ବର୍ତ୍ତମାନ ଏହା ଉତ୍ତର ପୂର୍ବ ବଙ୍ଗପସାଗର ଓ ଓଡ଼ିଶା ଉପ କୂଳରେ ସକ୍ରିୟ ରହିଛି। ଏହା ପ୍ରଭାବରେ ଉତ୍ତର ଓ ଉତ୍ତର ପଶ୍ଚିମ ଆଡ଼କୁ ଗତି କରୁଛି।
ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ୫ କିମି ବେଗରେ ସ୍ଥଳ ଭାଗ ଆଡ଼କୁ ଗତି କରୁଛି ଲଘୁଚାପ। ଧିରେ ଧିରେ ଏହା ପୂର୍ବ  ପଶ୍ଚିମ ଓ ଉତ୍ତର ପଶ୍ଚିମକୁ ଗତି କରି ଉତ୍ତର ଓଡ଼ିଶା ଉତ୍ତର ଛତିଶଗଡ଼ ଦେଇ ଯିବ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ମଧ୍ୟ ପ୍ରଦେଶ ଆଡ଼କୁ ଗତି କରିବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଦୁର୍ବଳ ହୋଇ ଅବପାତରେ ପରିଣତ ହେବ ଵୋଲି ସୂଚନା ଦେଇଛି ପାଣି ପାଗ ବିଭାଗ ସୂଚନା ଦେଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ଉପକୂଳରୁ ଉପାନ୍ତ ସବୁଠି ଲାଗି ରହିଛି ବର୍ଷା।
ପ୍ରବଳ ବର୍ଷା ହେବା ନେଇ ଉପକୂଳ ଓଡ଼ିଶାର ୭ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି। ଏମାନଙ୍କ ମଧ୍ୟରେ ରହିଛନ୍ତି ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଢେଙ୍କାନାଳ ଏବଂ ନୟାଗଡ। ଏହା ସହିତ ଅନେକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉତ୍ତର ଓଡ଼ିଶା ଏବଂ ମହାନଦୀର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ତଳି ଅଞ୍ଚଳରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି। କେତେକ ନଦୀରେ ଜଳସ୍ତର ବଢୁଥିବାବେଳେ ଜଳକା ନଦୀ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି।
ତେଣୁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି ଏସଆରସି। ଅନ୍ୟପଟେ ବର୍ଷା ସମୟରେ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହିବା କାରଣରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି। ଆସନ୍ତାକାଲି ପର୍ୟ୍ୟନ୍ତ ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୧୪ ତାରିଖ ପର୍ୟ୍ୟନ୍ତ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

Powered by Froala Editor

Tags Rain

Related articles Odisha News Lens 4.1

  • ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ
    ମନୋରଞ୍ଜନ

    ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ

    13674
    May 13, 2026
  • ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା
    ଦେଶ-ଦେଶାନ୍ତର

    ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା

    14363
    May 13, 2026
  • ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା
    ଦେଶ-ଦେଶାନ୍ତର

    ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

    13736
    May 13, 2026
  • ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର କଥା
    ଦେଶ-ଦେଶାନ୍ତର

    ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର କଥା

    13858
    May 13, 2026
  • NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ
    ଦେଶ-ଦେଶାନ୍ତର

    NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ

    15180
    May 13, 2026
  • ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମୀ
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମୀ

    14297
    May 13, 2026
  • ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ
    ଦେଶ-ଦେଶାନ୍ତର

    ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ

    15406
    May 13, 2026
  • ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକଙ୍କ ଦେହାନ୍ତ

    13601
    May 13, 2026
  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ...
    ଦେଶ-ଦେଶାନ୍ତର

    ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ...

    14123
    May 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା

    14363
    May 13, 2026
  • ଦେଶ-ଦେଶାନ୍ତର

    ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକଙ୍କ ଦେହାନ୍ତ

    13601
    May 13, 2026
  • ଦେଶ-ଦେଶାନ୍ତର

    ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର କଥା

    13858
    May 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17472
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17522
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17880
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16354
    Apr 03, 2021

ବିଶେଷ

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15657
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16116
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14559
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15528
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15265
    May 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15397
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15136
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15627
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13950
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ

    15180
    May 13, 2026
  • ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ

    13674
    May 13, 2026
  • ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର କଥା

    13858
    May 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In