Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, February 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ...

  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ...

  • କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ...

  • ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ...

  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ...

  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ...

  • ଆଜି ପୁଣି କମିଛି ସୁନା ଓ ରୂପା ଦର

  • ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ...

  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ...

  • ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ...

Home ›› ››ଶପଥ ନେଲେ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ

ଶପଥ ନେଲେ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ

2021-09-13 19:46:23
15627
Share:
Facebook
Twitter
E-Mail
WhatsApp
Telegram
ଶପଥ ନେଲେ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ

ବିଜେପି ନେତା ଭୂପେନ୍ଦ୍ର ପଟେଲ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସୋମବାର ଗୁଜରାଟ ଗାନ୍ଧିନଗର ସ୍ଥିତ ରାଜଭବନରେ ଆୟୋଜିତ ଏକ ସମାରୋହରେ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ତାଙ୍କୁ ୧୭ତମ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ପ୍ରମୁଖ ଉପସ୍ଥିତ ଥିଲେ। 

ଏହା ପୂର୍ବରୁ ରାଜ୍ୟପାଳ ଟ୍ୱିଟ କରିଥିଲେ ଯେ, ଭାରତୀୟ ଜନତା ପାର୍ଟି ବିଧାୟକ ଦଳର ନବନିଯୁକ୍ତ ନେତା ଭୂପେନ୍ଦ୍ରଭାଇ ପଟେଲ୍‌ ତାଙ୍କ ନେତୃତ୍ବରେ ନୂତନ ସରକାର ଗଠନ କରିବା ଲାଗି ରାଜଭବନରେ ପ୍ରସ୍ତାବ ଉପସ୍ଥାପନ କରିଛନ୍ତି। ତାଙ୍କ ପ୍ରସ୍ତାବକୁ ଗ୍ରହଣ କରାଯାଇ, ୨୦୨୧ ସେପ୍ଟେମ୍ବର ୧୩ ତାରିଖ ଅପରାହ୍ଣ ୨.୨୦ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ତାଙ୍କୁ ଆମନ୍ତ୍ରଣ କରାଯାଇଛି।

ସୂଚନାଯୋଗ୍ୟ, ରବିବାର ବିଜେପି ବିଧାୟକ ଦଳର ବୈଠକ ହୋଇଥିଲା। ଏହି ବୈଠକରେ ଭୂପେନ୍ଦ୍ର ପଟେଲଙ୍କ ନାମ ଉପରେ ମୋହର ଲଗାଯାଇଥିଲା। ତାଙ୍କୁ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ କରାଯାଇଥିଲା। 


Powered by Froala Editor

Tags gujurat

Related articles Odisha News Lens 4.1

  • ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ
    ଦେଶ-ଦେଶାନ୍ତର

    ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ

    15813
    Feb 04, 2026
  • ଆଜି ପୁଣି କମିଛି ସୁନା ଓ ରୂପା ଦର
    ଦେଶ-ଦେଶାନ୍ତର

    ଆଜି ପୁଣି କମିଛି ସୁନା ଓ ରୂପା ଦର

    13676
    Feb 05, 2026
  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ
    ଦେଶ-ଦେଶାନ୍ତର

    ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ

    14198
    Feb 06, 2026
  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ
    ଦେଶ-ଦେଶାନ୍ତର

    ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ

    13940
    Feb 05, 2026
  • ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ
    ଦେଶ-ଦେଶାନ୍ତର

    ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ

    14977
    Feb 04, 2026
  • ଭୃଷଙ୍ଗ ପତ୍ରରେ ଅଛି  ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର
    ବିଶେଷ

    ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15739
    Feb 04, 2026
  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?

    14790
    Feb 05, 2026
  •  କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ
    ଦେଶ-ଦେଶାନ୍ତର

    କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ

    13456
    Feb 06, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ
    ବିଶେଷ

    ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15180
    Feb 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ

    13940
    Feb 05, 2026
  • ଦେଶ-ଦେଶାନ୍ତର

    ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ

    14977
    Feb 04, 2026
  • ବିଶେଷ

    ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15180
    Feb 06, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17326
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17396
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17742
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16219
    Apr 03, 2021

ବିଶେଷ

  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15180
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15739
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14184
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14400
    Jan 31, 2026
  • ଏମିତି କଲେ ହେବ ନାହିଁ ଗ୍ୟାସ୍

    14546
    Jan 29, 2026

ବାଣିଜ୍ୟ

ଭୁଶୁଡିଲା ସେୟାର ମାର୍କେଟ

ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...

  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16055
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15331
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15743
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15498
    Jan 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15739
    Feb 04, 2026
  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ

    14198
    Feb 06, 2026
  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?

    14790
    Feb 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In