Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ...

  • ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ...

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ...

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ...

  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ...

  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ...

ରାଜ୍ୟ
Home ›› ରାଜ୍ୟ ››ଦାବି ମୁତାବକ ଅର୍ଥ ନ ଦେବାରୁ ଜୀବନ ନେଇଗଲେ

ଦାବି ମୁତାବକ ଅର୍ଥ ନ ଦେବାରୁ ଜୀବନ ନେଇଗଲେ

2021-09-14 06:14:35
14239
Share:
Facebook
Twitter
E-Mail
WhatsApp
Telegram
ଦାବି ମୁତାବକ ଅର୍ଥ ନ ଦେବାରୁ ଜୀବନ ନେଇଗଲେ

ପାଣିକୋଇଲି: ପାଣିକୋଇଲି ଥାନା ସୋଡି ଗ୍ରାମ ନିକଟରେ ହୋଇଥିବା ଡବଲ ମର୍ଡର ଘଟଣା ଉପରୁ ପରଦା ହଟାଇଛି ପୁଲିସ । କିନ୍ନରଙ୍କ ସହ ଅନୈତିକ ସମ୍ପର୍କରୁ ବିବାଦ ଉପୁଜି ୨ ଯୁବକଙ୍କୁ ହତ୍ୟା କରାଯାଇଛି । ଦାବି ମୁତାବକ ଅର୍ଥ ନ ଦେବାରୁ ଅର୍ଥାତ ମାତ୍ର ଶହେ ଟଙ୍କା ପାଇଁ ମାନସ ରଞ୍ଜନ ଦାସ ଓ ବିଜୟ କୁମାର ସାହୁଙ୍କୁ ମିଳିତ ଭାବେ ଆକ୍ରମଣ କରି ପଥରରେ ଛେଚି ହତ୍ୟା କରାଯାଇଥିଲା । ଏହି ହତ୍ୟା ଘଟଣାରେ ପୁଲିସ ୨ ଜଣ କିନ୍ନର, ଜଣେ ଯୁକ୍ତ ଦୁଇ ଛାତ୍ର (ନାବାଳକ) ସହିତ ମୋଟ ୭ ଜଣଙ୍କୁ ପୁଲିସ ଗିରଫ କରିଥିବା ବେଳେ ୨ଟି ବାଇକ ଓ ୭ଟି ମୋବାଇଲ ଜବତ ହୋଇଛି । ପାଣିକୋଇଲି ଥାନା କେସ ନମ୍ବର ୨୩୮/୨୧ ଦଫା ୩୦୨, ୨୦୧ ଓ ୩୪ ରେ ଏକ ମାମଲା ରୁଜୁ ହୋଇଛି । ଡିଏସପି ପ୍ରମୋଦ କୁମାର ମଲ୍ଲିକ ଓ ପାଣିକୋଇଲି ଥାନା ଅଧିକାରୀ ସୁଶୀଲ କୁମାର ନାୟକଙ୍କ ସୂଚନା ହେଲା, ଗିରଫ ଅଭିଯୁକ୍ତ ମଧ୍ୟରେ ଗଞ୍ଜାମ ଜିଲ୍ଲା ଛତ୍ରପର ଥାନା ଅନ୍ତର୍ଗତ ରାଜୋନା ଗ୍ରାମର ଦୀପା କିନ୍ନର ଓ ଶିଲା କିନ୍ନର, ଭଦ୍ରକ ଜିଲ୍ଲା ପୁରୁଣା ବଜାର ଥାନା ଗରଦପୁର ଅଞ୍ଚଳର ଶ୍ରୀକାନ୍ତ ବେହେରାଙ୍କ ପୁଅ ସତ୍ୟଜିତ, ବିବେକ ସାହୁଙ୍କ ପୁଅ ମନୋଜ, ଗୋବିନ୍ଦ ସାହୁଙ୍କ ପୁଅ ରାଜେନ୍ଦ୍ର, ଗଜେନ୍ଦ୍ର ବେହେରାଙ୍କ ପୁଅ ମନୋଜ ଏବଂ ଜଣେ ଯୁକ୍ତ ଦୁଇ ପଢ଼ୁଥିବା ନାବାଳକ ଛାତ୍ର ଅଛନ୍ତି । ନାବାଳକକୁ ଅନୁଗୁଳ ସ୍ଥିତ ସୁଧାର ଗୃହ ଏବଂ ଅନ୍ୟମାନଙ୍କୁ ରଗଡି ଜେଲକୁ ପଠାଯାଇଛି । ସଂମ୍ଭୋଗ ପାଇଁ ଗତ ୨ ତାରିଖ ରାତିରେ ପାଣିକୋଇଲି ନିକଟ ଜହ୍ନା ଗ୍ରାମର ମାନସ ଓ ବିଜୟ ପାଣିକୋଇଲି ଗେଟ ପାର ହୋଇ କିଛି ଦୂରରେ ଦୁଇ କିନ୍ନର ଶିଲା ଓ ଦୀପା ନିକଟରେ ପହଞ୍ଚିଥିଲେ । ମୂଲଚାଲ କରିବା ପରେ ଅନୈତିକ ସମ୍ପର୍କ ସ୍ଥାପନ କରିଥିଲେ । ଘଣ୍ଟାକୁ କିନ୍ନରମାନେ ଦୁଇଶହ ଟଙ୍କା ଦାବି କରିଥିବା ବେଳେ ବିଜୟ ଶହେ ଟଙ୍କା ଦେବାକୁ କହିଥିଲା । ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ଓ ମାରପିଟ ହୋଇଥିଲା । ସେହି ସମୟରେ ଏକ କିନ୍ନରଙ୍କ ନିକଟକୁ ନିୟମିତ ଭଦ୍ରକରୁ ଆସୁଥିବା ୫ ଜଣ ଗରାଖ ଘଟଣା ସ୍ଥଳରେ ପହଞ୍ଚି ଯାଇଥିଲେ । ଏମାନେ ଦୁଇ କିନ୍ନରଙ୍କ ସହ ମିଶି ବିଜୟ ଓ ମାନସଙ୍କ ଉପରେ ପ୍ରଚଣ୍ଡ ଆକ୍ରମଣ କରିଥିଲେ । ନିକଟରେ ପୋଲ ନିର୍ମାଣ ପାଇଁ ପଡିଥିବା ରଡ ଓ ପଥରରେ ଉଭୟଙ୍କୁ ନିସ୍ତୁକ ପିଟିଥିଲେ । ମାନସ ଓ ବିଜୟ ମରିଯିବା ପରେ ଅଭିଯୁକ୍ତମାନେ ଉଭୟଙ୍କ ଶବକୁ ଆଣି ନିର୍ମାଣଧୀନ ପୋଲ ଉପରେ ଶୁଆଇ ଦେଇ ବାଇକଟିକୁ ପୋଲ ତଳକୁ ପକାଇ ଦେଇଥିଲେ ।

Powered by Froala Editor

Tags murder

Related articles Odisha News Lens 4.1

  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର
    ଦେଶ-ଦେଶାନ୍ତର

    ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର

    13463
    Aug 20, 2026
  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା
    ମନୋରଞ୍ଜନ

    ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

    13894
    Aug 19, 2026
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ
    ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    13857
    Aug 20, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ
    ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14591
    Aug 20, 2026
  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ
    ମନୋରଞ୍ଜନ

    ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ

    13996
    Aug 19, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15666
    Aug 19, 2026
  • ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ
    ଦେଶ-ଦେଶାନ୍ତର

    ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    13858
    Aug 20, 2026
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ  ...
    ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ...

    14032
    Aug 20, 2026
  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    14946
    Aug 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    14946
    Aug 19, 2026
  • ମନୋରଞ୍ଜନ

    ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

    13894
    Aug 19, 2026
  • ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14591
    Aug 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17043
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17664
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17713
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18110
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15955
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13875
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14904
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14675
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14515
    Aug 07, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

ଶିକ୍ଷା, ନେତୃତ୍ୱ ଓ ବିକାଶର ସୁଯୋଗ ମାଧ୍ୟମରେ ଭବିଷ୍ୟତ ଗଢ଼ିବା

ଭୁବନେଶ୍ୱର : ବେଦାନ୍ତ ଆଲୁମିନିୟମ କୋଇଲା ଖଣିର ପରିଚାଳନାଗତ ସଫଳତା ପଛରେ ଏକ ଦୃଢ କାର୍ଯ୍ୟବଳ ରହିଛି ଯାହା ବ୍ୟବସାୟ ସହିତ ତାଳଦେଇ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13998
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14261
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14384
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15277
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

    13894
    Aug 19, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14591
    Aug 20, 2026
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    13857
    Aug 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In