Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, December 26, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ...

  • ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ...

  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

  • ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ...

  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

  • ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ...

  • ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ...

  • ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ

  • ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ...

  • ୪ଟି ଲେଖାଏଁ ପିଲା ଜନ୍ମ କର, ଏଭଳି କହି ...

Home ›› ››ଦାବି ମୁତାବକ ଅର୍ଥ ନ ଦେବାରୁ ଜୀବନ ନେଇଗଲେ

ଦାବି ମୁତାବକ ଅର୍ଥ ନ ଦେବାରୁ ଜୀବନ ନେଇଗଲେ

2021-09-14 06:14:35
14190
Share:
Facebook
Twitter
E-Mail
WhatsApp
Telegram
ଦାବି ମୁତାବକ ଅର୍ଥ ନ ଦେବାରୁ ଜୀବନ ନେଇଗଲେ

ପାଣିକୋଇଲି: ପାଣିକୋଇଲି ଥାନା ସୋଡି ଗ୍ରାମ ନିକଟରେ ହୋଇଥିବା ଡବଲ ମର୍ଡର ଘଟଣା ଉପରୁ ପରଦା ହଟାଇଛି ପୁଲିସ । କିନ୍ନରଙ୍କ ସହ ଅନୈତିକ ସମ୍ପର୍କରୁ ବିବାଦ ଉପୁଜି ୨ ଯୁବକଙ୍କୁ ହତ୍ୟା କରାଯାଇଛି । ଦାବି ମୁତାବକ ଅର୍ଥ ନ ଦେବାରୁ ଅର୍ଥାତ ମାତ୍ର ଶହେ ଟଙ୍କା ପାଇଁ ମାନସ ରଞ୍ଜନ ଦାସ ଓ ବିଜୟ କୁମାର ସାହୁଙ୍କୁ ମିଳିତ ଭାବେ ଆକ୍ରମଣ କରି ପଥରରେ ଛେଚି ହତ୍ୟା କରାଯାଇଥିଲା । ଏହି ହତ୍ୟା ଘଟଣାରେ ପୁଲିସ ୨ ଜଣ କିନ୍ନର, ଜଣେ ଯୁକ୍ତ ଦୁଇ ଛାତ୍ର (ନାବାଳକ) ସହିତ ମୋଟ ୭ ଜଣଙ୍କୁ ପୁଲିସ ଗିରଫ କରିଥିବା ବେଳେ ୨ଟି ବାଇକ ଓ ୭ଟି ମୋବାଇଲ ଜବତ ହୋଇଛି । ପାଣିକୋଇଲି ଥାନା କେସ ନମ୍ବର ୨୩୮/୨୧ ଦଫା ୩୦୨, ୨୦୧ ଓ ୩୪ ରେ ଏକ ମାମଲା ରୁଜୁ ହୋଇଛି । ଡିଏସପି ପ୍ରମୋଦ କୁମାର ମଲ୍ଲିକ ଓ ପାଣିକୋଇଲି ଥାନା ଅଧିକାରୀ ସୁଶୀଲ କୁମାର ନାୟକଙ୍କ ସୂଚନା ହେଲା, ଗିରଫ ଅଭିଯୁକ୍ତ ମଧ୍ୟରେ ଗଞ୍ଜାମ ଜିଲ୍ଲା ଛତ୍ରପର ଥାନା ଅନ୍ତର୍ଗତ ରାଜୋନା ଗ୍ରାମର ଦୀପା କିନ୍ନର ଓ ଶିଲା କିନ୍ନର, ଭଦ୍ରକ ଜିଲ୍ଲା ପୁରୁଣା ବଜାର ଥାନା ଗରଦପୁର ଅଞ୍ଚଳର ଶ୍ରୀକାନ୍ତ ବେହେରାଙ୍କ ପୁଅ ସତ୍ୟଜିତ, ବିବେକ ସାହୁଙ୍କ ପୁଅ ମନୋଜ, ଗୋବିନ୍ଦ ସାହୁଙ୍କ ପୁଅ ରାଜେନ୍ଦ୍ର, ଗଜେନ୍ଦ୍ର ବେହେରାଙ୍କ ପୁଅ ମନୋଜ ଏବଂ ଜଣେ ଯୁକ୍ତ ଦୁଇ ପଢ଼ୁଥିବା ନାବାଳକ ଛାତ୍ର ଅଛନ୍ତି । ନାବାଳକକୁ ଅନୁଗୁଳ ସ୍ଥିତ ସୁଧାର ଗୃହ ଏବଂ ଅନ୍ୟମାନଙ୍କୁ ରଗଡି ଜେଲକୁ ପଠାଯାଇଛି । ସଂମ୍ଭୋଗ ପାଇଁ ଗତ ୨ ତାରିଖ ରାତିରେ ପାଣିକୋଇଲି ନିକଟ ଜହ୍ନା ଗ୍ରାମର ମାନସ ଓ ବିଜୟ ପାଣିକୋଇଲି ଗେଟ ପାର ହୋଇ କିଛି ଦୂରରେ ଦୁଇ କିନ୍ନର ଶିଲା ଓ ଦୀପା ନିକଟରେ ପହଞ୍ଚିଥିଲେ । ମୂଲଚାଲ କରିବା ପରେ ଅନୈତିକ ସମ୍ପର୍କ ସ୍ଥାପନ କରିଥିଲେ । ଘଣ୍ଟାକୁ କିନ୍ନରମାନେ ଦୁଇଶହ ଟଙ୍କା ଦାବି କରିଥିବା ବେଳେ ବିଜୟ ଶହେ ଟଙ୍କା ଦେବାକୁ କହିଥିଲା । ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ଓ ମାରପିଟ ହୋଇଥିଲା । ସେହି ସମୟରେ ଏକ କିନ୍ନରଙ୍କ ନିକଟକୁ ନିୟମିତ ଭଦ୍ରକରୁ ଆସୁଥିବା ୫ ଜଣ ଗରାଖ ଘଟଣା ସ୍ଥଳରେ ପହଞ୍ଚି ଯାଇଥିଲେ । ଏମାନେ ଦୁଇ କିନ୍ନରଙ୍କ ସହ ମିଶି ବିଜୟ ଓ ମାନସଙ୍କ ଉପରେ ପ୍ରଚଣ୍ଡ ଆକ୍ରମଣ କରିଥିଲେ । ନିକଟରେ ପୋଲ ନିର୍ମାଣ ପାଇଁ ପଡିଥିବା ରଡ ଓ ପଥରରେ ଉଭୟଙ୍କୁ ନିସ୍ତୁକ ପିଟିଥିଲେ । ମାନସ ଓ ବିଜୟ ମରିଯିବା ପରେ ଅଭିଯୁକ୍ତମାନେ ଉଭୟଙ୍କ ଶବକୁ ଆଣି ନିର୍ମାଣଧୀନ ପୋଲ ଉପରେ ଶୁଆଇ ଦେଇ ବାଇକଟିକୁ ପୋଲ ତଳକୁ ପକାଇ ଦେଇଥିଲେ ।

Powered by Froala Editor

Tags murder

Related articles Odisha News Lens 4.1

  • ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା
    ଦେଶ-ଦେଶାନ୍ତର

    ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା

    14345
    Dec 26, 2025
  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ
    ବିଶେଷ

    ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14374
    Dec 26, 2025
  • ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ଅଟଳ’କୁ ଯାଇ ପୁଷ୍ପମାଲ୍ୟ ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ଅଟଳ’କୁ ଯାଇ ପୁଷ୍ପମାଲ୍ୟ ଅର୍ପଣ କଲେ ମୋଦୀ

    15238
    Dec 25, 2025
  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ
    ରାଜନୀତି

    ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

    13406
    Dec 26, 2025
  • ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ପାକିସ୍ତାନ ଏୟାରଲାଇନ୍ସ
    ଦେଶ-ଦେଶାନ୍ତର

    ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ପାକିସ୍ତାନ ଏୟାରଲାଇନ୍ସ

    15457
    Dec 24, 2025
  • ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ

    14832
    Dec 25, 2025
  • ୪ଟି ଲେଖାଏଁ ପିଲା ଜନ୍ମ କର, ଏଭଳି କହି ବିବାଦରେ ନେତ୍ରୀ
    ରାଜନୀତି

    ୪ଟି ଲେଖାଏଁ ପିଲା ଜନ୍ମ କର, ଏଭଳି କହି ବିବାଦରେ ନେତ୍ରୀ

    14127
    Dec 24, 2025
  • ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

    13684
    Dec 26, 2025
  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ
    ଦେଶ-ଦେଶାନ୍ତର

    ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ

    15117
    Dec 26, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14374
    Dec 26, 2025
  • ଦେଶ-ଦେଶାନ୍ତର

    ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ

    15117
    Dec 26, 2025
  • ରାଜନୀତି

    ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

    13406
    Dec 26, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17269
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17350
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17697
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16168
    Apr 03, 2021

ବିଶେଷ

  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14374
    Dec 26, 2025
  • ଉଚ୍ଚ ରକ୍ତଚାପର ସଙ୍କେତ ଜାଣିବେ କିପରି?

    14800
    Dec 24, 2025
  • କାହିଁକି ଚିନି ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଜାଣନ୍ତୁ?

    14416
    Dec 23, 2025
  • ଏକ ଘଣ୍ଟା ଚାଲିଲେ ମିଳିଥାଏ ଏହିସବୁ ଫାଇଦା

    14784
    Dec 22, 2025
  • ଶରୀରକୁ ଅନେକ ରୋଗରୁ ଦୂରେଇ ରଖିଥାଏ ହଳଦୀ

    15133
    Dec 21, 2025

ବାଣିଜ୍ୟ

୨୪ ଶହ ଟଙ୍କା ବଢ଼ିଲା ସୁନା

ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ ୪,୪୦୦ ଅତିକ୍ରମ କରି ନୂତନ ରେକର୍ଡ ସ୍ଥାପନ କରିଥିଲା। ଭାରତରେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ଦଶ ଗ୍ରାମ ୧୩୩,୯୭୦ ଟଙ୍କା ଥିଲା। ସୁନା ମୂଲ୍ୟ ୩ ପ୍ରତିଶତ ବୃଦ୍ଧି ପାଇ ଆଉନ୍ସ ୪,୪୮୮.୬୧ ରେ ପହଞ୍ଚିଛି । ୧୦ ଗ୍ରାମ୍‌କୁ ଲକ୍ଷେ ୩୮ ହଜାର ୫ ଶହ ୫୦ ଟଙ୍କା ହ ...

  • ସିମେଣ୍ଟ ମାନୁଫାକ୍‌ଚରର୍ସ ଆସୋସିଏସନ (ସିଏମ୍‌ଏ) ପ୍ରେସିଡେଣ୍ଟ ଭାବରେ ଶ୍ରୀ ପାର୍ଥ ଜିନ୍ଦଲଙ୍କ ନାମ ଘୋଷଣା କଲା; ଡ. ରାଘବପତ୍‌ ସିଂଘାଣିଆ ଭାଇସ୍‌ ପ୍ରେସିଡେଣ୍ଟ ଘୋଷିତ

    14197
    Dec 18, 2025
  • ରୂପା ମୂଲ୍ୟରେ ବଡ଼ ବୃଦ୍ଧି

    15231
    Dec 15, 2025
  • ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

    16005
    Dec 08, 2025
  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15169
    Dec 08, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ

    14832
    Dec 25, 2025
  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

    13406
    Dec 26, 2025
  • ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ଅଟଳ’କୁ ଯାଇ ପୁଷ୍ପମାଲ୍ୟ ଅର୍ପଣ କଲେ ମୋଦୀ

    15238
    Dec 25, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In