Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, February 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ...

  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ...

  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ...

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ...

  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ...

  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ...

  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ...

  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ...

  • ଆସନ୍ତାକାଲି ସେବା ତୀର୍ଥ ଭବନ ...

  • ରୁଷରେ ବନ୍ଦ ହେଲା ଏହି ସୋସିଆଲ ମିଡିଆ ...

ରାଜ୍ୟ
Home ›› ରାଜ୍ୟ ››ଡେଲିଭରି ବଏ ଅପହରଣରେ ନୂଆ ଟ୍ୱିଷ୍ଟ, ମଧ୍ୟପ୍ରଦେଶରୁ ଠାବ କଲା ପୋଲିସ

ଡେଲିଭରି ବଏ ଅପହରଣରେ ନୂଆ ଟ୍ୱିଷ୍ଟ, ମଧ୍ୟପ୍ରଦେଶରୁ ଠାବ କଲା ପୋଲିସ

2021-09-14 09:27:16
14727
Share:
Facebook
Twitter
E-Mail
WhatsApp
Telegram
ଡେଲିଭରି ବଏ ଅପହରଣରେ ନୂଆ ଟ୍ୱିଷ୍ଟ, ମଧ୍ୟପ୍ରଦେଶରୁ ଠାବ କଲା ପୋଲିସ


ସ୍ୱିଗି ଡେଲିଭରି ବଏ ପତିତପାବନ ପୃଷ୍ଟିଙ୍କ ଅପହରଣ ଘଟଣାରେ ବଢୁଛି ଅଡୁଆ । ମଧ୍ୟପ୍ରଦେଶରୁ ପତିତପାବନଙ୍କୁ ଠାବ କଲା ପୋଲିସ । ରେଲୱେ ପୋଲିସ ସହାୟତାରେ ଉଦ୍ଧାର କଲା ଧଉଳି ଥାନା ପୋଲିସ । ପତିତପାବନ ଏକ ଯୁବତିଙ୍କୁ ଅପହରଣ କରିଥିବା ଅପହୃତ ଯୁବତୀଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି । ନିଖୋଜ ଯୁବତୀ , ପତିତପାବନ ନିଜ ଅପହରଣ ନିଜେ ରଚିଥିବା ଏକ ଚିଠିରେ ଉଲ୍ଲେଖ ରହିଛି । ଏହି ଚିଠିକୁ ଗୋପ ଥାନା ପୋଲିସ ଜବତ କରି ଘଟଣାର ତଦନ୍ତ କରୁଛି । ମଧ୍ୟପ୍ରଦେଶରୁ ପତିତପାବନଙ୍କ ସହ ଅନ୍ୟ ଜଣେ ଯୁବତୀକୁ ମଧ୍ୟ ଠାବ କରିଛି ପୋଲିସ । ପତିତପାବନ ଓ ଯୁବତି ବର୍ତ୍ତମାନ ମଧ୍ୟପ୍ରଦେଶରେ ଅଟକ ରହିଛନ୍ତି । ଏକ ଟିମ ତାଙ୍କୁ ସେଠାରୁ ଆଣିବାକୁ ଯାଇଛି । ପଚରା ଉଚରା ପରେ ଅପହରଣ ପଛର ସତ ସ୍ପଷ୍ଟ ହୋଇପାରିବ ବୋଲି କୁହାଯାଇଛି । ତେବେ ପ୍ରେମ ସମ୍ପର୍କକୁ ନେଇ ଏଭଳି ଅପହରଣ ନାଟକ କରାଯାଉଥିବା ସନେ୍ଦହ କରାଯାଉଛି । ସୂଚନ ଅନୁସାରେ ବିଳମ୍ବିତ ରାତିରେ ସ୍ୱିଗୀ ଡେଲିଭରୀ ବୟ୍ ପତିତପାବନ ପୃଷ୍ଟିଙ୍କୁ ଅପହରଣ ନେଇ ଅଭିଯୋଗ ହୋଇଥିଲା । ଅପହରଣ ନେଇ ପରିବାର ଲୋକଙ୍କୁ ଭଏସ ମେସେଜରେ ସୂଚନା ଦେଇଥିଲେ ପତିତପାବନ । ଦୟାନଦୀ ରାସ୍ତା ନିକଟରୁ ଡେଲିଭରି ବୟଙ୍କ ଚପଲ, ବ୍ୟାଗ୍, ଗଞ୍ଜି ଓ ଏକ ଛୁରି ମିଳିଥିଲା । ପତିତପାବନଙ୍କ ପନôୀଙ୍କ ଅଭିଯୋଗ ଅନୁଯାୟୀ, ସ୍ୱାମୀଙ୍କୁ କିଛି ନିଶାସକ୍ତ ଯୁବକ ଅପହରଣ କରି ନେଇଥିଲେ ।

Powered by Froala Editor

Tags Deliver boy

Related articles Odisha News Lens 4.1

  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ
    ଦେଶ-ଦେଶାନ୍ତର

    ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ

    13519
    Feb 13, 2026
  •  ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    13851
    Feb 13, 2026
  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା
    ଅପରାଧ

    ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା

    14106
    Feb 12, 2026
  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ

    14990
    Feb 12, 2026
  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର
    ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15575
    Feb 12, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ
    ବିଶେଷ

    ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15438
    Feb 13, 2026
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14698
    Feb 13, 2026
  • ରୁଷରେ ବନ୍ଦ ହେଲା ଏହି ସୋସିଆଲ ମିଡିଆ ପ୍ଲାଟଫର୍ମ
    ଦେଶ-ଦେଶାନ୍ତର

    ରୁଷରେ ବନ୍ଦ ହେଲା ଏହି ସୋସିଆଲ ମିଡିଆ ପ୍ଲାଟଫର୍ମ

    14267
    Feb 12, 2026
  • ଆସନ୍ତାକାଲି ସେବା ତୀର୍ଥ ଭବନ କମ୍ପ୍ଲେକ୍ସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆସନ୍ତାକାଲି ସେବା ତୀର୍ଥ ଭବନ କମ୍ପ୍ଲେକ୍ସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

    13982
    Feb 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ

    13519
    Feb 13, 2026
  • ଦେଶ-ଦେଶାନ୍ତର

    ଆସନ୍ତାକାଲି ସେବା ତୀର୍ଥ ଭବନ କମ୍ପ୍ଲେକ୍ସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

    13982
    Feb 12, 2026
  • ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15575
    Feb 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17336
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17404
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17749
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16224
    Apr 03, 2021

ବିଶେଷ

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15438
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    15927
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    13863
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14667
    Feb 10, 2026
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15447
    Feb 09, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14948
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14458
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16066
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15346
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରୁଷରେ ବନ୍ଦ ହେଲା ଏହି ସୋସିଆଲ ମିଡିଆ ପ୍ଲାଟଫର୍ମ

    14267
    Feb 12, 2026
  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    13851
    Feb 13, 2026
  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ

    15172
    Feb 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In