Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, November 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ...

  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ...

  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ...

  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ ...

  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ...

  • ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ ...

ଅପରାଧ
Home ›› ଅପରାଧ ››ପ୍ରତିଶୋଧ ପାଇଁ ରାକ୍ଷାସ ପାଲଟିଲା: ୧୦୦ ଶିଶୁଙ୍କୁ ମାରି ଏସିଡ୍ ଟ୍ୟାଙ୍କର ପକାଇ ଦେଉଥିଲା

ପ୍ରତିଶୋଧ ପାଇଁ ରାକ୍ଷାସ ପାଲଟିଲା: ୧୦୦ ଶିଶୁଙ୍କୁ ମାରି ଏସିଡ୍ ଟ୍ୟାଙ୍କର ପକାଇ ଦେଉଥିଲା

2021-09-15 19:37:41
18205
Share:
Facebook
Twitter
E-Mail
WhatsApp
Telegram
ପ୍ରତିଶୋଧ ପାଇଁ ରାକ୍ଷାସ ପାଲଟିଲା: ୧୦୦ ଶିଶୁଙ୍କୁ ମାରି ଏସିଡ୍ ଟ୍ୟାଙ୍କର ପକାଇ ଦେଉଥିଲା

ନୃଶଂସ । ରାକ୍ଷାସ । ବିକୃତ ମାନସିକ ରୋଗୀ । ଏଭଳି ଅନେକ ଶବ୍ଦ ବି ଏଭଳି ସିରିୟଲ କିଲର ପାଖରେ କମ୍ ପଡିବ । ଯିଏ ପ୍ରତିଶୋଧ ନେବା ଉଦ୍ଦେଶ୍ୟରେ ୧୦୦ ଶିଶୁ କନ୍ୟାଙ୍କୁ ବଳାତ୍କାର କରି ମାରି ଦେଇଛି । ଖାଲି ମାରିନି । ସେମାନଙ୍କ ଶବକୁ ଏସିଡ୍ ଟ୍ୟାଙ୍କରରେ ପକାଇ ନଷ୍ଟ କରିଛି । ଏଭଳି ଭୟଙ୍କର ଛାତିିଥରା ଘଟଣା ୧୯୯୯ ମସିହା ପାକିସ୍ତାନରେ ଘଟିଥିଲା । କୁଖ୍ୟାତ ଅପରାଧୀର ନାଁ ଥିଲା ଜାଭେଦ ଇକବାଲ । 

୧୯୫୬ ମସିହାରେ ଲାହୋରରେ ଜନ୍ମ ହୋଇଥିଲା ଜାଭେ । ବଡ଼ ହୋଇଯିବା ପରେ ଶିଶୁ କନ୍ୟାଙ୍କୁ ପ୍ରଲୋଭନ ଦେଖାଇ ଅପହରଣ କରୁଥିଲା । ଏହା ପରେ ସେମାନଙ୍କ ସହ ଦୁଷ୍କର୍ମ କରି ହତ୍ୟା କରୁଥିଲା । ପ୍ରମାଣ ନଷ୍ଟ କରିବା ପାଇଁ ସେ ଶବଗୁଡ଼ିକୁ ଏସିଡ୍ ପକାଇ ଜଳାଇ ଦେଉଥିଲା ।

ଏମିତି ୧୦୦ ଶିଶୁଙ୍କୁ ହତ୍ୟା କରିବା ପରେ ୧୯୯୯ରେ ନିଜର ଦୋଷ ସ୍ୱୀକାର କରିଥିଲା ଜାଭେଦ ଇକବାଲ । କିନ୍ତୁ  ତାର ଏହି ଭୁଲ ପାଇଁ ସେ କେବେ ବି ପଶ୍ଚାତାପ କରୁନଥିଲା । ତା ପଛର କାରଣ ଥିଲା ପ୍ରତିଶୋଧ ।  ସେ କହିଥିଲା ଯେ, ଛୋଟ ଥିବା ବେଳେ କୌଣସି ଏକ କାରଣରୁ ତାକୁ ପୋଲିସ ଗିରଫ କରିଥିଲା । ଭୁଲ ନଥାଇ ପୋଲିସ ତାକୁ ଗିରଫ କରିଥିଲା ଏବଂ ଅକଥନୀୟ ଯନ୍ତ୍ରଣା ଦେଇଥିଲା । ତାକୁ ମୁକ୍ତ କରିବା ପାଇଁ ତା ମା ପୋଲିସ ସାମ୍ନାରେ କାକୁତି ମିନତି କରିଥିଲା । ହେଲେ ପୋଲିସ ତା ମା’ କଥାକୁ ଖାତିର କରିନଥିଲା । ଏହା ଦେଖି ୧୦୦ ଶିଶୁଙ୍କୁ ହତ୍ୟା କରିବ ଏବଂ ୧୦୦ ମା ଠିକ ସେମିତି ପିଲାମାନଙ୍କ ପାଇଁ ନ୍ୟାୟ ଭିକ୍ଷା ମାଗିବେ ବୋଲି ମନରେ ସ୍ଥିର କରିଥିଲା । ଏହା ପରେ ସେ ପାଲଟି ଯାଇଥିଲା ସିରିୟଲ କିଲର । 

ଦୋଷ ସ୍ୱୀକାର କରିବା ପରେ ଇକବାଲକୁ ମାର୍ଚ୍ଚ ୨୦୦୦ରେ କୋର୍ଟରେ ହାଜର କରାଯାଇଥିଲା । କୋର୍ଟ ଦଣ୍ଡ ଶୁଣାଇବା ପରେ ଅକ୍ଟୋବର ୨୦୦୧ରେ ସେ ନିଜ ବାରାକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲା । କିନ୍ତୁ କିଛି ଲୋକଙ୍କ ମତରେ ଇକବାଲକୁ ହତ୍ୟା କରାଯାଇଥିଲା ।


Powered by Froala Editor

Tags javed

Related articles Odisha News Lens 4.1

  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ
    ଦେଶ-ଦେଶାନ୍ତର

    ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ

    15094
    Nov 16, 2026
  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି
    ମନୋରଞ୍ଜନ

    ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15306
    Nov 16, 2026
  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ
    ମନୋରଞ୍ଜନ

    ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

    14580
    Nov 16, 2026
  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ
    ଦେଶ-ଦେଶାନ୍ତର

    ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ

    15115
    Nov 16, 2026
  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ
    ଦେଶ-ଦେଶାନ୍ତର

    ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ

    15183
    Nov 16, 2026
  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା
    ବାଣିଜ୍ୟ

    ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    13800
    Nov 16, 2026
  • ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ
    ଦେଶ-ଦେଶାନ୍ତର

    ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

    15177
    Nov 16, 2026
  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ
    ମନୋରଞ୍ଜନ

    ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

    13967
    Nov 15, 2026
  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ
    ଦେଶ-ଦେଶାନ୍ତର

    ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

    14602
    Nov 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

    13967
    Nov 15, 2026
  • ବାଣିଜ୍ୟ

    ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    13800
    Nov 16, 2026
  • ଦେଶ-ଦେଶାନ୍ତର

    ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ

    15183
    Nov 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17286
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17989
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17945
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18360
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14702
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14333
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15673
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14459
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14536
    Nov 05, 2026

ବାଣିଜ୍ୟ

୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

ବିବାହ ଋତୁ ଆରମ୍ଭ ହେବାକୁ ଥିବା ବେଳେ ପୁଣି ସୁନା ଓ ରୁପା ଦରରେ ହ୍ରାସ ଦେଖିବାକୁ ମିଳିଛି।  ବିଶେଷ କରି ରୁପା ଦରରେ ଅଧିକ ହ୍ରାସ ରେକର୍ଡ କରାଯାଇଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ସୋମବାର ସକାଳ ପ୍ରାୟ ୯ଟା ୧୩ ସୁଦ୍ଧା ସୁନା ଦର ୧୦ ଗ୍ରାମ ପିଛା ୧,୩୬,୨୨୦ ଟଙ୍କାରେ କାରବାର କରୁଥିଲା। 

୨୪ କ୍ୟାରେଟ ...

  • ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍

    14045
    Nov 14, 2026
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15423
    Nov 12, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14374
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15595
    Nov 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15306
    Nov 16, 2026
  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

    14580
    Nov 16, 2026
  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

    14602
    Nov 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In