Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 04, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

କୋଲେଷ୍ଟରଲ କମାଏ ଅଁଳାରସ

ରାଜ୍ୟ
Home ›› ରାଜ୍ୟ ››ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

2021-09-16 10:48:00
15703
Share:
Facebook
Twitter
E-Mail
WhatsApp
Telegram
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର: ଦୁର୍ନୀତି ବିରୋଧରେ ରାଜ୍ୟ ସରକାର ଜିରୋ ଟୋଲେରାନ୍ସ ନୀତି ଆପଣାଉଛନ୍ତି । ଯେଉଁମାନେ ଦୁର୍ନୀତି ଅଭିଯୋଗରେ ଧରାପଡ଼ୁଛନ୍ତି ସେମାନଙ୍କୁ ବାଧ୍ୟତାମୂଳକ ଅବସର ମଧ୍ୟ ଦେଉଛନ୍ତି ।  ତେବେ ଏହା ସତ୍ତ୍ୱେ ବି ଦୁର୍ନୀତି ହଟୁନି । ଏପରିକି ସରକାରୀ କର୍ମଚାରୀଙ୍କ ମଧ୍ୟରେ ଲାଞ୍ଚ ନେବା ମନୋବୃତ୍ତି ବି ଯାଉନି । ଫଳ ସ୍ୱରୂପ ଏବେ ରାଜ୍ୟରେ ଭିଜିଲାନ୍ସ ଜାଲରେ ସରକାରୀ କର୍ମଚାରୀ ପଡ଼ିବା ଏକ ନିତି ଦିନିଆ ଘଟଣାରେ ପରିଣତ ହୋଇଛି । 

ଏହି ପରିପ୍ରେକ୍ଷୀରେ ଆଜି ପୁଣି ଭିଜିଲାନ୍ସ ହାତରେ ଜଣେ ଲାଞ୍ଚୁଆ ସହକାରୀ ଯନ୍ତ୍ରୀ ପଡ଼ିଛନ୍ତି ।  ସେ ହେଉଛନ୍ତି ଆସିକା ଉଠାଜଳସେଚନ ସହକାରୀ ଯନ୍ତ୍ରୀ ଈଶ୍ୱର ଦାସ ।  ଏକ ବିଲ ପାସ ପାଇଁ ସେ ଜଣଙ୍କୁ ୫୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଫଳରେ ସମ୍ପୃକ୍ତ ବ୍ୟକ୍ତି ଜଣକ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ । ଆଜି ଶ୍ରୀ ଦାସ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ ଟିମ ତାଙ୍କୁ କାବୁ କରିନେଇଥିଲା । 

Powered by Froala Editor

Tags vigilance

Related articles Odisha News Lens 4.1

  • ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ
    ଦେଶ-ଦେଶାନ୍ତର

    ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ

    14247
    Jun 02, 2025
  • ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା

    14065
    Jun 03, 2025
  • ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା
    ମନୋରଞ୍ଜନ

    ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା

    15517
    Jun 02, 2025
  • ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା
    ଦେଶ-ଦେଶାନ୍ତର

    ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14100
    Jun 03, 2025
  • ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ
    ଦେଶ-ଦେଶାନ୍ତର

    ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ

    13735
    Jun 02, 2025
  • ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ
    ମନୋରଞ୍ଜନ

    ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ

    15242
    Jun 02, 2025
  • କୋଲେଷ୍ଟରଲ କମାଏ ଅଁଳାରସ
    ବିଶେଷ

    କୋଲେଷ୍ଟରଲ କମାଏ ଅଁଳାରସ

    13362
    Jun 03, 2025
  • ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ
    ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ

    13503
    Jun 03, 2025
  • ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ
    ଦେଶ-ଦେଶାନ୍ତର

    ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ

    14152
    Jun 03, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ

    13735
    Jun 02, 2025
  • ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ

    13503
    Jun 03, 2025
  • ଦେଶ-ଦେଶାନ୍ତର

    ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ

    14152
    Jun 03, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16641
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16932
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15469
    Apr 03, 2021

ବିଶେଷ

  • କୋଲେଷ୍ଟରଲ କମାଏ ଅଁଳାରସ

    13362
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    14962
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15134
    Jun 02, 2025
  • ନିୟମିତ ମଦ୍ୟପାନ କଲେ ଜିନ୍‌ରେ ଆସେ ପରିବର୍ତ୍ତନ

    15507
    Jun 02, 2025
  • ସିଝା ଅଣ୍ଡାରେ ମାଲିସ୍‌

    15228
    Jun 01, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15687
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16302
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14011
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14809
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୋଲେଷ୍ଟରଲ କମାଏ ଅଁଳାରସ

    13362
    Jun 03, 2025
  • ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ

    14247
    Jun 02, 2025
  • ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା

    15517
    Jun 02, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In