Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ...

  • ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର

  • ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ...

  • ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ...

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ...

  • ରୁପା ଆମଦାନୀରେ କଟକଣା

  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ...

  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ...

  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କୋଭିଡ ହସ୍ପିଟାଲରେ ନିଆଁ, ୫ ଜଣଙ୍କ ମୃତ୍ୟୁ

କୋଭିଡ ହସ୍ପିଟାଲରେ ନିଆଁ, ୫ ଜଣଙ୍କ ମୃତ୍ୟୁ

2021-04-17 20:54:08
15358
Share:
Facebook
Twitter
E-Mail
WhatsApp
Telegram
କୋଭିଡ ହସ୍ପିଟାଲରେ ନିଆଁ, ୫ ଜଣଙ୍କ ମୃତ୍ୟୁ
ଛତିଶଗଡର ରାଜଧାନୀ ରାୟପୁରରେ ଥିବା ରାଜଧାନୀ କୋଭିଡ ହସ୍ପିଟାଲରେ ନିଆଁ ଲାଗି ୫ ଜଣଙ୍କର ମୃତ୍ୟୁ ଘଟିଛି। ରାୟପୁରର ପଚପେଡ଼ା ନାକା ପାଖରେ ଥିବା ରାଜଧାନୀ କୋଭିଡ ହସ୍ପିଟାଲରେ ଶୁକ୍ରବାର ନିଆଁ ଲାଗିଥିଲା। ଏହି ହସ୍ପିଟାଲରେ ସାମନ୍ୟ ରୋଗୀଙ୍କ ବ୍ୟତୀତ କୋଭିଡ ଓ୍ବାର୍ଡରେ କରୋନା ଆକ୍ରାନ୍ତ ମଧ୍ୟ ଥିଲେ। କିନ୍ତୁ ଶନିବାର ସନ୍ଧ୍ୟାରେ ପୁଣି ଥରେ ସଟସର୍କିଟ୍‌ ଯୋଗୁ ଆଇସିୟୁରେ ଅଗ୍ନିକାଣ୍ଡ ଲାଗିଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡ ସମୟରେ ହସ୍ପିଟାଲରେ ପାଖାପାଖି ୫୦ ଜଣ ରୋଗୀ ଥିଲେ। ସର୍ଟ ସର୍କିଟ ଯୋଗୁଁ ଘଟିଥିବା ନିଆଁ ଏତେ ଭୟଙ୍କର ଥିଲା ଯେ ରୋଗୀମାନେ ଭୟରେ ଦୌଡୁଥିଲେ। ଆଉ ରୋଗୀଙ୍କୁ ଷ୍ଟ୍ରେଚରରେ ରଖାଯାଇ ଡାକ୍ତରଖାନାରୁ ବାହାରକୁ ନିଆଯାଇଥିଲା। ଏହି ଘଟଣାରେ ୫ ରୋଗୀ ମୃତ୍ୟୁ ବରଣ କରିଥିବା ବେଳେ ଅନେକ ଆହତ ହୋଇଥିବା ସୂଚନା ମିଳିଛି। ପୁଲିସ ଏହି ଘଟଣାର ତଦନ୍ତ କରୁଛି। ପ୍ରାଥମିକ ତଦନ୍ତ କରି ପୁଲିସ କହିଛି, ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ଅବହେଳା ପାଇଁ ଏହି ଅଘଟଣ ଘଟିଛି। ସେପଟେ ଖବର ପାଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ଲାଗିଥିଲା। ଘଟଣା ସମ୍ପର୍କରେ ଜାଣିବା ପରେ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ଦୁଃଖ ପ୍ରକାଶ କରିଛନ୍ତି। ଏହା ସହ ମୃତକଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି। ଏହା ପୂର୍ବରୁ ନାଗପୁରର ଏକ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ୩ ଜଣଙ୍କ ଜୀବନ ଯାଇଥିଲା। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଥିଲେ।
Tags covid hospital raipur

Related articles Odisha News Lens 4.1

  •  ରବୀନ୍ଦ୍ର ମଣ୍ଡପଠାରେ
    ସଂସ୍କୃତି

    ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

    14761
    May 17, 2026
  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13595
    May 17, 2026
  • ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର
    ଦେଶ-ଦେଶାନ୍ତର

    ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର

    14304
    May 17, 2026
  • ରୁପା ଆମଦାନୀରେ କଟକଣା
    ଦେଶ-ଦେଶାନ୍ତର

    ରୁପା ଆମଦାନୀରେ କଟକଣା

    14731
    May 17, 2026
  • ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା
    ଦେଶ-ଦେଶାନ୍ତର

    ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା

    15410
    May 17, 2026
  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...
    ଦେଶ-ଦେଶାନ୍ତର

    ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...

    14660
    May 16, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....
    ବିଶେଷ

    ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15057
    May 17, 2026
  • ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ରାହୁଲଙ୍କ ଦାବି
    ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ରାହୁଲଙ୍କ ଦାବି

    13496
    May 17, 2026
  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା
    ଦେଶ-ଦେଶାନ୍ତର

    ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14865
    May 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ଆଇପିଏସ୍‌ ଅଧିକାରୀ

    14660
    May 16, 2026
  • ଦେଶ-ଦେଶାନ୍ତର

    ରୁପା ଆମଦାନୀରେ କଟକଣା

    14731
    May 17, 2026
  • ଦେଶ-ଦେଶାନ୍ତର

    ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13595
    May 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16864
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17480
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17530
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17916
    Sep 06, 2023

ବିଶେଷ

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15057
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14862
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15361
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16045
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16215
    May 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15405
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15144
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15636
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13965
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15553
    May 17, 2026
  • ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

    14761
    May 17, 2026
  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14865
    May 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In