Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର ...

  • ‘ମହାକାଳୀ’ର ପ୍ରଥମ ଝଲକ

  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ...

  • ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

  • କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ...

  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ...

  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ ...

  • ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ...

  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟକୁ ପୁଣି ଫେରୁଛି ତାତି, ୪୪ ଡିଗ୍ରୀ ଛୁଇଁବ ପାରଦ

ରାଜ୍ୟକୁ ପୁଣି ଫେରୁଛି ତାତି, ୪୪ ଡିଗ୍ରୀ ଛୁଇଁବ ପାରଦ

2021-04-18 09:36:03
14952
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟକୁ ପୁଣି ଫେରୁଛି ତାତି, ୪୪ ଡିଗ୍ରୀ ଛୁଇଁବ ପାରଦ
ଆସନ୍ତା ସପ୍ତାହେ ଯାଏ ରାଜ୍ୟରେ ପ୍ରବଳ ତାତିର ପ୍ରକୋପ ରହିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଭୁବନେଶ୍ବର, ଅନୁଗୁଳ, ଢେଙ୍କାନାଳ ସହିତ ପଶ୍ଚିମ ଓଡ଼ିଶା ଓ ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶା ସବୁଠାରୁ ଅଧିକ ଉତ୍ତପ୍ତ ‌‌ହେବ | ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁସାରେ ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ତାପାମତ୍ରା ଆଉ ୪ ଡିଗ୍ରୀ ବୃଦ୍ଧି ପାଇବ । ଅର୍ଥାତ ରାଜ୍ୟର କିଛି ସହରରେ ତାପମାତ୍ରା ୪୩ରୁ ୪୪ ଡିଗ୍ରି ଛୁଇଁଯିବ। ଆଜି ରାଜ୍ୟର ସର୍ବାଧିକ ତାପମାତ୍ରା ଟିଟିଲାଗଡ଼ଠାରେ ୪୦.୬ ଡିଗ୍ରି ରେକର୍ଡ ହୋଇଥିବା ବେଳେ ମାଲକାନଗିରି, ବାରିପଦା ଓ ଝାରସୁଗୁଡ଼ା ତାପମାତ୍ରା ୪୦ ଡିଗ୍ରି ଛୁଇଁଥିଲା। ଆସନ୍ତାକାଲି ଭୁବନେଶ୍ୱରର ତାପାମତ୍ରା ୪୦ରୁ ୪୧ ଡିଗ୍ରୀ ରହିବ । ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟରେ କାଳବୈଶାଖୀର ଆଶଙ୍କା ରହିଛି । ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଆଦି ଜିଲ୍ଲାରେ ଘଡଘଡ଼ି ସହ ବର୍ଷା ହୋଇପାରେ । ଏଥିସହ ୨୦ ତାରିଖରେ କୋରାପୁଟ, ଗଜପତି, ରାୟଗଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝରରେ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଫଳରେ ଉକ୍ତ ଜିଲ୍ଲାଗୁଡ଼ିକ ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Tags heat wave , summer ,

Related articles Odisha News Lens 4.1

  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ
    ଦେଶ-ଦେଶାନ୍ତର

    ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ

    13551
    Aug 25, 2026
  • କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ୫୫୦୦ଟଙ୍କା ଜରିମାନା
    ଦେଶ-ଦେଶାନ୍ତର

    କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ୫୫୦୦ଟଙ୍କା ଜରିମାନା

    14843
    Aug 26, 2026
  • ‘ମହାକାଳୀ’ର ପ୍ରଥମ ଝଲକ
    ମନୋରଞ୍ଜନ

    ‘ମହାକାଳୀ’ର ପ୍ରଥମ ଝଲକ

    14297
    Aug 26, 2026
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA
    ମନୋରଞ୍ଜନ

    କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13800
    Aug 26, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ...

    14004
    Aug 26, 2026
  •  ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ
    ଦେଶ-ଦେଶାନ୍ତର

    ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ

    15185
    Aug 25, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ
    ବିଶେଷ

    ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13649
    Aug 26, 2026
  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ
    ଦେଶ-ଦେଶାନ୍ତର

    ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ

    15284
    Aug 25, 2026
  • ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ
    ଦେଶ-ଦେଶାନ୍ତର

    ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

    14176
    Aug 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ‘ମହାକାଳୀ’ର ପ୍ରଥମ ଝଲକ

    14297
    Aug 26, 2026
  • ଦେଶ-ଦେଶାନ୍ତର

    ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ

    13551
    Aug 25, 2026
  • ଦେଶ-ଦେଶାନ୍ତର

    ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ

    15284
    Aug 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17052
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17684
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17724
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18121
    Sep 06, 2023

ବିଶେଷ

  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13649
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15223
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15583
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16113
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    14029
    Aug 16, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14448
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15975
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14011
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14276
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13800
    Aug 26, 2026
  • ‘ମହାକାଳୀ’ର ପ୍ରଥମ ଝଲକ

    14297
    Aug 26, 2026
  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ

    15284
    Aug 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In