Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ...

  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ...

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ...

  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ...

  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ...

  • ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ ...

Home ›› ››ଯଦି ଆପଣଙ୍କର ଏହି ସମସ୍ୟା ଅଛି, ଆଦୌ ଖାଆନ୍ତୁ ନାହିଁ ପିଜୁଳି

ଯଦି ଆପଣଙ୍କର ଏହି ସମସ୍ୟା ଅଛି, ଆଦୌ ଖାଆନ୍ତୁ ନାହିଁ ପିଜୁଳି

2021-09-20 02:59:32
14523
Share:
Facebook
Twitter
E-Mail
WhatsApp
Telegram
ଯଦି ଆପଣଙ୍କର ଏହି ସମସ୍ୟା ଅଛି, ଆଦୌ ଖାଆନ୍ତୁ ନାହିଁ ପିଜୁଳି


ପିଜୁଳି ପୁଷ୍ଟିକର ଗୁଣରେ ପରିପୂର୍ଣ୍ଣ ଏକ ଫଳ ଭାବରେ ବିବେଚନା କରାଯାଏ । ଏହାର ଗୁଣକୁ ଦେଖିଲେ କୁହାଯାଏ ଯେ ଯଦିଓ ଆପଣ ପ୍ରତିଦିନ ଆପଲ୍ ନ ଖାଇପାରନ୍ତି ଏବଂ ଗୋଟିଏ ପିଜୁଳି ଖାଇପାରୁଛନ୍ତି ତାହେଲେ ବି ଆପଣ ଅନେକ ସ୍ୱାସ୍ଥ୍ୟ ସମସ୍ୟାରୁ ନିଜକୁ ରକ୍ଷା କରିପାରିବେ । ପିଜୁଳିରେ ଆଣ୍ଟି-ଅକ୍ସିଡାଣ୍ଟ, ଭିଟାମିନ୍ ସି ଏବଂ ପୋଟାସିୟମ୍ ଭରପୂର ଅଟେ । ଗୋଟିଏ ପିଜୁଳିରେ ୧୧୨ କ୍ୟାଲୋରୀ, ୨୩ ଗ୍ରାମ କାର୍ବୋହାଇଡ୍ରେଟ୍, ୯ ଗ୍ରାମ ଫାଇବର ଏବଂ ଅଳ୍ପ ପରିମାଣର ଷ୍ଟାର୍ଚ ଥାଏ । ଏଥିରେ କମ୍ ଗ୍ଲାଇସେମିକ୍ ଇଣ୍ଡେକ୍ସ ଅଛି ଏବଂ ଏଥିରେ ଫୋଲେଟ୍, ବିଟା କାରୋଟିନ୍ ପରି ପୁଷ୍ଟିକର ଉପାଦାନ ମଧ୍ୟ ଥାଏ । ଏହା କ୍ୟାଲୋରୀରେ ବହୁତ କମ୍ ଏବଂ ଫାଇବରରେ ବହୁତ ଅଧିକ । ଏହି କାରଣଗୁଡିକ ପାଇଁ, ଏହା ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ ବୋଲି ବିବେଚନା କରାଯାଏ ।

୧. ପିଜୁଳିରେ ଫାଇବର ଭରପୂର ମାତ୍ରାରେ ଥାଏ, ଯେଉଁ କାରଣରୁ କୋଷ୍ଠକାଠିନ୍ୟରୁ ମୁକ୍ତି ମିଳିଥାଏ, କିନ୍ତୁ ଯଦି ଆପଣ ଏହାକୁ ଅଧିକ ଖାଇଥା’ନ୍ତି, ତେବେ ଆପଣଙ୍କର ହଜମ ପ୍ରକ୍ରିୟା ମଧ୍ୟ ଖରାପ ହୋଇପାରେ । ବିଶେଷକରି ଯେତେବେଳେ ଆପଣ କଇରିଟେବଲ ବାଉଲ ସିଣ୍ଡ୍ରୋମରେ ପୀଡିତ । ଏପରି ପରିସ୍ଥିତିରେ ଆପଣ ଏହାକୁ ଖାଇବା ଠାରୁ ଦୂରେଇ ରହିବା ଭଲ ।

୨. ମଧୁମେହ ରୋଗୀ

ପିଜୁଳି ବ୍ୟବହାର ଦ୍ୱାରା ରକ୍ତରେ ସୁଗାର ଲେବଲ ହ୍ରାସ ହୋଇପାରେ । ଏପରି ପରିସ୍ଥିତିରେ, ଯଦି ଆପଣଙ୍କର ମଧୁମେହ ଅଛି ଏବଂ ଆପଣ ପିଜୁଳିକୁ ଅତ୍ୟଧିକ ଖାଉଛନ୍ତି, ତେବେ ଆପଣଙ୍କ ରକ୍ତରେ ସୁଗାର ଲେବଲ ଯାଞ୍ଚ କରିବା ଜରୁରୀ ଅଟେ ।

୩. ଅସ୍ତ୍ରୋପଚାର ପୂର୍ବରୁ କିମ୍ବା ପରେ ଖାଆନ୍ତୁ ନାହିଁ

ପିଜୁଳି ଖାଇବା ଦ୍ୱାରା ରକ୍ତରେ ସୁଗାର ଲେବଳ ପ୍ରଭାବିତ ହୋଇପାରେ । ଏପରି ପରିସ୍ଥିତିରେ, ଯେଉଁମାନଙ୍କୁ ଅସ୍ତ୍ରୋପଚାର କରିବାକୁ ଅଛି କିମ୍ବା ଅସ୍ତ୍ରୋପଚାର ହୋଇଛି, ସେମାନେ କିଛି ଦିନ ପିଜୁଳିଠାରୁ ଦୂରରେ ରହିବା ଉଚିତ୍ । ତାହା ନକରିବା ଦ୍ୱାରା ଅସ୍ତ୍ରୋପଚାର ସମୟରେ ଅତ୍ୟଧିକ ରକ୍ତ ନଷ୍ଟ ହୋଇପାରେ କିମ୍ବା ବିପି ଅନିୟନ୍ତ୍ରିତ ହୋଇପାରେ ।

Powered by Froala Editor

Tags Guava

Related articles Odisha News Lens 4.1

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13458
    Apr 30, 2026
  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ
    ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15245
    Apr 30, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ
    ବିଶେଷ

    ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13652
    Apr 30, 2026
  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା
    ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    15079
    Apr 29, 2026
  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...

    15372
    Apr 30, 2026
  • ଏକଜିଟ୍ ପୋଲ୍ ରିପୋର୍ଟ :  ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି
    ଦେଶ-ଦେଶାନ୍ତର

    ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    15074
    Apr 29, 2026
  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...
    ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...

    15276
    Apr 30, 2026
  • ବାଂଲାଦେଶରେ ମିଳିମିଳା ମହାମାରୀ  !୨୫୦ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14520
    Apr 29, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ
    ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14263
    Apr 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14263
    Apr 30, 2026
  • ଦେଶ-ଦେଶାନ୍ତର

    ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14520
    Apr 29, 2026
  • ବିଶେଷ

    ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13652
    Apr 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17446
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17496
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17854
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16326
    Apr 03, 2021

ବିଶେଷ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13652
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15993
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15941
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14559
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14364
    Apr 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15364
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15099
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15595
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13905
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲା: ରାଜନାଥ

    15276
    Apr 30, 2026
  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14520
    Apr 29, 2026
  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    15079
    Apr 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In