Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ...

  • ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ...

  • କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଲେ ...

  • ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ...

  • ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା ...

  • ନବଜାତ ଶିଶୁ ମୁହଁରେ ନିଶ !

  • ବିବାହ ପାଇଁ ଚୋରି କରି ଗିରଫ ହେଲେ ...

  • ୭ ଟଙ୍କା ଲଟେରୀରେ ଭାଗ୍ୟ ଚମକିଗଲା

  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବ୍ରିଟେନର ଅଜବ ନିୟମ: ୨ଟି ଡୋଜ୍ ନେଇଥିଲେ ବି ୧୦ ଦିନ କ୍ୱାରେଣ୍ଟାଇନରେ ରହିବେ ଭାରତୀୟ

ବ୍ରିଟେନର ଅଜବ ନିୟମ: ୨ଟି ଡୋଜ୍ ନେଇଥିଲେ ବି ୧୦ ଦିନ କ୍ୱାରେଣ୍ଟାଇନରେ ରହିବେ ଭାରତୀୟ

2021-09-20 19:39:55
13876
Share:
Facebook
Twitter
E-Mail
WhatsApp
Telegram
ବ୍ରିଟେନର ଅଜବ ନିୟମ: ୨ଟି ଡୋଜ୍ ନେଇଥିଲେ ବି ୧୦ ଦିନ କ୍ୱାରେଣ୍ଟାଇନରେ ରହିବେ ଭାରତୀୟ

ଟିକାର ଦୁଇଟି ଡୋଜ ନେଇସାରିଥିଲେ ବି ୧୦ ଦିନ ଯାଏଁ କ୍ୱାରେଣ୍ଟାଇନରେ ରହିବେ ଭାରତୀୟ। ବ୍ରିଟେନ୍‌ ତା’ର ଯାତ୍ରା ନିୟମରେ ପରିବର୍ତ୍ତନ କରି ଭାରତୀୟ ଯାତ୍ରୀଙ୍କ ଏଭଳି ନିର୍ଦ୍ଦେଶ ଜାରି କରିଛି। ବ୍ରିଟେନ ସରକାର କହିଛନ୍ତି ଯେ ଯଦି ଆଫ୍ରିକା, ଦକ୍ଷିଣ ଆମେରିକା, ସଂଯୁକ୍ତ ଆରବ ଏମିରେଟ୍ସ, ଭାରତ, ତୁର୍କୀ, ଜୋର୍ଡାନ, ଥାଇଲ୍ୟାଣ୍ଡ, ଋଷ ସମେତ ଅନ୍ୟ ଦେଶରେ ଟିକାକରଣ କରାଯାଇଛି, ତେବେ ସେହି ଟିକା ଗ୍ରହଣୀୟ ନୁହେଁ । ସେମାନଙ୍କୁ କ୍ୟାରେଣ୍ଟାଇନ ନିୟମ ମାନିବାକୁ ପଡ଼ିବ। ବ୍ରିଟେନର ଏହି ଯାତ୍ରା ନିୟମକୁ ତିନୋଟି ଭାଗରେ ବିଭକ୍ତ କରାଯାଇଛି। ନୀଳ, ଏମ୍ବର ଏବଂ ଲାଲ। ଭାରତକୁ ଏମ୍ବର ଶ୍ରେଣୀରେ ରଖାଯାଇଛି। ଏହି ନିମୟ ବ୍ରିଟେନ୍‌କୁ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ଟିକାକରଣ ସ୍ଥିତି ଉପରେ ନିର୍ଭର କରିବ।

ବ୍ରିଟେନର ଏହି ନୂଆ ଯାତ୍ରା ନିୟମକୁ ନେଇ କଂଗ୍ରେସ ନେତା ଜୟରାମ ରମେଶ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ‘କୋଭିସିଲ୍ଡ ଟିକାକୁ ମୂଳ ରୂପେ ବ୍ରିଟେନ୍‌ରେ ବିକଶିତ କରାଯାଇଛି। ପୁଣେ ସ୍ଥିତ ସିରମ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ ଏହି ଟିକାକୁ ବ୍ରିଟେନକୁ ମଧ୍ୟ ଯୋଗାଇଛି। ଏହାକୁ ଦୃଷ୍ଟିରେ ରଖି ସେଠାକାର ସରକାରଙ୍କ ଏହି ନିଷ୍ପତ୍ତି ସମ୍ପୂର୍ଣ୍ଣ ବିଚିତ୍ର ଅଟେ ବୋଲି ସେ କହିଛନ୍ତି।’

ସେପଟେ ଯେଉଁ ଯାତ୍ରୀ ଇଂଲଣ୍ଡ ଯିବାକୁ ଚାହୁଁଛନ୍ତି ସେମାନଙ୍କୁ ୩ ଦିନ ପୂର୍ବରୁ କରୋନା ଟେଷ୍ଟ କରିବାକୁ ପଡିବ। ଇଂଲଣ୍ଡ ପହଞ୍ଚିବାର ଦ୍ୱିତୀୟ ଦିନ ଏବଂ ଅଷ୍ଟମ ଦିନରେ ପୁଣି କରୋନା ଟେଷ୍ଟ କରିବାକୁ ପଡିବ ବୋଲି ନିୟମ ଲାଗୁ କରାଯାଇଛି ।  

Powered by Froala Editor

Tags britain

Related articles Odisha News Lens 4.1

  • ନବଜାତ ଶିଶୁ ମୁହଁରେ ନିଶ !
    ଦେଶ-ଦେଶାନ୍ତର

    ନବଜାତ ଶିଶୁ ମୁହଁରେ ନିଶ !

    14247
    Oct 25, 2026
  • ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ଜାଣନ୍ତୁ.....
    ଦେଶ-ଦେଶାନ୍ତର

    ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ଜାଣନ୍ତୁ.....

    13557
    Oct 25, 2026
  • ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର
    ଦେଶ-ଦେଶାନ୍ତର

    ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର

    13471
    Oct 25, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର
    ବାଣିଜ୍ୟ

    ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14032
    Oct 25, 2026
  • ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା  ସ୍ୟାଣ୍ଡ ସ୍ନେକ୍
    ଦେଶ-ଦେଶାନ୍ତର

    ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା ସ୍ୟାଣ୍ଡ ସ୍ନେକ୍

    13892
    Oct 25, 2026
  • ୭ ଟଙ୍କା ଲଟେରୀରେ ଭାଗ୍ୟ ଚମକିଗଲା
    ଦେଶ-ଦେଶାନ୍ତର

    ୭ ଟଙ୍କା ଲଟେରୀରେ ଭାଗ୍ୟ ଚମକିଗଲା

    15349
    Oct 25, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ
    ବିଶେଷ

    ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14601
    Oct 25, 2026
  • ବିବାହ ପାଇଁ ଚୋରି କରି ଗିରଫ ହେଲେ ପ୍ରେମୀଯୁଗଳ
    ଦେଶ-ଦେଶାନ୍ତର

    ବିବାହ ପାଇଁ ଚୋରି କରି ଗିରଫ ହେଲେ ପ୍ରେମୀଯୁଗଳ

    15069
    Oct 25, 2026
  • କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଲେ ସୋନମ ୱାଙ୍ଗଚୁକ, କହିଲେ ଏହା.....
    ଦେଶ-ଦେଶାନ୍ତର

    କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଲେ ସୋନମ ୱାଙ୍ଗଚୁକ, କହିଲେ ଏହା.....

    15412
    Oct 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14601
    Oct 25, 2026
  • ଦେଶ-ଦେଶାନ୍ତର

    ୭ ଟଙ୍କା ଲଟେରୀରେ ଭାଗ୍ୟ ଚମକିଗଲା

    15349
    Oct 25, 2026
  • ଦେଶ-ଦେଶାନ୍ତର

    ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ଜାଣନ୍ତୁ.....

    13557
    Oct 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17218
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17913
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17858
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18280
    Sep 06, 2023

ବିଶେଷ

  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14601
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15521
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15720
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15090
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15552
    Oct 16, 2026

ବାଣିଜ୍ୟ

ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

ଦୀପାବଳିର ଠିକ୍ ପୂର୍ବରୁ ସୁନା ଦରରେ ଦ୍ରୁତ ହ୍ରାସ ଦେଖିବାକୁ ମିଳିଛି । ଚଳିତ ସପ୍ତାହରେ ଅନ୍ତର୍ଜାତୀୟ ବଜାରରେ ସୁନା ଦର ପାଖାପାଖି ୪% ଖସିଛି । ଏହି ୪ ମାସରେ ସୁନାର ଏହା ସର୍ବବୃହତ୍ ହ୍ରାସ । ଅଶୋଧିତ ତୈଳ ଦରରେ ବୃଦ୍ଧି, ଦରଦାମ ଚିନ୍ତା ଏବଂ କଡ଼ା ମୁଦ୍ରାନୀତି ଆଶଙ୍କା ଯୋଗୁ ସୁନା ଆଉନ୍ସ ପିଛା ୪,୦୦୦ ଡଲାର ପର୍ଯ୍ ...

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15068
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14769
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15239
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14425
    Oct 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14601
    Oct 25, 2026
  • ବିବାହ ପାଇଁ ଚୋରି କରି ଗିରଫ ହେଲେ ପ୍ରେମୀଯୁଗଳ

    15069
    Oct 25, 2026
  • ନବଜାତ ଶିଶୁ ମୁହଁରେ ନିଶ !

    14247
    Oct 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In