Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, November 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶସ୍ତା ହେଲା ୨୨ ଓ ୨୪ କ୍ୟାରେଟ୍‌ ସୁନା

  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ...

  • ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ...

  • ୨ରୁ ୪ ଟଙ୍କା ବୃଦ୍ଧି ହେଲା ଅମୁଲ ଏବଂ ମଦର ...

  • କେମିକାଲ ଟାଙ୍କିରେ ଖସି ପଡି ପ୍ରାଣ ...

  • ପ୍ରେସର କୁକରରେ ସିଝିଲାନି ଡାଲି, ...

  • 'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା

  • ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

  • ସ୍ୱଚ୍ଛ ସର୍ଭେକ୍ଷଣ : ଇନ୍ଦୋରକୁ ପଛରେ ...

  • କୋଲକାତା ବିମାନବନ୍ଦରରେ ଆଲର୍ଟ, ଶୌଚାଳୟ ...

ବିଶେଷ
Home ›› ବିଶେଷ ››କ୍ଷୀର ସହିତ ଖାଆନ୍ତୁ ନାହିଁ ଏହି ଜିନିଷ, ନଚେତ୍ ଘୋର ଅସୁବିଧାରେ ପଡିପାରନ୍ତି

କ୍ଷୀର ସହିତ ଖାଆନ୍ତୁ ନାହିଁ ଏହି ଜିନିଷ, ନଚେତ୍ ଘୋର ଅସୁବିଧାରେ ପଡିପାରନ୍ତି

2021-09-21 04:54:20
14803
Share:
Facebook
Twitter
E-Mail
WhatsApp
Telegram
କ୍ଷୀର ସହିତ ଖାଆନ୍ତୁ ନାହିଁ ଏହି ଜିନିଷ, ନଚେତ୍ ଘୋର ଅସୁବିଧାରେ ପଡିପାରନ୍ତି


ଶରୀର ପାଇଁ ଅନେକ ପ୍ରକାର ପୋଷକ ତତ୍ତ୍ୱ ଆମେ ଖାଦ୍ୟରୁ ହିଁ ପାଇଥାଉ । କ୍ଷୀରରେ ଭିଟାମିନ-ଡି ଓ ପ୍ରଚୁର ପରିମାଣରେ କ୍ୟାଲ୍ସିୟମ ଥିବାରୁ ଏହା ଆମ ଶରୀର ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ । ଏଥିପାଇଁ ଡାକ୍ତର ମାନେ ସର୍ବଦା କ୍ଷୀର ପିଇବାକୁ ପରାମର୍ଶ ଦେଇଥାନ୍ତି । କିନ୍ତୁ ଅନେକ ଲୋକ କ୍ଷୀର ସହିତ ଅନ୍ୟ କିଛି ଜିନିଷ ମିଶାଇ ଖାଇବା ପାଇଁ ପସନ୍ଦ କରିଥାନ୍ତି । ଯାହାଦ୍ୱରା ଅନେକ ଅସୁବିଧାର ସମ୍ଭାବନା ଥାଏ । ଯେପରିକି ଖଟାଫଳ ଯଥା ଲେମ୍ବୁ, କମଳା, ଧନିଆ ପତ୍ର, ଆମଲା ଆଦି ସହ କ୍ଷୀର ଖାଇବା ଉଚିତ୍ ନୁହେଁ । କାରଣ ଭିଟାମିନ୍-ସି ଓ ସାଇଟ୍ରିକ ଏସିଡ୍ ଅଧିକ ପରିମାଣରେ ଫଳରେ ଥାଏ, ସେଥିପାଇଁ ଏହାକୁ କ୍ଷୀର ସହ ଖାଇଲେ କ୍ଷୀର ପେଟରେ ଫାଟିଯାଏ ଓ ହଜମ ପ୍ରକ୍ରିୟାରେ ସମସ୍ୟା ଦେଖାଯାଇଥାଏ । ଏହା ସହିତ ମାଂସ ମଧ୍ୟ କ୍ଷୀର ସହିତ ଖାଇବା ଉଚିତ୍ ନୁହେଁ । ଉଭୟ ପ୍ରୋଟିନଯୁକ୍ତ ହୋଇଥିବାରୁ ଏହା ପେଟ ସମ୍ବନ୍ଧୀୟ ସମସ୍ୟା, ଆଲର୍ଜୀ ଭଳି ସମସ୍ୟା ସୃଷ୍ଟି କରିଥାଏ । ଚେରୀ ସହ କ୍ଷୀର ଖାଇବା ଦ୍ୱାରା ସ୍ୱାସ୍ଥ୍ୟ ଉପରେ ଖରାପ ପ୍ରଭାବ ପଡିଥାଏ । ଅନେକ ଲୋକ ସ୍ନାକ୍ସ ଓ ଲୁଣିଆ ଜିନିଷ ସହ କ୍ଷୀର ପିିବାକୁ ପସନ୍ଦ କରିଥାନ୍ତି । କାରଣ ଲୁଣିଆ ଜିନିଷ ସହ କ୍ଷୀର ଖାଇବା ଦ୍ୱାରା ଚର୍ମ ସମ୍ବନ୍ଧୀୟ ସମସ୍ୟା ଦେଖା ଦେଇଥାଏ ।

Powered by Froala Editor

Tags milk

Related articles Odisha News Lens 4.1

  • ପ୍ରେସର କୁକରରେ ସିଝିଲାନି ଡାଲି, କ୍ଷତିପୂରଣ ଦେଲା କମ୍ପାନୀ
    ଦେଶ-ଦେଶାନ୍ତର

    ପ୍ରେସର କୁକରରେ ସିଝିଲାନି ଡାଲି, କ୍ଷତିପୂରଣ ଦେଲା କମ୍ପାନୀ

    14585
    Nov 12, 2026
  • ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ବ୍ୟସ୍ତ ହେବାର କୌଣସି ଆବଶ୍ୟକତା ନାହିଁ:ଯୋଗୀ
    ଦେଶ-ଦେଶାନ୍ତର

    ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ବ୍ୟସ୍ତ ହେବାର କୌଣସି ଆବଶ୍ୟକତା ନାହିଁ:ଯୋଗୀ

    14669
    Nov 12, 2026
  • ସ୍ୱଚ୍ଛ ସର୍ଭେକ୍ଷଣ : ଇନ୍ଦୋରକୁ ପଛରେ ପକାଇ ନଭି ମୁମ୍ବାଇ ନମ୍ବର -୧
    ଦେଶ-ଦେଶାନ୍ତର

    ସ୍ୱଚ୍ଛ ସର୍ଭେକ୍ଷଣ : ଇନ୍ଦୋରକୁ ପଛରେ ପକାଇ ନଭି ମୁମ୍ବାଇ ନମ୍ବର -୧

    13878
    Nov 12, 2026
  • 'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା
    ଦେଶ-ଦେଶାନ୍ତର

    'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା

    15710
    Nov 12, 2026
  • କୋଲକାତା ବିମାନବନ୍ଦରରେ ଆଲର୍ଟ, ଶୌଚାଳୟ ଆଇନା ଉପରେ ଲିପଷ୍ଟିକରେ ଲେଖାଥିଲା ...
    ଦେଶ-ଦେଶାନ୍ତର

    କୋଲକାତା ବିମାନବନ୍ଦରରେ ଆଲର୍ଟ, ଶୌଚାଳୟ ଆଇନା ଉପରେ ଲିପଷ୍ଟିକରେ ଲେଖାଥିଲା ...

    15349
    Nov 11, 2026
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ...
    ବାଣିଜ୍ୟ

    ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ...

    14977
    Nov 12, 2026
  • ଶସ୍ତା ହେଲା ୨୨ ଓ ୨୪ କ୍ୟାରେଟ୍‌ ସୁନା
    ଦେଶ-ଦେଶାନ୍ତର

    ଶସ୍ତା ହେଲା ୨୨ ଓ ୨୪ କ୍ୟାରେଟ୍‌ ସୁନା

    14480
    Nov 13, 2026
  • ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର
    ଦେଶ-ଦେଶାନ୍ତର

    ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

    15865
    Nov 12, 2026
  • ୨ରୁ ୪ ଟଙ୍କା ବୃଦ୍ଧି ହେଲା ଅମୁଲ ଏବଂ ମଦର ଡେରୀ କ୍ଷୀର
    ଦେଶ-ଦେଶାନ୍ତର

    ୨ରୁ ୪ ଟଙ୍କା ବୃଦ୍ଧି ହେଲା ଅମୁଲ ଏବଂ ମଦର ଡେରୀ କ୍ଷୀର

    13682
    Nov 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶସ୍ତା ହେଲା ୨୨ ଓ ୨୪ କ୍ୟାରେଟ୍‌ ସୁନା

    14480
    Nov 13, 2026
  • ଦେଶ-ଦେଶାନ୍ତର

    ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

    15865
    Nov 12, 2026
  • ଦେଶ-ଦେଶାନ୍ତର

    ୨ରୁ ୪ ଟଙ୍କା ବୃଦ୍ଧି ହେଲା ଅମୁଲ ଏବଂ ମଦର ଡେରୀ କ୍ଷୀର

    13682
    Nov 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17275
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17977
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17934
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18347
    Sep 06, 2023

ବିଶେଷ

  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14240
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15592
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14379
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14447
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    15060
    Nov 01, 2026

ବାଣିଜ୍ୟ

ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

ଏହି ପଦକ୍ଷେପ ଶିକ୍ଷାଦାନକୁ ସୁଦୃଢ଼ କରିବା ଏବଂ ବୋର୍ଡ ପରୀକ୍ଷା ପ୍ରସ୍ତୁତିରେ ସହାୟତା ମାଧ୍ୟମରେ ୧୧୮୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଉପକୃତ କରିଛି

ଭୁବନେଶ୍ୱର, ୧୨/୧୧/୨୦୨୬: ଭାରତର ସର୍ବବୃହତ ଆଲୁମି ...

  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14362
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15582
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14161
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14175
    Nov 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ବ୍ୟସ୍ତ ହେବାର କୌଣସି ଆବଶ୍ୟକତା ନାହିଁ:ଯୋଗୀ

    14669
    Nov 12, 2026
  • ସ୍ୱଚ୍ଛ ସର୍ଭେକ୍ଷଣ : ଇନ୍ଦୋରକୁ ପଛରେ ପକାଇ ନଭି ମୁମ୍ବାଇ ନମ୍ବର -୧

    13878
    Nov 12, 2026
  • ପ୍ରେସର କୁକରରେ ସିଝିଲାନି ଡାଲି, କ୍ଷତିପୂରଣ ଦେଲା କମ୍ପାନୀ

    14585
    Nov 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In