Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏଭରେଷ୍ଟ ଜିରା ପାଉଡରର ଅସୁରକ୍ଷିତ ଘୋଷଣା, ...

  • ରୁଷରେ ବ୍ୟାପିଲା ନ୍ୟୁମୋନିକ୍ ପ୍ଲେଗ୍, ...

  • ସବୁ ସତ କହିଲା ଓମାନୀ ପାଇଲଟ ହମ୍ମାନି, ...

  • ‘ଏଭରେଷ୍ଟ ଜିରା ପାଉଡର’ରେ FSSAI ର ବଡ଼ ...

  • ଏହି ଦେଶରେ ଲୋକଙ୍କ ଜୀବନ ଆୟୁଷ କମ

  • ଆଣ୍ଡିଜ୍‌ ପର୍ବତମାଳାରେ ନୂଆ ପ୍ରଜାତି ...

  • ପ୍ରେସର୍ କୁକର୍, ପଥର, ଲାପଟପ୍ ଚାର୍ଜର ...

  • ଦୃଶ୍ୟମ୍ ଦେଖି ବାପାକୁ ହତ୍ୟା, ଗୋଟିଏ ଫୋନ୍ ...

  • ବେଦ ପଢି ଇସ୍ରୋ ବୈଜ୍ଞାନିକ

  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚନ୍ନିଙ୍କ ବିଷୟରେ ଜାଣନ୍ତୁ

ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚନ୍ନିଙ୍କ ବିଷୟରେ ଜାଣନ୍ତୁ

2021-09-21 06:38:51
14438
Share:
Facebook
Twitter
E-Mail
WhatsApp
Telegram
ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚନ୍ନିଙ୍କ ବିଷୟରେ ଜାଣନ୍ତୁ

ଚଣ୍ଡୀଗଡ : କ୍ୟାପଟେନ ଅମରିନ୍ଦର ସିଂହ ପଂଜାବର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାପରେ ଚରଣଜିତ ସିଂହ ଚନ୍ନିଙ୍କୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯାଇଛି । ୫୮ ବର୍ଷୀୟ ଦଳିତ ନେତା ଚନ୍ନି ରାଜ୍ୟର ଚମକେର ସାହିବ ଆସନରୁ ବିଧାୟକ ଅଛନ୍ତି । ସେ କଂଗ୍ରେସ ଟିକଟରେ ତୃତୀୟ ଥର ପାଇଁ ବିଧାୟକ ନିର୍ବାଚିତ ହୋଇଛନ୍ତି । ଏକଦା ଅମରିନ୍ଦରଙ୍କ ସହ ଘନିଷ୍ଠ ଥିବା ଚନ୍ନି ପ୍ରାୟ ୨ ବର୍ଷ ହେଲା ତାଙ୍କୁ ବିରୋଧ କରି ଆସୁଛନ୍ତି । ୨୦୧୭ରେ ଚରଣଜିତ ସିଂହ ଚନ୍ନିଙ୍କୁ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ କରାଯାଇଥିଲା । ତେବେ ତାଙ୍କର ଶିକ୍ଷାଗତ ଯୋଗ୍ୟତା ଦ୍ୱାଦଶ ଶ୍ରେଣୀରେ ସୀମିତ ଥିବାରୁ ଏହାକୁ ନେଇ ବିବାଦ ହୋଇଥିଲା । ଚନ୍ନି ୨୦୧୫-୨୦୧୬ରେ ରାଜ୍ୟ ବିଧାନସଭାରେ ବିରୋଧୀ ଦଳ ନେତା ଦାୟିତ୍ୱ ତୁଲାଇଥିଲେ । ଏହା ସହିତ ସେ ଅମରିନ୍ଦର ସିଂହଙ୍କ କ୍ୟାବିନେଟରେ ବୈଷୟିକ ଶିକ୍ଷା ମନ୍ତ୍ରୀ ଥିଲେ । ୧୯୬୬ରେ ହୋଇଥିବା ରାଜ୍ୟ ପୁନର୍ଗଠନ ପରଠାରୁ ପର୍ଯ୍ୟନ୍ତ କେହି ଦଳିତ ମୁଖ୍ୟମନ୍ତ୍ରୀ ହୋଇନଥିବା ବେଳେ ଏବେ ଚନ୍ନି ପ୍ରଥମ ଦଳିତ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି । ଚନ୍ନିଙ୍କ ସହିତ ୨ ଜଣ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତି ଦେବାକୁ ମଧ୍ୟ କଂଗ୍ରେସ ଯୋଜନା କରୁଛି ।

Powered by Froala Editor

Tags Punjab cm

Related articles Odisha News Lens 4.1

  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...
    ଦେଶ-ଦେଶାନ୍ତର

    ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...

    14339
    Oct 04, 2026
  • ବେଦ ପଢି ଇସ୍ରୋ ବୈଜ୍ଞାନିକ
    ଦେଶ-ଦେଶାନ୍ତର

    ବେଦ ପଢି ଇସ୍ରୋ ବୈଜ୍ଞାନିକ

    14671
    Oct 05, 2026
  • ପ୍ରେସର୍ କୁକର୍, ପଥର, ଲାପଟପ୍ ଚାର୍ଜର କେବଲରେ ସ୍ତ୍ରୀକୁ ମାରୁଥିଲେ ସ୍ୱାମୀ
    ଅପରାଧ

    ପ୍ରେସର୍ କୁକର୍, ପଥର, ଲାପଟପ୍ ଚାର୍ଜର କେବଲରେ ସ୍ତ୍ରୀକୁ ମାରୁଥିଲେ ସ୍ୱାମୀ

    14377
    Oct 05, 2026
  • ସବୁ ସତ କହିଲା ଓମାନୀ ପାଇଲଟ ହମ୍ମାନି, ପ୍ଲେନ୍ କ୍ରାସ କରିବା ପାଇଁ କରିଥିଲା ଯୋଜନା
    ଦେଶ-ଦେଶାନ୍ତର

    ସବୁ ସତ କହିଲା ଓମାନୀ ପାଇଲଟ ହମ୍ମାନି, ପ୍ଲେନ୍ କ୍ରାସ କରିବା ପାଇଁ କରିଥିଲା ଯୋଜନା

    14163
    Oct 05, 2026
  • ରୁଷରେ ବ୍ୟାପିଲା ନ୍ୟୁମୋନିକ୍ ପ୍ଲେଗ୍, ପାଞ୍ଚଟି ହସ୍ପିଟାଲ୍ ବନ୍ଦ
    ଦେଶ-ଦେଶାନ୍ତର

    ରୁଷରେ ବ୍ୟାପିଲା ନ୍ୟୁମୋନିକ୍ ପ୍ଲେଗ୍, ପାଞ୍ଚଟି ହସ୍ପିଟାଲ୍ ବନ୍ଦ

    14696
    Oct 05, 2026
  • ଆଣ୍ଡିଜ୍‌ ପର୍ବତମାଳାରେ ନୂଆ ପ୍ରଜାତି ଏଣ୍ଡୁଅ ସନ୍ଧାନ
    ଦେଶ-ଦେଶାନ୍ତର

    ଆଣ୍ଡିଜ୍‌ ପର୍ବତମାଳାରେ ନୂଆ ପ୍ରଜାତି ଏଣ୍ଡୁଅ ସନ୍ଧାନ

    13656
    Oct 05, 2026
  • ‘ଏଭରେଷ୍ଟ ଜିରା ପାଉଡର’ରେ FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ
    ଦେଶ-ଦେଶାନ୍ତର

    ‘ଏଭରେଷ୍ଟ ଜିରା ପାଉଡର’ରେ FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ

    15358
    Oct 05, 2026
  • ଦୃଶ୍ୟମ୍ ଦେଖି ବାପାକୁ ହତ୍ୟା, ଗୋଟିଏ ଫୋନ୍ କଲ୍ ଧରାଇଦେଲା
    ଅପରାଧ

    ଦୃଶ୍ୟମ୍ ଦେଖି ବାପାକୁ ହତ୍ୟା, ଗୋଟିଏ ଫୋନ୍ କଲ୍ ଧରାଇଦେଲା

    14057
    Oct 05, 2026
  • ଏହି ଦେଶରେ ଲୋକଙ୍କ ଜୀବନ ଆୟୁଷ କମ
    ଦେଶ-ଦେଶାନ୍ତର

    ଏହି ଦେଶରେ ଲୋକଙ୍କ ଜୀବନ ଆୟୁଷ କମ

    14735
    Oct 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସବୁ ସତ କହିଲା ଓମାନୀ ପାଇଲଟ ହମ୍ମାନି, ପ୍ଲେନ୍ କ୍ରାସ କରିବା ପାଇଁ କରିଥିଲା ଯୋଜନା

    14163
    Oct 05, 2026
  • ଦେଶ-ଦେଶାନ୍ତର

    ଏଭରେଷ୍ଟ ଜିରା ପାଉଡରର ଅସୁରକ୍ଷିତ ଘୋଷଣା, ବଜାରରୁ ତୁରନ୍ତ ଫେରାଇ ନେବାକୁ ନିର୍ଦ୍ଦେଶ

    14027
    Oct 05, 2026
  • ଦେଶ-ଦେଶାନ୍ତର

    ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତନ୍ୟାହୁ

    14339
    Oct 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17153
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17844
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17806
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18222
    Sep 06, 2023

ବିଶେଷ

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14343
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15454
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14127
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15864
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15432
    Sep 21, 2026

ବାଣିଜ୍ୟ

ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

ପୂର୍ବରୁ ସୁନା ଚମକ ଆଗରେ ରୁପା ଫିକା ପଡ଼ିଥିଲା । ମାତ୍ର ଏବେ ରୁପାରେ ଚମକ ରହିଥିବା କହିଛନ୍ତି ବ୍ୟବସାୟୀ । ଲୋକେ ସୁନା ପରିବର୍ତ୍ତେ ରୁପା ମୁହାଁ ହୋଇଛନ୍ତି । ପାର୍ବଣରେ ଏହି ଧାରା ଆହୁରି ଦୃଢ଼ ହୋଇଛି । ଏହାକୁ ଦେଖି ସୁନା ଦୋକାନୀ ଏବଂ ବ୍ୟବସାୟୀମାନେ ବ୍ୟାପକ ବର୍ଗର ଗହଣା ରେଞ୍ଜ୍ ସହ ଆକର୍ଷଣୀୟ ଅଫର ଦେଉଛନ୍ତି ।

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15388
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15051
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14402
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14351
    Sep 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ଦେଶରେ ଲୋକଙ୍କ ଜୀବନ ଆୟୁଷ କମ

    14735
    Oct 05, 2026
  • ରୁଷରେ ବ୍ୟାପିଲା ନ୍ୟୁମୋନିକ୍ ପ୍ଲେଗ୍, ପାଞ୍ଚଟି ହସ୍ପିଟାଲ୍ ବନ୍ଦ

    14696
    Oct 05, 2026
  • ପ୍ରେସର୍ କୁକର୍, ପଥର, ଲାପଟପ୍ ଚାର୍ଜର କେବଲରେ ସ୍ତ୍ରୀକୁ ମାରୁଥିଲେ ସ୍ୱାମୀ

    14377
    Oct 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In