Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 24, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ...

  • ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ...

  • ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ...

  • ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ...

  • ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ ...

  • ବେଟି ବଚାଓ କହୁଥିବା ଦଳର ...

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ ...

  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ ...

  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

ରାଜନୀତି
Home ›› ରାଜନୀତି ››ଅସଲ ଜମି ମାଲିକଙ୍କ ନାମକୁ ଜମି ମାଲିକାନା ସତ୍ୱ ମଇ ୧୯ ମଧ୍ୟରେ ପରିବର୍ତନ ନକଲେ ସଚିବାଳୟ ସମ୍ମୁଖରେ ହଜାର ହଜାର ସଂଖ୍ୟାରେ ଧାରଣା ଦିଆଯିବ - ସୁରେଶ କୁମାର ରାଉତରାୟ

ଅସଲ ଜମି ମାଲିକଙ୍କ ନାମକୁ ଜମି ମାଲିକାନା ସତ୍ୱ ମଇ ୧୯ ମଧ୍ୟରେ ପରିବର୍ତନ ନକଲେ ସଚିବାଳୟ ସମ୍ମୁଖରେ ହଜାର ହଜାର ସଂଖ୍ୟାରେ ଧାରଣା ଦିଆଯିବ - ସୁରେଶ କୁମାର ରାଉତରାୟ

2021-04-19 11:01:47
14548
Share:
Facebook
Twitter
E-Mail
WhatsApp
Telegram
ଅସଲ ଜମି ମାଲିକଙ୍କ ନାମକୁ ଜମି ମାଲିକାନା ସତ୍ୱ ମଇ ୧୯ ମଧ୍ୟରେ ପରିବର୍ତନ ନକଲେ ସଚିବାଳୟ ସମ୍ମୁଖରେ ହଜାର ହଜାର ସଂଖ୍ୟାରେ ଧାରଣା ଦିଆଯିବ - ସୁରେଶ କୁମାର ରାଉତରାୟ
ଭୁବନେଶ୍ୱର ତା ୧୯.୦୪ - ୨୦୧୨ ମସିହା ଠାରୁ ଦୀର୍ଘ ୯ବର୍ଷ ଧରି ନିଜ ଭିଟାମାଟି, ଘରଡିହ ଓ ଜମିବାଡ଼ି ନିଜ ନାମକୁ ଫେରାଇ ଆଣିବା ପାଇଁ ଆମେ ଜଟଣୀ ନିବାସୀ ସଂଘର୍ଷ କରୁଛୁ ବୋଲି ଜଟଣୀ ବିଧାୟକ ଶ୍ରୀ ସୁରେଶ କୁମାର ରାଉତରାୟ କଂଗ୍ରେସ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି । ୨୦୧୨ ମସିହାରେ ଜଣେ ସେଟେଲମେଂଟ ଅଫିସର ଆମମାନଙ୍କର ପୈତୃକ ସ୍ଥିତିବାନ ଭୂସପଂତିକୁ ଭୁଲ ବଶତଃ ଶ୍ରୀଜଗନ୍ନାଥଙ୍କ ନାମରେ ନାମିତ କରିଦେବା ପରେ ଆମର ଅବସ୍ଥା ଶୋଚନୀୟ ହୋଇପଡ଼ିଛି ଏବଂ ବଡ଼ କଥା ହେଉଛି ଆମ ଅଂଚଳରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣ ଯୋଜନାର ବିନିଯୋଗ ୯ ବର୍ଷ ଧରି ହୋଇପାରୁ ନାହିଁ । ରାଜ୍ୟ ସରକାରଙ୍କ ପାଖରେ ଯେତେ ଅଭିଯୋଗ ଜଣାଇଲେ ବି ଏ ପର୍ଯ୍ୟନ୍ତ କୌଣସି ସୁଫଳ ମିଳିନାହିଁ । ରାଜ୍ୟ ସରକାରଙ୍କ ଉଦାସୀନତାର ପ୍ରତିବାଦ କରି ଶ୍ରୀ ରାଉତରାୟଙ୍କ ନେତୃତ୍ୱରେ ଜଟଣୀ ନିବାସୀ ନବୀନ ନିବାସ ସମ୍ମୁଖରେ ଗଣଆତ୍ମାହୁତି ଦେବା ପାଇଁ ନିଷ୍ପତି ନେଇଥିଲେ । ମାତ୍ର ସରକାର ଏହାର ସମାଧାନ ପାଇଁ ପ୍ରତିଶ୍ରୁତି ଦେବା ପରେ ‘ଜଟଣୀ ସ୍ଥିତିବାନ ଏକରାଜ ମାହାଲ ନାଗରିକ ମଂଚ’ ପକ୍ଷରୁ ଗଣଆହ୍ମାହୁତି ନିଷ୍ପତି ପ୍ରତ୍ୟାହାର କରି ନିଆଯାଇଥିଲା । ଶ୍ରୀ ରାଉତରାୟଙ୍କ ନେତୃତ୍ୱରେ ଏହି ମଂଚ ଗତ ଫେବୃଆରୀ ୧ ତାରିଖରେ ମୁଖ୍ୟ ଶାସନ ସଚ୍ଚିବ, ଡେଭଲପମେଣ୍ଟ କମିଶନର, ରାଜସ୍ୱ ସଚ୍ଚିବ, ଅତିରିକ୍ତ ରାଜସ୍ୱ ସଚ୍ଚିବ, ଆଇନ ସଚ୍ଚିବଙ୍କ ସହିତ ଏ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । ଏହି ତ୍ରୁଟି ସମ୍ପର୍କରେ ସମସ୍ତେ ଅବଗତ ହୋଇସାରିଲେଣି । ମୁଖ୍ୟମନ୍ତ୍ରୀ ଏବଂ ୫-ଟି ସଚ୍ଚିବଙ୍କ ନିର୍ଦ୍ଦେଶକ୍ରମେ ଏହାର ଅନୁଧ୍ୟାନ କରି କାର୍ଯ୍ୟସଂପନ୍ନ ପାଇଁ ନିର୍ଦ୍ଦିଷ୍ଟ ଭାବେ କିଛି ଉଚ୍ଚପଦସ୍ଥ ଅଫିସରଙ୍କୁ ସଂପୂର୍ଣ୍ଣଭାବେ ଦାୟିତ୍ୱ ଦିଆଯାଇଛି ବୋଲି କୁହାଯାଇଛି । ଖୁବଶୀଘ୍ର ଅସଲ ଜମିମାଲିକଙ୍କ ନାମକୁ ଜମିର ମାଲିକାନା ସତ୍ୱ ପରିବର୍ତନ କରାଯିବ ବୋଲି ସଚିବମାନେ ଏହି ମଂଚକୁ ନିର୍ଭର ପ୍ରତିଶ୍ରୁତି ଦେଇଥିଲେ । ମାତ୍ର ଇତ୍ୟବସରରେ ଦୁଇମାସ ବିତି ଯାଇଥିଲେ ମଧ୍ୟ ସରକାର ଏହି କାର୍ଯ୍ୟକୁ ତ୍ୱରାନ୍ୱିତ କରି ଏ ପର୍ଯ୍ୟନ୍ତ ଚୂଡାନ୍ତ ନିଷ୍ପତି ନେଇପାରି ନଥିବାରୁ ଶ୍ରୀ ରାଉତରାୟ କ୍ଷୋଭ ପ୍ରକାଶ କରିଛନ୍ତି । ଘଟଣାକୁ ଗୁରୁତ୍ୱର ସହ ବିଚାରକୁ ନେଇ ୧ମାସ ଅର୍ଥାତ୍ ମଇ ୧୯ ସୁଦ୍ଧା ରାଜ୍ୟ ସରକାର ଯଦି ଜଟଣୀବାସୀଙ୍କୁ ନ୍ୟାୟ ନଦିଅନ୍ତି, ତେବେ କ୍ଷତିଗ୍ରସ୍ତ ଜଟଣୀବାସୀ ପୁଣି ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରବାକୁ ବାଧ୍ୟ ହେବେ ବୋଲି ଶ୍ରୀ ରାଉତରାୟ ଚେତାବନୀ ଦେଇଛନ୍ତି । ଏଠାରେ ପ୍ରକାଶଥାଉକି ଜଟଣୀ ମ୍ୟୁନିସିପାଲିଟି ଓ ତାର ପାଶ୍ୱର୍ବର୍ତୀ ୧୩ଟି ଗ୍ରାମ ଯଥା ବେରୁଆଁ, ଭଁସର, ବାଇରଙ୍ଗ, ହରିରାଜପୁର, ବୁଢ଼ାପଡ଼ା, ନିରଞ୍ଜନପୁର, କନ୍ତିଆ, ରଥିପୁର, କୁଶମାଟି, ଛଣଘର, ଓଗରସୁଆଁ, କୁଦିଆରି, ରାମଚନ୍ଦ୍ରପୁରର ୧ ଲକ୍ଷ ୭୨ ହଜାର ଲୋକ ତାଙ୍କର ପୈତୃକ ଭୂସଂପତିର ମାଲିକାନା ସତ୍ୱ ଜଗନ୍ନାଥଙ୍କ ନାମରୁ ନିଜ ନାମକୁ ପରିବର୍ତନ ପାଇଁ ଦୀର୍ଘ ଦିନ ହେବ ସଂଗ୍ରାମ ଜାରି ରଖିଛନ୍ତି । ଜଟଣୀବାସୀଙ୍କ ପୈତୃକ ଭୂସଂପତି ସରକାରୀ ତ୍ରୁଟି ପାଇଁ ଭୁଲ୍ ବଶତଃ ଶ୍ରୀଜଗନ୍ନଥଙ୍କ ନାମରେ ପରିବର୍ତିତ ହୋଇଯିବା ଫଳରେ ଭାରତ ସରକାର ଓ ଓଡ଼ିଶା ସରକାରଙ୍କର କୌଣସି ଉନ୍ନତିମୂଳକ ଯୋଜନାର ଅର୍ଥ ସ୍କୁଲଘର, ଖେଳପଡିଆ, ଡାକ୍ତରଖାନା, ରାସ୍ତାଘାଟ, ପାଠାଗାର, କମ୍ୟୁନିଟି ସେଂଟର, ଭାଗବତ ଟୁଙ୍ଗି, ମଶାଣ ପ୍ରଭୃତିର ପୁନଃରୁଦ୍ଧାର ଓ ନିର୍ମାଣ କୌଣସି କାର୍ଯ୍ୟରେ ବିନିଯୋଗ ହୋଇପାରୁନାହିଁ । ଉଚ୍ଚଶିକ୍ଷା କ୍ଷେତ୍ରରେ ଏବଂ ବିଭାଘର, ବ୍ରତ ଘର, ଶୁଦ୍ଧିକ୍ରିୟା ଇତ୍ୟାଦି ସାମାଜିକ କାର୍ଯ୍ୟକ୍ରମ ସଂପନ୍ନ କରିବା ପାଇଁ ଆବଶ୍ୟକସ୍ଥଳେ ଏଠିକାର ଲୋକ ନିଜ ଜମିକୁ ବିକ୍ରୟ କରିପାରୁ ନାହାନ୍ତି । ୨୦୧୨ ମସିହା ପୂର୍ବରୁ ଏଠିକାର ଜମିଜମା, ଘରଡିହ ଯେଉଁ ସ୍ଥିତିରେ ଥିଲା ସେହିଭଳି ସ୍ଥିତିକୁ ତୁରନ୍ତ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ନିଷ୍ପତି ନିଅନ୍ତୁ । ଅମଲାତନ୍ତ୍ରିକ ସ୍ତରରେ ହୋଇଥିବା ଭୁଲ୍‌ର ସଂଶୋଧନ କରନ୍ତୁ । ଜଟଣୀବାସୀଙ୍କର ଦୀର୍ଘ ୯ ବର୍ଷର ସଂଘର୍ଷର ଅନ୍ତ ଘଟୁ । ସେଟେଲମେଂଟ ଅଫିସରଙ୍କର ଗୋଟିଏ ଅର୍ଡରରେ ଯେପରି ମାଲିକାନା ସତ୍ୱ ପରିବର୍ତନ ହୋଇଯାଇଥିଲା ସେହିଭଳି ଗୋଟିଏ ଅର୍ଡରରେ ଅସଲ ଜମି ମାଲିକଙ୍କ ପାଖକୁ ତାଙ୍କର ଜମି ଫେରି ଆସୁ । ଯଦି ମଇ ମାସ ୧୯ ତାରିଖ ସୁଦ୍ଧା ସରକାର ଜଟଣୀବାସୀଙ୍କୁ ତାଙ୍କ ପୈତୃକ ଜମି ଫେରାଇ ନଦିଅନ୍ତି, ତେବେ ମହାତ୍ମା ଗାନ୍ଧୀଙ୍କ ନୀତିରେ ଏବଂ ଗଣତାନ୍ତ୍ରିକ ପ୍ରକ୍ରିୟାରେ ସଚିବାଳୟ ସମ୍ମୁଖରେ ହଜାର ହଜାର ସଂଖ୍ୟାରେ ଧାରଣା ଦିଆଯିବ । ଯାହାର ପରିଣତି ହେବ ସେଥିପାଇଁ ରାଜ୍ୟ ସରକାର ଦାୟୀ ରହିବେ । ଏହି ସାମ୍ବାଦିକ ସମ୍ମିଳନୀରେ ମନୋରଞ୍ଜନ ଦାଶ, କୋଇଲି ସୁବୁଦ୍ଧି, ଚିନ୍ମୟ ସୁନ୍ଦର ଦାସ, ସଂଗ୍ରାମ ରାଉତରାୟ, ଅଶୋକ ମଙ୍ଗରାଜ, ବିବି ବଡଜେନା, ନୌସରୀ ଅଲ୍ଲୀ, ଦେବରାଜ ବେହେରା, କଳିଙ୍ଗ ଜେନା, ଜ୍ୟୋର୍ତିମୟୀ ଛୋଟରାୟ, କୈବଲ୍ୟ ସାମନ୍ତରାୟ, ସୁଧାଂଶୁ ମୋହନ ପଟ୍ଟନାୟକ, ତପନ ଚକ୍ରବର୍ତୀ, ସୁନିଲ୍ ରାଉତରାୟ, ନୃସିଂହ ସାହୁ, ଅନନ୍ତ ବେହେରା, କଳିଙ୍ଗ ସାହୁ, ଧନେଶ୍ୱର ରାଉତରାୟ, ନିକୁଞ୍ଜ ରାଉତରାୟ, ବ୍ରଜମୋହନ ମଙ୍ଗରାଜ ଓ ବାବୁଲି କାଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ ।
Tags suresh kumar routray , sura bhai , congress

Related articles Odisha News Lens 4.1

  • ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ଜାହାଜ
    ଦେଶ-ଦେଶାନ୍ତର

    ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ଜାହାଜ

    13747
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?
    ବିଶେଷ

    ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13965
    Jun 24, 2025
  • ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ପ୍ରେମିକ ନାଁରେ ମେଲ୍ ଆଇଡି ଖୋଲି ବୋମା ଧମକ ଦେଲେ ...
    ଦେଶ-ଦେଶାନ୍ତର

    ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ପ୍ରେମିକ ନାଁରେ ମେଲ୍ ଆଇଡି ଖୋଲି ବୋମା ଧମକ ଦେଲେ ...

    14295
    Jun 24, 2025
  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ
    ବିଶେଷ

    ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14944
    Jun 24, 2025
  • ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ଲାଗୁ ହେବ
    ଦେଶ-ଦେଶାନ୍ତର

    ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ଲାଗୁ ହେବ

    14044
    Jun 24, 2025
  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ
    ଦେଶ-ଦେଶାନ୍ତର

    ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13588
    Jun 24, 2025
  • ବେଟି ବଚାଓ କହୁଥିବା ଦଳର ମୁଖ୍ୟମନ୍ତ୍ରୀଙ୍କ ପାଖରେ ସମୟ ନାହିଁ; ସାକ୍ଷାତ କଲେନାହିଁ
    ରାଜନୀତି

    ବେଟି ବଚାଓ କହୁଥିବା ଦଳର ମୁଖ୍ୟମନ୍ତ୍ରୀଙ୍କ ପାଖରେ ସମୟ ନାହିଁ; ସାକ୍ଷାତ କଲେନାହିଁ

    13652
    Jun 24, 2025
  • ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ
    ରାଜନୀତି

    ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ

    15298
    Jun 24, 2025
  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ...
    ଦେଶ-ଦେଶାନ୍ତର

    ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ...

    14159
    Jun 24, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ

    15298
    Jun 24, 2025
  • ଦେଶ-ଦେଶାନ୍ତର

    ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ଶୁକ୍ଳା

    14159
    Jun 24, 2025
  • ଦେଶ-ଦେଶାନ୍ତର

    ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ପ୍ରେମିକ ନାଁରେ ମେଲ୍ ଆଇଡି ଖୋଲି ବୋମା ଧମକ ଦେଲେ ଯୁବତୀ

    14295
    Jun 24, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16707
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17014
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15508
    Apr 03, 2021

ବିଶେଷ

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14944
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13965
    Jun 24, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15861
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15186
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    16027
    Jun 22, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14999
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14821
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14823
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13794
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ଜାହାଜ

    13747
    Jun 24, 2025
  • ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ଲାଗୁ ହେବ

    14044
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13965
    Jun 24, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In