Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ...

  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ...

  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ...

  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ...

  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ...

  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

  • ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା

  • ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ ...

  • ମାୟାନଗରୀ ଛାଡି ହିମାଚଳର ଶାନ୍ତ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମହନ୍ତ ନରେନ୍ଦ୍ର ଗିରିଙ୍କ ମୃତ୍ୟୁ ମାମଲା: ଶିଷ୍ୟ ଆନନ୍ଦ ଗିରି ଗିରଫ

ମହନ୍ତ ନରେନ୍ଦ୍ର ଗିରିଙ୍କ ମୃତ୍ୟୁ ମାମଲା: ଶିଷ୍ୟ ଆନନ୍ଦ ଗିରି ଗିରଫ

2021-09-21 19:41:30
14136
Share:
Facebook
Twitter
E-Mail
WhatsApp
Telegram
ମହନ୍ତ ନରେନ୍ଦ୍ର ଗିରିଙ୍କ ମୃତ୍ୟୁ ମାମଲା: ଶିଷ୍ୟ  ଆନନ୍ଦ ଗିରି ଗିରଫ

ଅଖିଳ ଭାରତୀୟ ଆଖଡା ପରିଷଦର ଅଧ୍ୟକ୍ଷ ଏବଂ ନିରଞ୍ଜନୀ ଆଖଡାର ସମ୍ପାଦକ ୭୦ବର୍ଷ ବୟସ୍କ ମହନ୍ତ ନରେନ୍ଦ୍ର ଗିରିଙ୍କ ମୃତ୍ୟୁ ନେଇ ଘନଉଛି ରହସ୍ୟ। ଏହି ଘଟଣାରେ  ଶିଷ୍ୟ ଆନନ୍ଦଗିରିଙ୍କୁ ପୋଲିସ ଗିରଫ କରିଛି । ସେପଟେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନରେନ୍ଦ୍ର ଗିରିଙ୍କୁ ଶେଷ ଦର୍ଶନ କରିବା ସହ ତଦନ୍ତ ପାଇଁ ଏସଆଇଟି ଗଠନ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ମହନ୍ତ ନରେନ୍ଦ୍ର ଗିରିଙ୍କୁ ଶେଷଥର ପାଇଁ ସୋମବାର ମଧ୍ୟାହ୍ନ ଭୋଜନ ସମୟରେ ଦେଖିବାକୁ ମିଳିଥିଲା। ତାଙ୍କ ଅନୁଗାମୀମାନେ ସନ୍ଧ୍ୟା ବେଳେ ତାଙ୍କ ରୁମର କବାଟ ବାଡ଼େଇ ଥିଲେ ମଧ୍ୟ ସେ କୌଣସି ପ୍ରକାରର ପ୍ରତିକ୍ରିୟା ଦେଇ ନଥିଲେ। ଶେଷରେ ସେମାନେ କବଟା ଭାଙ୍ଗିଥିଲେ। ଏହି ସମୟରେ ରୁମ ମଧ୍ୟରୁ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଥିଲା। ତେବେ ସେ ଜୀବନ ହାରିବା ପୂର୍ବରୁ ୮ ପେଜର ଗୋଟିଏ ସୁଇସାଇଡ ନୋଟ ଲେଖିଥିଲେ। ନୋଟରେ ତାଙ୍କ ଶିଷ୍ୟ ଆନନ୍ଦ ଗିରି ଓ ଆଉ କିଛି ଲୋଙ୍କ ନାଁ ରହିଥିଲା। ପୁଲିସ୍‌ ଏହାକୁ ଭିତ୍ତି କରି ଆନନ୍ଦ ଗିରିଙ୍କ ବିରୋଧରେ ଏଫଆଇଆର କରିବା ସହ ତାଙ୍କୁ ହରିଦ୍ୱାରରେ କାବୁ କରି ପ୍ରୟାଗରାଜ ଆଣିଥିଲା। ତେଣୁ ତାଙ୍କୁ ପୁଲିସ୍‌ ଗିରଫ କରିଥିବା କୁହାଯାଉଛି।

ମହନ୍ତ ନରେନ୍ଦ୍ର ଗିରିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାରେ ଅଭିଯୁକ୍ତ ଗିରଫ ହୋଇସାରିଥିବା କହିଛନ୍ତି ଉତ୍ତର ପ୍ରଦେଶ ଉପ ମୁଖ୍ୟମନ୍ତ୍ରୀ କେଶବ ମୌର୍ଯ୍ୟ ସୂଚନା ଦେଇଛନ୍ତି। ମୌର୍ଯ୍ୟ କେବଳ ଅଭିଯୁକ୍ତ ଗିରଫ ହୋଇଥିବା କହିଛନ୍ତି। ଅଭିଯୁକ୍ତ ବିଷୟରେ ସେ ବିସ୍ତୃତ ତଥ୍ୟ ଦେଇନାହାନ୍ତି।

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହନ୍ତ ନରେନ୍ଦ୍ର ଗିରିଙ୍କ ଶେଷ ଦର୍ଶନ କରିଛନ୍ତି।। ଦୋଷୀ ଯିଏ ବି ହୋଇଥାଉ ଛଡ଼ାଯିବନି ବୋଲି ସେ କହିଛନ୍ତି। ସେପଟେ ଘଟଣାର ତଦନ୍ତ ପାଇଁ ଏସଆଇଟି ଗଠନ କରାଯାଇଛି ।

ଏବେ ମଠର କାର୍ଯକଳାପକୁ ନେଇ ପୋଲିସ ତନାଘନା ଆରମ୍ଭ କରିଛି। ବିଶେଷ କରି ମଠ ସଂପତ୍ତି ବିକ୍ରି, ଆନନ୍ଦ ଗିରିଙ୍କ ସହିତ ନରେନ୍ଦ୍ର ଗିରିଙ୍କ ମତାନ୍ତର । ଏମିତି କିଛି ପୁରୁଣା ମମଲାକୁ ଖୋଲି ପୋଲିସ ତଦନ୍ତ ଜାରି ରଖିଛି। 

Powered by Froala Editor

Tags mahant

Related articles Odisha News Lens 4.1

  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି
    ବାଣିଜ୍ୟ

    ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    14998
    Oct 06, 2026
  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ
    ଦେଶ-ଦେଶାନ୍ତର

    ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ

    14188
    Oct 06, 2026
  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି

    14843
    Oct 06, 2026
  • ମାୟାନଗରୀ ଛାଡି ହିମାଚଳର ଶାନ୍ତ ପରିବେଶରେ ରହିବେ ଆଦିତ୍ୟ-ୟାମି
    ମନୋରଞ୍ଜନ

    ମାୟାନଗରୀ ଛାଡି ହିମାଚଳର ଶାନ୍ତ ପରିବେଶରେ ରହିବେ ଆଦିତ୍ୟ-ୟାମି

    15072
    Oct 06, 2026
  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼
    ମନୋରଞ୍ଜନ

    ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

    14765
    Oct 06, 2026
  • ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ

    14460
    Oct 06, 2026
  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ
    ଦେଶ-ଦେଶାନ୍ତର

    ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ

    13608
    Oct 06, 2026
  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ
    ଦେଶ-ଦେଶାନ୍ତର

    କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

    15098
    Oct 06, 2026
  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ
    ଦେଶ-ଦେଶାନ୍ତର

    ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ

    14308
    Oct 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    14998
    Oct 06, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି

    14843
    Oct 06, 2026
  • ଦେଶ-ଦେଶାନ୍ତର

    ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ

    14460
    Oct 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17157
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17848
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17808
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18224
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14220
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14477
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15495
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14168
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15905
    Sep 23, 2026

ବାଣିଜ୍ୟ

ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

ଶିଳ୍ପ-ପ୍ରାସଙ୍ଗିକ ଦକ୍ଷତା ଏବଂ ଅର୍ଥପୂର୍ଣ୍ଣ ସୁଯୋଗ ଓଡ଼ିଶା ଏବଂ ଛତିଶଗଡ଼ରେ ଯୁବକମାନଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ ନିର୍ମାଣ କରିବାରେ ସାହାଯ୍ୟ କରୁଛି

ଭୁବନେଶ୍ୱର, ଅକ୍ଟୋବର ୬: ଗ୍ରାମାଞ୍ଚଳର ଯୁବକମାନ ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14010
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15389
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15055
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14404
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ

    14188
    Oct 06, 2026
  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

    14765
    Oct 06, 2026
  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ

    14308
    Oct 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In