Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ...

  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ...

  • ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ...

  • NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ...

  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ...

  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ...

  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ...

  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ...

ରାଜ୍ୟ
Home ›› ରାଜ୍ୟ ››ଏସ୍ଏଚଜି ମହିଳାଙ୍କୁ ଦିଆଯିବ ଦକ୍ଷତା ବିକାଶ ତାଲିମ

ଏସ୍ଏଚଜି ମହିଳାଙ୍କୁ ଦିଆଯିବ ଦକ୍ଷତା ବିକାଶ ତାଲିମ

2021-09-22 06:11:18
14969
Share:
Facebook
Twitter
E-Mail
WhatsApp
Telegram
ଏସ୍ଏଚଜି ମହିଳାଙ୍କୁ ଦିଆଯିବ ଦକ୍ଷତା ବିକାଶ ତାଲିମ

ଭୁବନେଶ୍ୱର: ମହିଳା ମାନଙ୍କ ବିକାଶ ପାଇଁ  ଓ ସେମାନଙ୍କ ଉପôାଦର ଅନଲାଇନ ବିକ୍ରି ପାଇଁ ଡିଜିଟାଲ ମାର୍କେଟିଂ ସହ ଔଦଗିକତା ଉପରେ ଏସଏଚଜି ମହିଳା ମାନଙ୍କୁ ତାଲିମ ଦିଆଯିବ । ମିଳିତ ଜତେସଂଘ ମହିଳା (ୟୁଏନ ୱମେନ)ର ଭାରତ ପ୍ରତିନିଧି ସୁଶାନ ଜେନ୍ ଫର୍ଗୁୁଶନ ପ୍ରଥମ ଥର ପାଇଁ ଓଡିଶା ଗସ୍ତରେ ଆସିଛନ୍ତି । ସେ ଓ ତାଙ୍କ ପ୍ରତିନିଧି ଦଳ ମଙ୍ଗଳବାର ଦିନ ଓଡିଶା ଦକ୍ଷତା ବିକାଶ ପ୍ରଧିକରଣ ଅଧ୍ୟକ୍ଷ ସୁବ୍ରତ ବାଗ୍ଚୀଙ୍କୁ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତରେ ମହିଳାଙ୍କ ଦକ୍ଷତା ବୃଦ୍ଧି ନେଇ ଆଲୋଚନା ହୋଇଥିଲା । ଏଥିରେ ଓଡିଶାର ୧୦ଟି ଆଗ୍ରହୀ ଜିଲ୍ଲାର ଏସଏଚଜି ମହିଳାଙ୍କୁ ଦକ୍ଷତା ବିକାଶ ଉପରେ ତାଲିମ ଦିଆଯିବ ବୋଲି ଆଲୋଚନା ହୋଇଥିଲା । ଏହା ସହିତ ବାଲେଶ୍ୱର, ବ୍ରହ୍ମପୁର ଓ ରାଉରକେଲାର ସରକାରୀ ଆଇଟିଆଇରେ ମହିଳା ଫୁଟବଲ ଦଳ ଏବଂ କୋରାପୁଟ ଗୋପବନ୍ଧୁ ଆଇଟିଆଇ ଓ ବଲାଙ୍ଗୀର ସରକାରୀ ଆଇଟିଆଇ ଠାରେ ଭଲିବଲ  କୋର୍ଟ ନିମନ୍ତେ ମଧ୍ୟ ଜାତିସଂଘ ମହିଳା ମଧ୍ୟ ସହୋଯୋଗ କରିବ ଓ ଭୁବନେଶ୍ୱରର ୱାର୍ଲଡ ସ୍କିଲ ସେଣ୍ଟରରେ ମହିଳାଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ନେଇ ନୀତି, ପାଠ୍ୟକ୍ରମ ଓ ନିଯୁକ୍ତି ନିମନ୍ତେ କାର୍ଯ୍ୟ ଆରମ୍ଭ ହେବ । ମୟୂରଭଞ୍ଜ, ରାୟଗଡା ଓ ଢେଙ୍କାନାଳ ଜିଲାର ସରକାରୀ ଆଇଟିଆଇ  ଏବଂ ପଲିଟେକ୍ନିକକ ଗୁଡିକରେ ସେକେଣ୍ଡ ଚାନ୍ସ ଏଜୁକେଶନ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରାଯାଇଥିବା ବାଗ୍ଚୀ କହିଛନ୍ତି ।    

Powered by Froala Editor

Tags SHG

Related articles Odisha News Lens 4.1

  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି
    ଦେଶ-ଦେଶାନ୍ତର

    ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    14010
    Aug 23, 2026
  • ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ମିଳିଲା ୩୦ ବସ୍ତା ଟଙ୍କା
    ଦେଶ-ଦେଶାନ୍ତର

    ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ମିଳିଲା ୩୦ ବସ୍ତା ଟଙ୍କା

    13543
    Aug 24, 2026
  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ
    ମନୋରଞ୍ଜନ

    ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ

    13987
    Aug 24, 2026
  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ
    ଦେଶ-ଦେଶାନ୍ତର

    ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ

    14181
    Aug 23, 2026
  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା
    ଦେଶ-ଦେଶାନ୍ତର

    ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା

    15118
    Aug 23, 2026
  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା
    ଦେଶ-ଦେଶାନ୍ତର

    ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15363
    Aug 23, 2026
  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ
    ଦେଶ-ଦେଶାନ୍ତର

    H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ

    13678
    Aug 24, 2026
  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ
    ଦେଶ-ଦେଶାନ୍ତର

    ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

    13852
    Aug 23, 2026
  • NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ

    14191
    Aug 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15363
    Aug 23, 2026
  • ଦେଶ-ଦେଶାନ୍ତର

    NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ

    14191
    Aug 24, 2026
  • ଦେଶ-ଦେଶାନ୍ତର

    ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା

    15118
    Aug 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17049
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17678
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17720
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18117
    Sep 06, 2023

ବିଶେଷ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14734
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15518
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16049
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13969
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14995
    Aug 13, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15970
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14006
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14270
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14395
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ

    13678
    Aug 24, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14734
    Aug 24, 2026
  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା

    15118
    Aug 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In