Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 23, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

ରାଜ୍ୟ
Home ›› ରାଜ୍ୟ ››ଡିଆରଡିଓ ତଥ୍ୟ ଲିକ ମାମଲା: ଅଭିଯୁକ୍ତଙ୍କୁ ଏୟାରଫୋର୍ସ ଅଧିକାରୀଙ୍କ ଜେରା

ଡିଆରଡିଓ ତଥ୍ୟ ଲିକ ମାମଲା: ଅଭିଯୁକ୍ତଙ୍କୁ ଏୟାରଫୋର୍ସ ଅଧିକାରୀଙ୍କ ଜେରା

2021-09-22 08:13:47
14750
Share:
Facebook
Twitter
E-Mail
WhatsApp
Telegram
ଡିଆରଡିଓ ତଥ୍ୟ ଲିକ ମାମଲା: ଅଭିଯୁକ୍ତଙ୍କୁ ଏୟାରଫୋର୍ସ ଅଧିକାରୀଙ୍କ ଜେରା


ନବରଙ୍ଗପୁର:ଡିଆରଡିଓ ଗୁପ୍ତ ତଥ୍ୟ ଲିକ ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ କରୁଥିବାବେଳେ ଗିରଫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ପଚରାଚଉରା କରୁଛି । ତେବେ ଏହି ରିମାଣ୍ଡ ସମୟରେ ଗିରଫ ଅଭିଯୁକ୍ତମାନଙ୍କୁ  ଏୟାରଫୋର୍ସ ଅଧିକାରୀମାନେ ମଧ୍ୟ ଜେରା କରୁଛନ୍ତି ।  କାରଣ ହନିଟ୍ରାପ ମାଧ୍ୟମରେ ଡିଆରଡିଓ ଗୁପ୍ତ ତଥ୍ୟ ଲିକ ହୋଇଥିବାବେଳେ ଏବେ ରହସ୍ୟମୟୀ ମହିଳା ହାତରେ ମାନବ ବିହୀନ ବିମାନ ସମ୍ପର୍କିତ ତଥ୍ୟ ଲାଗିଛି କି ନାହିଁ ତାକୁ ନେଇ ଚିନ୍ତା ଘାରିଛି ।  ସେନେଇ ଅଭିଯୁକ୍ତମାନଙ୍କୁ ଜେରା ଚାଲିଛି । 
ଅନ୍ୟପକ୍ଷରେ  ଡିଆରଡିଓ ଗୁପ୍ତ ତଥ୍ୟ ଲିକ ମାମଲାରେ ଏବେ ଏକ ବଡ଼ ଖବର ସାମନାକୁ ଆସିଛି । ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଗିରଫ ଅଭିଯୁକ୍ତଙ୍କୁ ପଚରାଚଉରା କରିବା ପାଇଁ ରିମାଣ୍ଡରେ ନେଇଥିବାବେଳେ ସେମାନଙ୍କ ଠାରୁ ସାଂଘାତିକ ତଥ୍ୟ ମିଳୁଛି । ରିମାଣ୍ଡରେ ଆଣି ନୂଆ ନୂଆ ତଥ୍ୟ ଓଗାଳୁଛି କ୍ରାଇମବ୍ରାଞ୍ଚ । ହନିଟ୍ରାପ ମାଧ୍ୟମରେ ଡିଆରଡିଓ ଗୁପ୍ତ ତଥ୍ୟ ଲିକ ହୋଇଥିବାବେଳେ ଏବେ ରହସ୍ୟମୟୀ ମହିଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି ।  ଏହି ମାମଲାରେ ଗିରଫ ୫ ଅଭିଯୁକ୍ତଙ୍କୁ ଭିନ୍ନ ଭିନ୍ନ ପରିଚୟ ଦେଇ ସମ୍ପୃକ୍ତ ମହିଳା ଜଣକ କଥା ହେଉଥିବା ଜଣାପଡ଼ିଛି । 
ସବୁଠୁ ବଡ଼ କଥା ହେଲା ଯେ, ସମ୍ପୃକ୍ତ ମହିଳା ଜଣକ କାହାକୁ ବ୍ରିଟେନ ଲିଭରପୁଲରେ ରହୁଥିବା କହୁଥିଲା ବେଳେ କାହାକୁ ରାଜସ୍ଥାନରେ ରହୁଥିବା କହୁଥିଲେ । ଏପରିକି କାହାକୁ ଡିଫେନ୍ସ ଷ୍ଟାଫ ତ କାହାକୁ ଚଣ୍ଡିଗଡ଼ରେ ନର୍ସ ଥିବା କହୁଥିଲେ । ଭିନ୍ନ ଭିନ୍ନ ପରିଚୟ ଦେଇ ୨୨୦ ଫେବୃଆରୀରୁ ସମ୍ପର୍କ ରଖୁଥିଲେ । ଭିଡିଓ କଲ, ଫେସବୁକ କଲ ଓ ମେସେଜ ଓ ମେସେଞ୍ଜର କଲ କରୁଥିଲେ । ଅଭିଯୁକ୍ତଙ୍କ ସହ ଇଂଲିଶ ଓ ହିନ୍ଦୀରେ ସମ୍ପୃକ୍ତ ରହସ୍ୟମୟୀ ମହିଳା କଥା ହେଉଥିଲେ । ଏମିତିକି କିଛି ଅଭିଯୁକ୍ତଙ୍କ ବିବାହ କରିବାର ପ୍ରଲୋଭନ ମଧ୍ୟ ଦେଇଥିଲେ । ଯେଉଁଥି ପାଇଁ କିଛି ଅଭିଯୁକ୍ତଙ୍କ ମନରେ ଶାଦୀ କା ଲଡ୍ଡୁ ଫୁଟିଥିଲା । ରହସ୍ୟମୟୀ ମହିଳାଙ୍କ ରହସ୍ୟମୟ ତଥ୍ୟ ତଥ୍ୟ ନେଇ କ୍ରାଇମବ୍ରାଞ୍ଚ ସୂତ୍ରରୁ ପ୍ରକାଶ ।

Powered by Froala Editor

Tags Drdo

Related articles Odisha News Lens 4.1

  • ବାଂଲାଦେଶ, ଚୀନ ଓ ପାକିସ୍ତାନ ପକ୍ଷରୁ ତ୍ରିପକ୍ଷୀୟ ବୈଠକ
    ଦେଶ-ଦେଶାନ୍ତର

    ବାଂଲାଦେଶ, ଚୀନ ଓ ପାକିସ୍ତାନ ପକ୍ଷରୁ ତ୍ରିପକ୍ଷୀୟ ବୈଠକ

    14494
    Jun 21, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି
    ବିଶେଷ

    ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15661
    Jun 22, 2025
  • ସାରା ରାତି ଇସ୍ରାଏଲ ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣ
    ଦେଶ-ଦେଶାନ୍ତର

    ସାରା ରାତି ଇସ୍ରାଏଲ ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣ

    14023
    Jun 21, 2025
  • ୩ କ୍ରୁ ମେମ୍ବରଙ୍କୁ ବହିଷ୍କାର ପାଇଁ DGCAର ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ୩ କ୍ରୁ ମେମ୍ବରଙ୍କୁ ବହିଷ୍କାର ପାଇଁ DGCAର ନିର୍ଦ୍ଦେଶ

    14870
    Jun 21, 2025
  • ବୋହୂକୁ  ୧୦ ଫୁଟ୍‌ ଗାତ କରି ପୋତି ଦେଲେ
    ଅପରାଧ

    ବୋହୂକୁ ୧୦ ଫୁଟ୍‌ ଗାତ କରି ପୋତି ଦେଲେ

    14015
    Jun 21, 2025
  • ସରିଗଲା ଇଣ୍ଡିଗୋ ଇନ୍ଧନ, ବେଙ୍ଗାଲୁରୁର ଜରୁରୀ ଅବତରଣ
    ଦେଶ-ଦେଶାନ୍ତର

    ସରିଗଲା ଇଣ୍ଡିଗୋ ଇନ୍ଧନ, ବେଙ୍ଗାଲୁରୁର ଜରୁରୀ ଅବତରଣ

    15236
    Jun 21, 2025
  • ‘ମନ୍ନତ’ରେ ପଶିଲା ବିଏମ୍‌ସି
    ମନୋରଞ୍ଜନ

    ‘ମନ୍ନତ’ରେ ପଶିଲା ବିଏମ୍‌ସି

    15588
    Jun 21, 2025
  • ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ
    ମନୋରଞ୍ଜନ

    ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ

    15131
    Jun 22, 2025
  • ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’
    ମନୋରଞ୍ଜନ

    ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’

    13901
    Jun 22, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସାରା ରାତି ଇସ୍ରାଏଲ ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣ

    14023
    Jun 21, 2025
  • ଅପରାଧ

    ବୋହୂକୁ ୧୦ ଫୁଟ୍‌ ଗାତ କରି ପୋତି ଦେଲେ

    14015
    Jun 21, 2025
  • ଦେଶ-ଦେଶାନ୍ତର

    ସରିଗଲା ଇଣ୍ଡିଗୋ ଇନ୍ଧନ, ବେଙ୍ଗାଲୁରୁର ଜରୁରୀ ଅବତରଣ

    15236
    Jun 21, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16705
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17009
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15503
    Apr 03, 2021

ବିଶେଷ

  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15661
    Jun 22, 2025
  • ଆଶ୍ଚର୍ଯ୍ୟ: ଲିଟର ପିଛା ଗୋଲାପ ତେଲର ଦାମ୍ ୧୩ ଲକ୍ଷ ଟଙ୍କା

    14280
    Jun 21, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14758
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15641
    Jun 19, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14639
    Jun 18, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14992
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14818
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14819
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13791
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଂଲାଦେଶ, ଚୀନ ଓ ପାକିସ୍ତାନ ପକ୍ଷରୁ ତ୍ରିପକ୍ଷୀୟ ବୈଠକ

    14494
    Jun 21, 2025
  • ସରିଗଲା ଇଣ୍ଡିଗୋ ଇନ୍ଧନ, ବେଙ୍ଗାଲୁରୁର ଜରୁରୀ ଅବତରଣ

    15236
    Jun 21, 2025
  • ୩ କ୍ରୁ ମେମ୍ବରଙ୍କୁ ବହିଷ୍କାର ପାଇଁ DGCAର ନିର୍ଦ୍ଦେଶ

    14870
    Jun 21, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In