Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, November 20, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କଲା ଅନୀଲ ...

  • ୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ...

  • ପୁଣି ଥରେ ପରିବର୍ତ୍ତନ ହେବ ଆଧାରକାର୍ଡର ...

  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ...

  • ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ

  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ...

  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ...

  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ ...

  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ...

  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଡେବିଟ ପେମେଣ୍ଟ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ

ଡେବିଟ ପେମେଣ୍ଟ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ

2021-09-22 09:18:10
14028
Share:
Facebook
Twitter
E-Mail
WhatsApp
Telegram
ଡେବିଟ ପେମେଣ୍ଟ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ

ନୂଆଦିଲ୍ଲୀ: ଅକ୍ଟୋବରରୁ ନୂଆ ଅଟୋ ଡେବିଟ ପେମେଣ୍ଟ ସିଷ୍ଟମ ଲାଗୁ ହେବାକୁ ଯାଉଛି । ଏହା ଅଧୀନରେ ବ୍ୟାଙ୍କ ଏବଂ ପେଟିଏମ, ଫୋନ ପେ ଭଳି ଡିଜିଟାଲ ପେମେଣ୍ଟ ପ୍ଲାଟଫର୍ମକୁ କିସ୍ତି କିମ୍ବା ବିଲ ବାବଦ ଟଙ୍କା କାଟିବା ପୂର୍ବରୁ ପ୍ରତିଥର ଗ୍ରାହକଙ୍କ ଅନୁମତି ନେବାକୁ ପଡିବ । ନିଜ ସିଷ୍ଟମରେ ଏମାନେ ଏଭଳି ପରିବର୍ତ୍ତନ ଆଣିବେ, ଯାହା ଦ୍ୱାରା ଗୋଟିଏ ଥର ଅନୁମତି ମିଳିବା ପରେ ପ୍ରତି ଥର ଟଙ୍କା ଆପଣାଛାଏଁ କଟିବନି । ମୋବାଇଲ ଆପ କିମ୍ବା ଇଣ୍ଟରନେଟ ବ୍ୟାଙ୍କିଙ୍ଗରେ ଯଦି ବିଦୁ୍ୟତ ବିଲ କିମ୍ବା ନେଟଫ୍ଲିକ୍ସ ପେମେଣ୍ଟ ଆଦିକୁ ଗ୍ରାହକ ଅଟୋ ଡେବିଟ ମୋଡରେ ପକାଇଥିବେ ତେବେ ଏକ ନିର୍ଦ୍ଧିଷ୍ଟ ତାରିଖରେ ଟଙ୍କା ଆପଣାଛାଏଁ କଟିଯିବାକୁ ଅଟୋ ଡେବିଟ କୁହାଯାଇଥାଏ । ଏହି ସୁବିଧାର ଲାଭ ନେବା ପାଇଁ ଗ୍ରାହକଙ୍କର ଏକ ସକି୍ରୟ ମୋବାଇଲ ନମ୍ବର ବ୍ୟାଙ୍କରେ ଅପଡେଟ ହୋଇଥିବା ଦରକାର । କାରଣ ଗ୍ରାହକଙ୍କ ମୋବାଇଲରେ ହିଁ ଅଟୋ ଡେବିଟ ସହ ଜଡ଼ିତ ନୋଟିଫିକେସନ ଏସଏମଏସ ମାଧ୍ୟମରେ ପଠାଯାଇଥାଏ । ନୂଆ ବ୍ୟବସ୍ଥା ଅଧୀନରେ ବ୍ୟାଙ୍କ ଗୁଡ଼ିକୁ ପେମେଣ୍ଟ ତାରିଖର ୫ ଦିନ ପୂର୍ବରୁ ଗ୍ରାହକଙ୍କ ମୋବାଲରେ ଏକ ନୋଟିଫିକେସନ ପଠାଇବାକୁ ପଡିବ । ନୋଟିଫିକେସନରେ ଗ୍ରାହକଙ୍କ ମଞ୍ଜୁରି ରହିବା ଦରକାର । ୫୦୦୦ ଟଙ୍କାରୁ  ଅଧିକ ପେମେଣ୍ଟରେ ଓଟିପି ସିଷ୍ଟମକୁ ବାଧ୍ୟତାମୂଳକ କରାଯାଇଛି । ବିଶେଷ କରି ବିଭିନ୍ନ ପ୍ରକାର ଠକେଇକୁ ରୋକିବା ପାଇଁ ନୂଆ ବ୍ୟବସ୍ଥାକୁ କାର୍ଯ୍ୟକାରୀ କରାଯାଉଛି ।

Powered by Froala Editor

Tags debit payment

Related articles Odisha News Lens 4.1

  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ
    ଦେଶ-ଦେଶାନ୍ତର

    ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ

    14671
    Nov 19, 2025
  • ପୁଣି ଥରେ ପରିବର୍ତ୍ତନ ହେବ ଆଧାରକାର୍ଡର ରୂପ
    ଦେଶ-ଦେଶାନ୍ତର

    ପୁଣି ଥରେ ପରିବର୍ତ୍ତନ ହେବ ଆଧାରକାର୍ଡର ରୂପ

    15515
    Nov 20, 2025
  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି
    ଦେଶ-ଦେଶାନ୍ତର

    ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି

    14993
    Nov 19, 2025
  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ ...
    ବାଣିଜ୍ୟ

    ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ ...

    14222
    Nov 20, 2025
  • ୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ
    ଦେଶ-ଦେଶାନ୍ତର

    ୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ

    13306
    Nov 20, 2025
  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା
    ବିଶେଷ

    ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14634
    Nov 19, 2025
  • ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ
    ଦେଶ-ଦେଶାନ୍ତର

    ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ

    14071
    Nov 19, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ
    ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14983
    Nov 18, 2025
  • ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କଲା ଅନୀଲ ଅମ୍ବାନୀଙ୍କ ସମ୍ପତ୍ତି ଆଟାଚ୍
    ଦେଶ-ଦେଶାନ୍ତର

    ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କଲା ଅନୀଲ ଅମ୍ବାନୀଙ୍କ ସମ୍ପତ୍ତି ଆଟାଚ୍

    13307
    Nov 20, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

    14222
    Nov 20, 2025
  • ଦେଶ-ଦେଶାନ୍ତର

    ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କଲା ଅନୀଲ ଅମ୍ବାନୀଙ୍କ ସମ୍ପତ୍ତି ଆଟାଚ୍

    13307
    Nov 20, 2025
  • ଦେଶ-ଦେଶାନ୍ତର

    ୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ

    13306
    Nov 20, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16858
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16954
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17299
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15771
    Apr 03, 2021

ବିଶେଷ

  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14634
    Nov 19, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14616
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16179
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15196
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14470
    Nov 13, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ ଲିମିଟେଡର ଏକ ୟୁନିଟ୍‌ ଆଦିତ୍ୟ ଆଲୁମିନିୟମ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ ୟୁଏନ୍‌ ଗ୍ଲୋବାଲ କମ୍ପାକ୍ଟ ନେଟୱର୍କ ଇଣ୍ଡିଆ (ୟୁଏନ୍‌ଜିସିଏନ୍& ...

  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    14846
    Nov 15, 2025
  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14726
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14317
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13961
    Oct 27, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ

    13306
    Nov 20, 2025
  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି

    14993
    Nov 19, 2025
  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14634
    Nov 19, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In