Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପ୍ରୟାଗରାଜରେ ମହନ୍ତ ନରେନ୍ଦ୍ର ଗିରିଙ୍କୁ ଦିଆଗଲା ସମାଧି

ପ୍ରୟାଗରାଜରେ ମହନ୍ତ ନରେନ୍ଦ୍ର ଗିରିଙ୍କୁ ଦିଆଗଲା ସମାଧି

2021-09-22 19:32:57
14385
Share:
Facebook
Twitter
E-Mail
WhatsApp
Telegram
ପ୍ରୟାଗରାଜରେ ମହନ୍ତ ନରେନ୍ଦ୍ର ଗିରିଙ୍କୁ ଦିଆଗଲା ସମାଧି

ଭାରତୀୟ ଆଖଡା ପରିଷଦର ସଭାପତି ମହନ୍ତ ନରେନ୍ଦ୍ର ଗିରିଙ୍କ ପ୍ରୟାଗରାଜରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ମହନ୍ତ ନରେନ୍ଦ୍ର ଗିରିଙ୍କୁ ଦିଆଯାଇଛି ଭୂ-ସମାଧି । ଏହି ପ୍ରକ୍ରିୟାରେ ସାମିଲ ହୋଇଛନ୍ତି ଅନେକ ସାଧୁ ସନ୍ଥ । ବିଭିନ୍ନ ଆଖଡା ଓ ମଠର ସାଧୁସନ୍ଥ ନରେନ୍ଦ୍ର ଗିରିଙ୍କ ସମାଧି ବେଳେ ସେଠାରେ ଉପସ୍ଥିତ ରହିଛନ୍ତି । ପୋଷ୍ଟମର୍ଟମ କରାଯାଇଥିବା ଯୋଗୁଁ ସଙ୍ଗମରେ ତାଙ୍କର ବୁଡ ପକା ଯାଇନଥିଲା ।

ସାଧାରଣତଃ ହିନ୍ଦୁ ଧର୍ମରେ ପାର୍ଥିବ ଶରୀରକୁ ଦାହ କରିବା ପରମ୍ପରା ଥିବା ବେଳେ ସାଧୁ ସନ୍ନ୍ୟାସୀମାନଙ୍କର ମରଶରୀରକୁ ପୋତାଯାଏ। ଏହା ପଛରେ ମଧ୍ୟ ଏକ ରୋଚକ ବିଶ୍ୱାସ ରହିଛି। ତାହା ହେଉଛି ମଣିଷ ଦେହ ତ୍ୟାଗ କରିବା ପରେ ମଧ୍ୟ ଆତ୍ମାଛାଡ଼ି ଯାଇ ନଥାଏ। କାରଣ ଶରୀର ସହ ଦୀର୍ଘଦିନ ବନ୍ଧନରେ ବାନ୍ଧି ହୋଇଯାଇଥିବା ଆତ୍ମାର ଏତେ ଶୀଘ୍ର ମୋହମାୟା ତୁଟି ନଥାଏ। ତେଣୁ କାଳେ ମୃତ ଦେହକୁ ପୋତି ଦେଲେ ଆତ୍ମା ଆଖପାଖରେ ରହିଯିବ ତେଣୁ ଦାହ କରିଦିଆଯାଏ। ଅନ୍ୟପଟେ ଜଣେ ବ୍ୟକ୍ତି ଯେତେବେଳେ ସାଧୁ ସନ୍ନ୍ୟାସର ବାଟକୁ ଆପଣେଇ ନିଅନ୍ତି ସେ ସାଂସାରିକ ମୋହମାୟାକୁ ତ୍ୟାଗ କରିଥାଆନ୍ତି।  ସଶରୀରରେ ଥିବା ବେଳେ ମଧ୍ୟ ସେମାନଙ୍କର ଲୋଭ, ମାୟା କିମ୍ବା କୌଣସି ପ୍ରକାର ମୋହ ନଥାଏ। ତେଣୁ ପଦ୍ମଆକୃତିରେ ତାଙ୍କୁ ଶୁଆଇ ଦେଇ ପୋତି ଦିଆଯାଏ।

ସେପଟେ ନରେନ୍ଦ୍ର ଗିରିଙ୍କ ମୃତ୍ୟୁକୁ ନେଇ ସନ୍ଦେହ ବଢିବାରେ ଲାଗିଛି । ମୃତ୍ୟୁର କାରଣ ନେଇ ଖୋଳତାଡ ଜାରି ରଖିଛି ଉତ୍ତରପ୍ରଦେଶ ପୁଲିସ । ଘଟଣାରେ ଉତ୍ତରପ୍ରଦେଶ ପୁଲିସ ୧୮ଜଣିଆ ଏସଆଇଟି ଟିମ ଗଠନ କରି ତଦନ୍ତ ଚଲାଇଛି । ବଦନାମ ଭୟରେ ସେ ଆତ୍ମହତ୍ୟା କରିଥିବା ନିଜ ସୁଇସାଇଡ ନୋଟରେ ଲେଖିଛନ୍ତି । ଏହାକୁ ଆଧାର କରି ମହନ୍ତ ନରେନ୍ଦ୍ର ଗିରିଙ୍କ ଶିଷ୍ୟ ଆନନ୍ଦ ଗିରି, ପ୍ରୟାଗରାଜ ହନୁମାନ ଗଡିର ପୁରୋହିତ ଆଦ୍ୟା ପ୍ରସାଦ ତିୱାରିଙ୍କୁ ଗିରଫ କରିଛି ପୁଲିସ । ଆଦ୍ୟା ପ୍ରସାଦ ତିୱାରୀଙ୍କ ପୁଅକୁ ଥାନାକୁ ନେଇ ପଚରା ଉଚରା କରାଯାଉଛି । 

Powered by Froala Editor

Tags mahant

Related articles Odisha News Lens 4.1

  • ମାତ୍ର ୩୦୦୦ରେ ବାର୍ଷିକ Fastag ରିଚାର୍ଜ
    ଦେଶ-ଦେଶାନ୍ତର

    ମାତ୍ର ୩୦୦୦ରେ ବାର୍ଷିକ Fastag ରିଚାର୍ଜ

    15105
    Jun 18, 2025
  • ଭିଡରେ ନିଜକୁ ପୁଣି ଥରେ ଖୋଜି ପାଇବାକୁ ଚାହେଁ...
    ମନୋରଞ୍ଜନ

    ଭିଡରେ ନିଜକୁ ପୁଣି ଥରେ ଖୋଜି ପାଇବାକୁ ଚାହେଁ...

    15413
    Jun 18, 2025
  • ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା
    ମନୋରଞ୍ଜନ

    ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା

    15612
    Jun 18, 2025
  • କେଦାରନାଥ ଧାମରେ ଭୂସ୍ଖଳନ: ଦୁଇ ମୃତ, ୩ ଆହତ
    ଦେଶ-ଦେଶାନ୍ତର

    କେଦାରନାଥ ଧାମରେ ଭୂସ୍ଖଳନ: ଦୁଇ ମୃତ, ୩ ଆହତ

    13473
    Jun 18, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ...
    ବାଣିଜ୍ୟ

    ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ...

    14377
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା
    ବିଶେଷ

    ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15085
    Jun 19, 2025
  • ଲକ୍ ହୋଇଗଲା ବିମାନ ଗେଟ୍, ୪୦ ମିନିଟ୍ ଫସିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଲକ୍ ହୋଇଗଲା ବିମାନ ଗେଟ୍, ୪୦ ମିନିଟ୍ ଫସିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

    14702
    Jun 18, 2025
  • ଦିନେ ମାଳି ବିକୁଥିଲେ, ଆଜି କୋଟିଏ ଟଙ୍କାର କାର୍‌ରେ ବୁଲୁଛନ୍ତି
    ମନୋରଞ୍ଜନ

    ଦିନେ ମାଳି ବିକୁଥିଲେ, ଆଜି କୋଟିଏ ଟଙ୍କାର କାର୍‌ରେ ବୁଲୁଛନ୍ତି

    14513
    Jun 18, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?
    ବିଶେଷ

    ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14200
    Jun 19, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେଦାରନାଥ ଧାମରେ ଭୂସ୍ଖଳନ: ଦୁଇ ମୃତ, ୩ ଆହତ

    13473
    Jun 18, 2025
  • ମନୋରଞ୍ଜନ

    ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା

    15612
    Jun 18, 2025
  • ବାଣିଜ୍ୟ

    ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14368
    Jun 19, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16679
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16984
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15499
    Apr 03, 2021

ବିଶେଷ

  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14200
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15085
    Jun 19, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14447
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    14170
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14666
    Jun 17, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

ନୂଆଦିଲ୍ଲୀ: ବର୍ଦ୍ଧିତ ଜୀବନଶୈଳୀ ଜନିତ ରୋଗ ଏବଂ ସ୍ୱାସ୍ଥ୍ୟ ସଚେତନତା ବୃଦ୍ଧି ସହିତ ଭାରତ ସକାରାତ୍ମକ ସ୍ୱାସ୍ଥ୍ୟସେବା ପ୍ରତି ଏକ ସ୍ପଷ୍ଟ ସ୍ଥାନାନ୍ତରଣ ଲକ୍ଷ୍ୟ କରୁଛି । ଗ୍ରାହକଙ୍କର ପରିବର୍ତିତ ଆବଶ୍ୟକତା ସହିତ ...

  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14377
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13772
    Jun 17, 2025
  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15384
    Jun 14, 2025
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14487
    May 30, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15085
    Jun 19, 2025
  • ଭିଡରେ ନିଜକୁ ପୁଣି ଥରେ ଖୋଜି ପାଇବାକୁ ଚାହେଁ...

    15413
    Jun 18, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14368
    Jun 19, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In