Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

Home ›› ››ଆଉ ମତଦାନ କେନ୍ଦ୍ରରେ ହେବନି ଭୋଟ ଗଣତି, ଗଜେଟ୍ ବିଜ୍ଞପ୍ତି ଜାରି

ଆଉ ମତଦାନ କେନ୍ଦ୍ରରେ ହେବନି ଭୋଟ ଗଣତି, ଗଜେଟ୍ ବିଜ୍ଞପ୍ତି ଜାରି

2021-09-23 06:22:32
14486
Share:
Facebook
Twitter
E-Mail
WhatsApp
Telegram
ଆଉ ମତଦାନ କେନ୍ଦ୍ରରେ ହେବନି ଭୋଟ ଗଣତି,  ଗଜେଟ୍ ବିଜ୍ଞପ୍ତି ଜାରି

ଭୁବନେଶ୍ବର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭୋଟ ଗଣତି ଆଉ ମତଦାନ କେନ୍ଦ୍ରରେ ହେବନି । ସାରା ଓଡ଼ିଶାରେ ବ୍ଳକ ମୁଖ୍ୟାଳୟରେ ଗୋଟିଏ ଦିନରେ ହେବ ଭୋଟ ଗଣନା । ଏନେଇ ପଞ୍ଚାୟତିରାଜ ବ୍ୟବସ୍ଥାର ଆଇନରେ ଥିବା ନିୟମାବଳୀରେ ଆବଶ୍ୟକୀୟ ସଂଶୋଧନ କରାଯାଇଛି । ପଞ୍ଚାୟତିରାଜ ବିଭାଗର ପ୍ରମୁଖ ଶାସନ ସଚିବ ଅଶୋକ କୁମାର ମୀନା ଏ ସମ୍ପର୍କରେ ଗଜେଟ ବିଜ୍ଞପ୍ତି ଜାରି କରିଛନ୍ତି ।

ସଂଶୋଧିତ ନିୟମ ଅନୁସାରେ, ପଞ୍ଚାୟତ ନିର୍ବାଚନରେ ହିଂସା ରୋକିବାକୁ ନୂଆ ନିୟମ କରାଯାଇଛି । ପଞ୍ଚାୟତ ଭୋଟ ଗଣତି ନେଇ ସରକାର ଗ୍ରହଣ କରିଛନ୍ତି ନୂଆ ପଦକ୍ଷେପ । ୩ଟି ଆଇନରେ ସଂଶୋଧନ କରିଛି ପଞ୍ଚାୟତରାଜ ବିଭାଗ । ଏହି ୩ଟି ଆଇନ ହେଉଛି ଓଡ଼ିଶା ଜିଲ୍ଲାପରିଷଦ ସଂଶଧୋନ ଆଇନ ୨୦୨୧, ଓଡ଼ିଶା ପଞ୍ଚାୟତ ସମିତି ସଂଶୋଧନ ସମିତି ଓ ଓଡ଼ିଶା ଗ୍ରାମପଞ୍ଚାୟତ ନିର୍ବାଚନ ସଂଶୋଧନ ଆଇନ ୨୦୨୧ । ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ ଶେଷ ହେବା ପରେ ପ୍ରାର୍ଥୀ କିମ୍ବା ତାଙ୍କ ପ୍ରତିନିଧିଙ୍କ ଉପସ୍ଥିତିରେ ପ୍ରିଜାଇଡିଂ ଅଫିସର ଭୋଟ ବାକ୍ସକୁ ସିଲ କରିବେ । ଏହାପରେ ଏହାକୁ ବ୍ଳକ ମୁଖ୍ୟାଳୟରେ ଥିବା ଷ୍ଟ୍ରଙ୍ଗ ରୁମକୁ ପଠାଇବେ ।ସାରା ରାଜ୍ୟରେ ସବୁ ପର୍ୟ୍ୟାୟ ନିର୍ବାଚନ ଶେଷ ହେବା ପରେ ଗୋଟିଏ ଦିନରେ ଭୋଟ ଗଣତି ହେବ । ମତଦାନ କେନ୍ଦ୍ରରେ ନୁହେଁ, କାଉଣ୍ଟିଂ ସେଣ୍ଟରରେ ଭୋଟ ଗଣତି ହେବ । ବିଧାନସଭା ଓ ଲୋକସଭା ଭଳି ପଞ୍ଚାୟତ ଭୋଟ ଗଣତିରେ ଏହି ନିୟମ ଲାଗୁ ହେବ । ଗଣତି କେନ୍ଦ୍ରରେ ସମସ୍ତଙ୍କ ଉପସ୍ଥିତିରେ ବାଲାଟ୍ ବକ୍ସ ଖୋଲାଯିବ । ପୂର୍ବ ଭଳି ଆଉ ବୁଥରେ ଭୋଟ ଗଣତି ନହୋଇ ବ୍ଲକମାନଙ୍କରେ ହେବ । ନିୟମ ସଂଶୋଧନ ଲାଗି ଗତ ମାସ ୧୮ ତାରିଖରେ ଚିଠା ନିୟମାବଳୀ ଜାରି ହୋଇଥିଲା । ଲୋକଙ୍କ ଆପତ୍ତି ଓ ପ୍ରସ୍ତାବ ମଗାଯାଇଥିଲା । ତେବେ କୌଣସି ଆପତ୍ତି ଓ ପ୍ରସ୍ତାବ ନମିଳିବାରୁ ଏହି ଗଜେଟ ବିଜ୍ଞପ୍ତି ଜାରି ହୋଇଛି ।

Powered by Froala Editor

Tags Vote counting

Related articles Odisha News Lens 4.1

  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13391
    Mar 06, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15156
    Mar 05, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13912
    Mar 05, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14056
    Mar 06, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15504
    Mar 04, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14577
    Mar 04, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14823
    Mar 06, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14658
    Mar 05, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15136
    Mar 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14012
    Mar 07, 2026
  • ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14823
    Mar 06, 2026
  • ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15504
    Mar 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14012
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14658
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15125
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14333
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15065
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15668
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14658
    Mar 05, 2026
  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13391
    Mar 06, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    13912
    Mar 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In