Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା

  • ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ

  • JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ...

  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ...

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ...

  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ...

  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ...

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

Home ›› ››ପରୀକ୍ଷାବେଳେ ସ୍କୁଲ ଛାତ ଭୁଶୁଡ଼ିଲା : ୨୫ ଛାତ୍ରଙ୍କ ସମେତ ୩ ଶ୍ରମିକ ଆହତ

ପରୀକ୍ଷାବେଳେ ସ୍କୁଲ ଛାତ ଭୁଶୁଡ଼ିଲା : ୨୫ ଛାତ୍ରଙ୍କ ସମେତ ୩ ଶ୍ରମିକ ଆହତ

2021-09-23 19:07:00
15854
Share:
Facebook
Twitter
E-Mail
WhatsApp
Telegram
ପରୀକ୍ଷାବେଳେ ସ୍କୁଲ ଛାତ ଭୁଶୁଡ଼ିଲା : ୨୫ ଛାତ୍ରଙ୍କ ସମେତ ୩ ଶ୍ରମିକ ଆହତ

ହରିୟାଣାର ସୋନିପତ ଗନ୍ନୌରରେ ପରୀକ୍ଷା ଚାଲୁଥିବା ବେଳେ ହଠାତ୍ ସ୍କୁଲର ଛାତ ଭୁଶୁଡ଼ିବାରୁ ୨୫ଜଣ ଛାତ୍ରଛାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ଆହତ ଛାତ୍ରଙ୍କୁ ଡାକ୍ତରଖାନା ପଠାଯାଇଛି। ଦୁର୍ଘଟଣାରେ ତିନି ଜଣ ଶ୍ରମିକ ମଧ୍ୟ ଗୁରୁତର ଆହତ ହୋଇଛନ୍ତି।  

ସୂଚନା ଅନୁଯାୟୀ, ପ୍ରବଳ ବର୍ଷା ହେତୁ ହରିୟାଣାର ଜିଭାନନ୍ଦ ମଡେଲ୍ ପବ୍ଲିକ୍ ସ୍କୁଲର ଛାତ ବହୁତ ଖରାପ ହୋଇଯାଇଥିଲା। ଏହି କାରଣରୁ, ଛାତ ମରାମତି ପାଇଁ ବିଦ୍ୟାଳୟ ପ୍ରଶାସନ ଶ୍ରମିକଙ୍କୁ ଡ଼ାକି କାମ କରାଉଥିଲେ। ସକାଳ ୧୧ଟା ସମୟରେ ଶ୍ରମିକମାନେ ସ୍କୁଲ ହଲ ଛାତରେ କାମ କରୁଥିଲେ। ଏହି ସମୟରେ ସେହି ହଲରେ ତୃତୀୟ ଏବଂ ଚତୁର୍ଥ ଶ୍ରେଣୀର ପିଲାମାନେ ପରୀକ୍ଷା ଦେଉଥିଲେ। ପରୀକ୍ଷା ସରିବା ପରେ ଛାତ୍ରଛାତ୍ରୀ ନିଜର ବ୍ୟାଗ ନେବାକୁ ଯିବା ବେଳେ ହଠାତ୍ ଛାତ ଭୁଶୁଡ଼ି ପଡ଼ିଥିଲା।  ଦୁର୍ଘଟଣାରେ ତିନି ଜଣ ଶ୍ରମିକ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ଆହତ ଛାତ୍ରଛାତ୍ରୀମାନଙ୍କୁ ଗନ୍ନୌର କମ୍ୟୁନିଟି ହସ୍ପିଟାଲକୁ ପଠାଯାଇଥିବା ବେଳେ ୫ଜଣ ଛାତ୍ରଛାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ଖାନପୁରର ପିଜିଆକୁ ପଠାଯାଇଛି। ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

Powered by Froala Editor

Tags sonipat

Related articles Odisha News Lens 4.1

  • JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ
    ଦେଶ-ଦେଶାନ୍ତର

    JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

    15262
    Apr 21, 2026
  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ
    ବିଶେଷ

    ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14268
    Apr 21, 2026
  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼
    ଦେଶ-ଦେଶାନ୍ତର

    ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼

    15276
    Apr 21, 2026
  • ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ
    ଦେଶ-ଦେଶାନ୍ତର

    ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ

    15489
    Apr 21, 2026
  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ
    ଦେଶ-ଦେଶାନ୍ତର

    ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ

    13447
    Apr 21, 2026
  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା
    ଦେଶ-ଦେଶାନ୍ତର

    କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

    14002
    Apr 21, 2026
  • ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା

    14539
    Apr 21, 2026
  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି
    ଦେଶ-ଦେଶାନ୍ତର

    ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି

    15818
    Apr 20, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ
    ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13787
    Apr 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି

    15818
    Apr 20, 2026
  • ଦେଶ-ଦେଶାନ୍ତର

    ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ

    15489
    Apr 21, 2026
  • ବିଶେଷ

    ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14268
    Apr 21, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17429
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17483
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17841
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16312
    Apr 03, 2021

ବିଶେଷ

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14268
    Apr 21, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13786
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16167
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15862
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16218
    Apr 12, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15348
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15079
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15581
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13879
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ବୃଦ୍ଧି ପାଇଲା ତୈଳ ଦର

    14658
    Apr 20, 2026
  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14268
    Apr 21, 2026
  • ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା

    14539
    Apr 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In