Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 23, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ...

ରାଜ୍ୟ
Home ›› ରାଜ୍ୟ ››ସିଭିଲ ସର୍ଭିସ ପରୀକ୍ଷାରେ ୪୬ତମ ସ୍ଥାନରେ ଓଡିଆ ପୁଅ ଜୁବିନ

ସିଭିଲ ସର୍ଭିସ ପରୀକ୍ଷାରେ ୪୬ତମ ସ୍ଥାନରେ ଓଡିଆ ପୁଅ ଜୁବିନ

2021-09-25 05:55:11
14465
Share:
Facebook
Twitter
E-Mail
WhatsApp
Telegram
ସିଭିଲ ସର୍ଭିସ ପରୀକ୍ଷାରେ ୪୬ତମ ସ୍ଥାନରେ ଓଡିଆ ପୁଅ ଜୁବିନ


ଭୁବନେଶ୍ୱର : ସିଭିଲ ସର୍ଭିସ ପରୀକ୍ଷାର ୪୬ତମ ସ୍ଥାନରେ ରହିଛନ୍ତି ଓଡ଼ିଶାର ଜୁବିନ ମହାପାତ୍ର । ଲଗାତାର ତୃତୀୟ ଥର ପାଇଁ ସେ ଏଭଳି ସଫଳତା ପାଇଛନ୍ତି । ପୂର୍ବରୁ ସିଭିଲ ସର୍ଭିସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିଲେ ମଧ୍ୟ ଭଲ ର୍ୟାଙ୍କ ମିଳି ନ ଥିବାରୁ ଆଇପିଏସ ପଦ ମିଳିଥିଲା । ତେବେ ଏଥର କଠିନ ପରିଶ୍ରମ କରି ସେ ଦେଶର ଶ୍ରେଷ୍ଠ ୫୦ ମଧ୍ୟରେ ସ୍ଥାନ ପାଇବା ସହ ଆଇଏଏସ ହେବାର ଲକ୍ଷ୍ୟ ପୂରଣ କରିଛନ୍ତି । ମା’ଙ୍କ ପ୍ରେରଣା ଯୋଗୁଁ ସେ ଆଜି ସ‘ଳତା ପାଇଛନ୍ତି ସତ । ହେଲେ ତାଙ୍କର ଏହି ସଫଳତାର ଖୁସି ଦେଖିବାକୁ ମା’ ନାହାନ୍ତି । କରୋନାରେ ଆକ୍ରାନ୍ତ ହୋଇ ଗତ ଜୁଲାଇ ମାସରେ ତାଙ୍କ ମା’ଙ୍କ ଦେହାନ୍ତ ହୋଇଛି । ତା’ପରେ ବି ସେ ହାରି ନାହାନ୍ତି । ଦେଶର ସେବା କରିବାକୁ ସେ ବଦ୍ଧପରିକର ଥିବା କହିଛନ୍ତି । ସଫଳତା ସମ୍ପର୍କରେ ପ୍ରତିକ୍ରିୟା ଦେଇ ଜୁବିନ କହିଛନ୍ତି ଯେ ୪୬ତମ ସ୍ଥାନରେ ରହିଥିବାରୁ ବହୁତ ଖୁସି ଲାଗୁଛି । ଆଇଏଏସ ହେବାର ସ୍ୱପ୍ନ ସାକାର ହୋଇଛି । କୋଭିଡ-୧୯ ଭିତରେ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ବହୁତ କଷ୍ଟକର ଥିଲା । ତା’ପରେ ବି ପ୍ରୟାସ ଜାରି ରଖିଥିଲି । ଚାକିରି କରିବା ସହ ପାଠପଢ଼ା ପ୍ରତି ମଧ୍ୟ ଧ୍ୟାନ ଦେଉଥିଲି । ରୁରକି ଆଇଆଇଟିରେ ସ୍ନାତ କୋତ୍ତର ଶିକ୍ଷା ଗ୍ରହଣ ପରେ ଚାକିରି କରିବା ସହ ସିଭିଲ ସର୍ଭିସ ପାଇଁ ମଧ୍ୟ ପ୍ରୟାସ ଜାରି ରଖିଥିଲି । ଏଥିପାଇଁ କୌଣସି ସ୍ୱତନ୍ତ୍ର କୋଚିଂ ନେଇ ନଥିଲି । ବରଂ ଇଣ୍ଟରନେଟ ମାଧ୍ୟମରେ ଯାହା କିଛି ପଢ଼ାପଢ଼ି କରୁଥିଲି । ଫଆପ୍ଟି ପ୍ଲସ’ରେ ଇଣ୍ଟରଭୁ୍ୟ ଗାଇଡାନ୍ସ ପ୍ରୋଗ୍ରାମରେ ଭାଗ ନେଇଥିଲି । ଟାଇମ୍ ମ୍ୟାନେଜମେଣ୍ଟ କରିବା ମୋ ପାଇଁ ସବୁଠାରୁ ବଡ଼ ଆହ୍ୱାନ ଥିଲା ।
ସେ ଆହୁରି କହିଛନ୍ତି ଯେ ମା’ ମୋର ପ୍ରେରଣା ଥିଲେ । ସେ ଅଧ୍ୟାପିକା ଭାବେ ରାଜଧାନୀ କଲେଜ, ବାଲେଶ୍ୱର କଲେଜ, ଶୈଳବାଳା କଲେଜରେ ୩୦ରୁ ୩୨ ବର୍ଷ ଧରି ସେବା କରିଥିଲେ । ତାଙ୍କ ହାତରେ ବହୁ ଛାତ୍ରଛାତ୍ରୀ ସୃଷ୍ଟି ହୋଇଛନ୍ତି । ମୋ ସଫଳତା ପଛରେ ହିଁ ତାଙ୍କର ପ୍ରେରଣା ରହିଛି । ପ୍ରତିଟି କ୍ଷଣରେ ସେ ମୋତେ ପରାମର୍ଶ ଦେଇଥିଲେ । ଆଇଏଏସ ହୋଇ ଦେଶ ପାଇଁ କାମ କରିବା ମୋର ପ୍ରଥମ ଲକ୍ଷ୍ୟ । ଯେଉଁଠି ବି ଚାକିରି କରେ ଶିକ୍ଷା ଓ ସ୍ୱାସ୍ଥ୍ୟକୁ ଅଧିକ ପ୍ରାଥମିକତା ଦେବି । ସମାଜର ପ୍ରତିଟି ପିଲା ଯେପରି ପାଠ ପଢ଼ିପାରିବେ ତାହାକୁ ଗୁରୁତ୍ୱ ଦେଇ କାର୍ଯ୍ୟ କରିବି । କିଛିଟା ପରିବର୍ତନ କରିବାକୁ ଚେଷ୍ଟା କରିବି । ପ୍ରଶାସକ ଓ ଲୋକଙ୍କ ମଧ୍ୟରେ ବ୍ୟବଧାନ କିଭଳି ଭାବେ ଦୂର ହୋଇପାରିବ ସେଥିପ୍ରତି ପ୍ରାଥମିକତା ଦେବି ବୋଲି ମତ ପ୍ରକାଶ କରିଛନ୍ତି ।

Powered by Froala Editor

Tags Jubin mohapatra

Related articles Odisha News Lens 4.1

  • ସରିଗଲା ଇଣ୍ଡିଗୋ ଇନ୍ଧନ, ବେଙ୍ଗାଲୁରୁର ଜରୁରୀ ଅବତରଣ
    ଦେଶ-ଦେଶାନ୍ତର

    ସରିଗଲା ଇଣ୍ଡିଗୋ ଇନ୍ଧନ, ବେଙ୍ଗାଲୁରୁର ଜରୁରୀ ଅବତରଣ

    15247
    Jun 21, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି
    ବିଶେଷ

    ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15675
    Jun 22, 2025
  • ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ
    ମନୋରଞ୍ଜନ

    ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ

    14397
    Jun 22, 2025
  • ‘ମନ୍ନତ’ରେ ପଶିଲା ବିଏମ୍‌ସି
    ମନୋରଞ୍ଜନ

    ‘ମନ୍ନତ’ରେ ପଶିଲା ବିଏମ୍‌ସି

    15599
    Jun 21, 2025
  • ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’
    ମନୋରଞ୍ଜନ

    ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’

    13912
    Jun 22, 2025
  • ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ
    ମନୋରଞ୍ଜନ

    ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ

    15142
    Jun 22, 2025
  • ବୋହୂକୁ  ୧୦ ଫୁଟ୍‌ ଗାତ କରି ପୋତି ଦେଲେ
    ଅପରାଧ

    ବୋହୂକୁ ୧୦ ଫୁଟ୍‌ ଗାତ କରି ପୋତି ଦେଲେ

    14026
    Jun 21, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା
    ବିଶେଷ

    ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    14798
    Jun 23, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା
    ବିଶେଷ

    ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15469
    Jun 23, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15469
    Jun 23, 2025
  • ବିଶେଷ

    ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15675
    Jun 22, 2025
  • ଦେଶ-ଦେଶାନ୍ତର

    ୩ କ୍ରୁ ମେମ୍ବରଙ୍କୁ ବହିଷ୍କାର ପାଇଁ DGCAର ନିର୍ଦ୍ଦେଶ

    14881
    Jun 21, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16705
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17009
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15503
    Apr 03, 2021

ବିଶେଷ

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15469
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    14798
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15675
    Jun 22, 2025
  • ଆଶ୍ଚର୍ଯ୍ୟ: ଲିଟର ପିଛା ଗୋଲାପ ତେଲର ଦାମ୍ ୧୩ ଲକ୍ଷ ଟଙ୍କା

    14291
    Jun 21, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14759
    Jun 19, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14995
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14818
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14819
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13791
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15675
    Jun 22, 2025
  • ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ

    15142
    Jun 22, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15469
    Jun 23, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In