Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

Home ›› ››ରାଜ୍ୟରେ ବଢ଼ି ଚାଲିଛି ଯୌନ ଶୋଷଣ, ପ୍ରତିଘଣ୍ଟାରେ ଜଣେ ମହିଳା ଯୌନ ଶୋଷଣର ଶିକାର

ରାଜ୍ୟରେ ବଢ଼ି ଚାଲିଛି ଯୌନ ଶୋଷଣ, ପ୍ରତିଘଣ୍ଟାରେ ଜଣେ ମହିଳା ଯୌନ ଶୋଷଣର ଶିକାର

2021-09-25 09:28:32
15219
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ବଢ଼ି ଚାଲିଛି ଯୌନ ଶୋଷଣ, ପ୍ରତିଘଣ୍ଟାରେ ଜଣେ ମହିଳା ଯୌନ ଶୋଷଣର ଶିକାର

ଭୁବନେଶ୍ୱର : ଦିନକୁ ଦିନ ରାଜ୍ୟରେ ଯୌନ ଶୋଷଣ ବଢ଼ି ଚାଲିଛି । ପ୍ରତି ଘଣ୍ଟାରେ ଜଣେ ମହିଳା ଯୌନ ଶୋଷଣର ଶିକାର ହେଉଛନ୍ତି । ପ୍ରତିଦିନ ୨୧ଜଣ ମିହିଳା ଯୌନଶୋଷଣ କରାଯାଉଛି । କର୍ମକ୍ଷେତ୍ର ହେଉ କି ଶିକ୍ଷା କିମ୍ବା ଘରୋଇ, ସବୁଠି ମହିଳା ଅସୁରକ୍ଷିତ ହୋଇ ପଡ଼ିଛନ୍ତି । ଲୋକଲଜ୍ଜା କାରଣରୁ ଅନକେ ଘଟଣା ପଦାକୁ ଆସିପାରୁ ନାହିଁ । ଆପୋସ ବୁଝାମଣାରେ ମାମଲା ରହିଯାଉଛି । ସେମିତି କେତେକ କ୍ଷେତ୍ରରେ ମହିଳାଙ୍କୁ ଧମକ ଚମକ, ଭୟଭୀତ କରାଇ ଘଟଣାକୁ ଚାପି ଦିଆଯାଉଛି । ଗତ ତିନି ବର୍ଷରେ ରାଜ୍ୟରେ ୧୯ହଜାର ୭୩୪ଜଣ ମହିଳା ଅସଦାଚରଣ ଏବଂ ୩୫୫୭ଜଣ ଯୌନ ନିର୍ଯାତନାର ଶିକାର ହୋଇଛନ୍ତି । ୨୦୧୯ରେ ୬୮୪୮, ୨୦୨୦ରେ ୭୯୩୭ ଏବଂ ୨୦୨୧ ଜୁନ୍ ସୁଦ୍ଧା ୪୯୪୯ଜଣ ମହିଳା ଅସଦାଚରଣର ଶିକାର ହୋଇଛନ୍ତି । ସେହିପରି ୨୦୧୯ରେ ୧୩୦୫ଜଣ, ୨୦୨୧ରେ ୧୪୬୦ଜଣ ଏବଂ ୨୦୨୧ରେ ୭୯୨ଜଣ ମହିଳାଙ୍କୁ ଯୌନ ନିର୍ଯାତନା ଦିଆଯାଇଛି । ପୁରୀ ଜିଲ୍ଲାରେ ସର୍ବାଧିକ ୧୪୯୨ ଜଣ ଅସଦାଚରଣର ଶିକାର ହୋଇ ଆଗରେ ରହିଥିବା ବେଳେ ଏହା ପଛକୁ ଯାଜପୁରରେ ୧୨୫୦ଜଣ, କେନ୍ଦ୍ରାପଡ଼ାରେ ୧୨୩୯ଜଣ, ବଲାଙ୍ଗୀରରେ ୧୧୪୧ଜଣ, ବାଲେଶ୍ୱରରେ ୧୧୧୨, ମୟୂରଭଂଜରେ ୧୦୯୨ ଜଣ ମହିଳା ଅସଦାଚରଣର ଶିକାର ହୋଇଛନ୍ତି । ସେହିପରି ଜଗତସିଂହପୁର ଜିଲ୍ଲାର ସର୍ବାଧିକ ୩୦୯ଜଣ ମହିଳା ଯୌନ ନିର୍ଯାତନାର ଶିକାର ହୋଇଥିବା ବେଳେ ପଛକୁ ପୁରୀରେ ୩୦୪, ଗଞ୍ଜାମରେ ୨୪୯, ଯାଜପୁରରେ ୨୦୯ ମହିଳା ଯୌନ ନିର୍ଯାତନାର ଶିକାର ହୋଇଛନ୍ତି । ରାଜ୍ୟରେ ମହିଳାଙ୍କ ବିକାଶ ପାଇଁ ସରକାର ମାଳମାଳ ଯୋଜନା କରୁଛନ୍ତି । ସେମାନଙ୍କୁ ସ୍ୱାବଲମ୍ବୀ ପାଇଁ ବିଭିନ୍ନ ସ୍କିମରେ ରୋଜଗାର ଯୋଗାଉଛନ୍ତି । ରାଜନୀତି କ୍ଷେତ୍ରରୁ କର୍ମକ୍ଷେତ୍ର ପର୍ଯ୍ୟନ୍ତ ସବୁଠି ସରକାର ମହିଳାଙ୍କୁ ଗୁରୁତ୍ୱ ଦେଉଛି । ହେଲେ ରାଜ୍ୟରେ ଯେ ମହିଳ ଅସୁରକ୍ଷିତ ହୋଇ ପଡ଼ିଲେଣି । ବିଧାୟକ ସନ୍ତୋଷ ସିଂହ ସାଲୁଜାଙ୍କ ଲିଖିତ ପ୍ରଶ୍ନର ଉତ୍ତରରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିଧାନସଭାରେ ଯେଉଁ ତଥ୍ୟ ପ୍ରଦାନ କରିଥିଲେ,ଏଥିରୁ ତାହା ସ୍ପଷ୍ଟ ବାରି ହେଉଛି ।

Powered by Froala Editor

Tags Women

Related articles Odisha News Lens 4.1

  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14056
    Mar 06, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14823
    Mar 06, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13912
    Mar 05, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15504
    Mar 04, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15156
    Mar 05, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14658
    Mar 05, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15136
    Mar 05, 2026
  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14015
    Mar 07, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13391
    Mar 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14823
    Mar 06, 2026
  • ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13391
    Mar 06, 2026
  • ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14056
    Mar 06, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14015
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14658
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15125
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14333
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15065
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15668
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14658
    Mar 05, 2026
  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13391
    Mar 06, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    13912
    Mar 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In