Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ...

  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ...

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ...

  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ...

  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ...

  • ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ ...

ବିଶେଷ
Home ›› ବିଶେଷ ››ଇଞ୍ଜେକ୍ସନ ନେଲାବେଳେ ଯନ୍ତ୍ରଣା କମାଇବ ଅନ୍ତରଙ୍ଗ ଲୋକଙ୍କ ଫଟୋ

ଇଞ୍ଜେକ୍ସନ ନେଲାବେଳେ ଯନ୍ତ୍ରଣା କମାଇବ ଅନ୍ତରଙ୍ଗ ଲୋକଙ୍କ ଫଟୋ

2021-09-27 05:01:02
14672
Share:
Facebook
Twitter
E-Mail
WhatsApp
Telegram
ଇଞ୍ଜେକ୍ସନ ନେଲାବେଳେ ଯନ୍ତ୍ରଣା କମାଇବ ଅନ୍ତରଙ୍ଗ ଲୋକଙ୍କ ଫଟୋ


ବେଳେ ବେଳେ ଆମର ରକ୍ତ ପରୀକ୍ଷା ପାଇଁ ଶରୀରରୁ ସିରିଞ୍ଜରେ ରକ୍ତ ଟାଣିଲା ବେଳେ ବା କୌଣସି ଜଖମକୁ ପରିଷ୍କାର କରି ସିଲାଇବା ବେଳେ ଆମକୁ ଯନ୍ତ୍ରଣା ହୋଇଥାଏ । ଏପରିକି ସେହି ଚିନ୍ତାରେ ଅନେକ ମଧ୍ୟ ଇଞ୍ଜେକସନ ନେବାକୁ ଲୁଚିଥାନ୍ତି । ସେହିପରି ଝୁଣ୍ଟି ପଡ଼ିଲେ କି ଦେହର କେଉଁ ପବନ ଅଟକି ଗଲେ ଆମକୁ କଷ୍ଟ ଲାଗିଥାଏ । ଏଥିରୁ ଉପଶମ ପାଇବା ପାଇଁ ଆମେ କୌଣସି ମଲମ ମାରିଥାଉ କିମ୍ବା ବଟିକା ଖାଇଥାଉ । ମାତ୍ର ସାମାନ୍ୟରୁ ମଧ୍ୟମ ଧରଣର ଯନ୍ତ୍ରଣା ପାଇଁ ଆମକୁ ଆଉ ପୀଡ଼ାହାରକ ବଟିକା କି ମଲକ ଖୋଜିବାକୁ ପଡ଼ିବନି । ଗବେଷକମାନେ ସେମାନଙ୍କ ଅନୁଧ୍ୟାନରୁ ସେଥିପାଇଁ ଏକ ନୂଆ କୌଶଳ ଜାଣିପାରିଛନ୍ତି । ସେମାନଙ୍କ ନିର୍ଯାସ ଅନୁଯାୟୀ, ଆମକୁ କେବେ ପୀଡ଼ା ଲାଗିଲା ବେଳେ ପାଖରେ ଯଦି ନିଜ ସନ୍ତାନ କି ଆତ୍ମୀୟ ଲୋକଙ୍କର ଅଥବା ଅନ୍ତରଙ୍ଗ ବନ୍ଧୁଙ୍କର ଫଟୋକୁ ଚାହିଁ ରହିବା, ତେବେ ମଧ୍ୟମ ଧରଣର ପୀଡା ୪୦ ପ୍ରତିଶତ କମ ଜଣାପଡ଼ିବ । ଏପରିକି ଫଟୋକୁ ସେମିତି ଚାହିଁ ଆତ୍ମୀୟଙ୍କ କଥା ମନରେ ସ୍ମରଣ କଲେ ଅତ୍ୟଧିକ ଯନ୍ତ୍ରଣା ୧୫ ରୁ ୨୦ ପ୍ରତିଶତ କମିଯାଇଥାଏ । ଏହାର କାରଣ ହେଲା କଷ୍ଟ ଅନୁଭବ କରିବା ପାଇଁ ଉଦ୍ଧିଷ୍ଟ ସ୍ନାୟୁଗୁଡ଼ିକର ସମ୍ବେଦନଶୀଳତା ଏପରି ଆତ୍ମୀୟଙ୍କ ଫଟୋକୁ ଚାହିଁବା ବେଳେ ବା ମନେ ପକାଇବା ବେଳେ କମିଯାଇଥାଏ । ସେହିପରି ଅନ୍ୟ ଏକ ଅନୁଧ୍ୟାନରୁ ଆମ ପି୍ରୟ ବୃକ୍ଷଲତାର ଫଟୋ ଦେଖିଲେ ଆମକୁ ମାନସିକ ଶାନ୍ତି ମିଳିବା ସହ ଆମର କାର୍ଯ୍ୟଦକ୍ଷତା ଯଥେଷ୍ଟ ବଢ଼ାଇଦେବ ବୋଲି ଜଣାଯାଇଛି ।

Powered by Froala Editor

Tags Family photo

Related articles Odisha News Lens 4.1

  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା
    ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    15067
    Apr 29, 2026
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ
    ଦେଶ-ଦେଶାନ୍ତର

    କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15430
    Apr 30, 2026
  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...
    ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...

    15265
    Apr 30, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13447
    Apr 30, 2026
  • ଏକଜିଟ୍ ପୋଲ୍ ରିପୋର୍ଟ :  ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି
    ଦେଶ-ଦେଶାନ୍ତର

    ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    15063
    Apr 29, 2026
  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ
    ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15234
    Apr 30, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ
    ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14252
    Apr 30, 2026
  • ବାଂଲାଦେଶରେ ମିଳିମିଳା ମହାମାରୀ  !୨୫୦ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14509
    Apr 29, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ
    ବିଶେଷ

    ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13641
    Apr 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲା: ରାଜନାଥ

    15265
    Apr 30, 2026
  • ଦେଶ-ଦେଶାନ୍ତର

    ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    15063
    Apr 29, 2026
  • ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    15067
    Apr 29, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17446
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17496
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17854
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16326
    Apr 03, 2021

ବିଶେଷ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13641
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15992
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15940
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14558
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14363
    Apr 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15364
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15099
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15595
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13905
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    15067
    Apr 29, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13641
    Apr 30, 2026
  • ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    15063
    Apr 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In