Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ...

  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ...

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ...

  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ...

  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ...

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ...

Home ›› ››୫୦% ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କୁ ନେଇ ଚାଲିବ କାର୍ଯ୍ୟ, ପାଳି କରି ବିଦ୍ୟାଳୟକୁ ଆସିବେ ଶିକ୍ଷକ ଶିକ୍ଷୟିତ୍ରୀ

୫୦% ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କୁ ନେଇ ଚାଲିବ କାର୍ଯ୍ୟ, ପାଳି କରି ବିଦ୍ୟାଳୟକୁ ଆସିବେ ଶିକ୍ଷକ ଶିକ୍ଷୟିତ୍ରୀ

2021-04-20 06:00:03
15630
Share:
Facebook
Twitter
E-Mail
WhatsApp
Telegram
୫୦% ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କୁ ନେଇ ଚାଲିବ  କାର୍ଯ୍ୟ, ପାଳି କରି ବିଦ୍ୟାଳୟକୁ ଆସିବେ ଶିକ୍ଷକ ଶିକ୍ଷୟିତ୍ରୀ

ଭୁବନେଶ୍ୱର : ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ବିଦ୍ୟାଳୟ ବନ୍ଦ ହୋଇଛି । ପିଲାଙ୍କ କ୍ଲାସରୁମ ପାଠପଢ଼ା ବନ୍ଦ ରହିଥିବା ବେଳେ ସେମାନେ ହଷ୍ଟେଲ ଛାଡ଼ିଛନ୍ତି । ତେବେ ଶିକ୍ଷକ ଶିକ୍ଷୟିତ୍ରୀ କିଭଳି କାର୍ଯ୍ୟ କରିବେ ସେ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୌଣସି ସୂଚନା ଦିଆଯାଇ ନଥିଲା । ଏ ନେଇ ସୋମବାର ଗଣଶିକ୍ଷା ବିଭାଗ ନିଦେ୍ର୍ଧଶନାମା ଜାରି କରିଛି । ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନରେ ୫୦% ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କୁ ନେଇ କାର୍ଯ୍ୟ ଚାଲିବ । ଶିକ୍ଷକ ଶିକ୍ଷୟିତ୍ରୀ ପାଳି କରି ବିଦ୍ୟାଳୟକୁ ଆସିବେ । କିଏ କେଉଁଦିନ ଆସିବେ ସେ ନେଇ ଶିକ୍ଷାନୁଷ୍ଠାନ ମୁଖ୍ୟ ନିଷ୍ପତ୍ତି ନେବେ ବୋଲି ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି । ଶିକ୍ଷାନୁଷ୍ଠାନର ମୁଖ୍ୟ ମାନେ ଏ ସମ୍ପର୍କିତ ଡୁ୍ୟଟି ଚାଟ ପ୍ରସ୍ତୁତ କରିବେ । ବିଦ୍ୟାଳୟକୁ ଆସୁଥିବା ଶିକ୍ଷକ ଶିକ୍ଷୟିତ୍ରୀ ଏହି ସମୟରେ ଛାତ୍ରଛାତ୍ରୀଙ୍କ ନାମଲେଖା, ପାଠ୍ୟପୁସ୍ତକ ବଣ୍ଟନ, ମଧ୍ୟାହ୍ନ ଭୋଜନ ପରିଚାଳନା ଆଦି କାର୍ଯ୍ୟ କରିବେ । ସମସ୍ତ ସମୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଆଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ । ଯଦି କୌଣସି ଶିକ୍ଷକ ଶିକ୍ଷୟିତ୍ରୀ କିମ୍ବା କର୍ମଚାରୀ ଛୁଟି ନେବାକୁ ଚାହିଁବେ ତେବେ ତାଙ୍କୁ ଶିକ୍ଷାନୁଷ୍ଠାନ/ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କ ଜରିଆରେ ଜିଲ୍ଲାପାଳଙ୍କ ଠାରୁ ଅନୁମତି ନେବାକୁ ପଡ଼ିବ । ଏଥିରେ ଯଦି କୌଣସି ପ୍ରକାର ତ୍ରୁଟି ପରିଲକ୍ଷିତ ହୁଏ ତେବେ ତାହାକୁ ଗୁରୁତର ସହ ନିଆଯିବ ।  

Powered by Froala Editor

Tags school

Related articles Odisha News Lens 4.1

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ
    ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14974
    Mar 12, 2026
  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ
    ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14176
    Mar 13, 2026
  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...
    ଦେଶ-ଦେଶାନ୍ତର

    ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...

    15656
    Mar 13, 2026
  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍
    ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15485
    Mar 12, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା
    ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13659
    Mar 12, 2026
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13584
    Mar 13, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15087
    Mar 12, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ
    ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13674
    Mar 14, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ
    ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13859
    Mar 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13659
    Mar 12, 2026
  • ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13584
    Mar 13, 2026
  • ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14974
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17369
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17432
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17780
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16252
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13674
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13659
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14334
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15070
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14824
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15678
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15138
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14989
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14501
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15566
    Mar 12, 2026
  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14176
    Mar 13, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15087
    Mar 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In