Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ...

  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ ...

  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ...

  • ତରଭୁଜ ନମୁନାରେ ମୂଷା ମରା ବିଷ

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ...

  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ...

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ...

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ...

Home ›› ›› ଭୁବନେଶ୍ୱର କ୍ଲବ ନିର୍ବାଚନ ପାଇଁ ମତଦାନ ଆରମ୍ଭ

ଭୁବନେଶ୍ୱର କ୍ଲବ ନିର୍ବାଚନ ପାଇଁ ମତଦାନ ଆରମ୍ଭ

2021-09-27 06:06:54
15398
Share:
Facebook
Twitter
E-Mail
WhatsApp
Telegram
 ଭୁବନେଶ୍ୱର କ୍ଲବ ନିର୍ବାଚନ ପାଇଁ ମତଦାନ ଆରମ୍ଭ


ଭୁବନେଶ୍ୱର: ଭୁବନେଶ୍ୱର କ୍ଲବର କର୍ମକର୍ତ୍ତା ନିର୍ବାଚନ ଲାଗି ଆଜିଠାରୁ ମତଦାନ ଆରମ୍ଭ ହୋଇଛି । ରବିବାର ମଧ୍ୟ ମତଦାନ ଜାରି ରହିବ । କ୍ଲବର ସଭାପତି ପଦ ପାଇଁ ୨ ପୂର୍ବତନ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ବିଜୟ ପଟ୍ଟନାୟକ ମଇଦାନରେ ରହିଛନ୍ତି । ତେଣୁ ଏହି ନିର୍ବାଚନର ଫଳାଫଳକୁ ନେଇ ବିଭିନ୍ନ ମହଲରେ ଉତ୍ସୁକତା ପ୍ରକାଶ ପାଇଛି । ଏହାସହ ଉପ-ସଭାପତି ପଦ ପାଇଁ ୫ଜଣ, ସମ୍ପାଦକ ପାଇଁ ୬ଜଣ, ଯୁଗ୍ମ ସମ୍ପାଦକ ପାଇଁ ୩ ଜଣ, କାର୍ଯ୍ୟନିର୍ବାହୀ କମିଟି ସଦସ୍ୟ ପାଇଁ ୨୨ଜଣ ସଭ୍ୟ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଗତ ଏପ୍ରିଲ ମାସରେ ନାମାଙ୍କନପତ୍ର ଦାଖଲ ସରିଥିଲେ ହେଁ କୋଭିଡ ଦ୍ୱିତୀୟ ଲହର ପାଇଁ ନିର୍ବାଚନକୁ ଘୁଞ୍ଚାଇ ଦିଆଯାଇଥିଲା । ଶେଷରେ ଧାର୍ଯ୍ୟ ତାରିଖ ଅନୁଯାୟୀ ଆଜି ମତଦାନ ଆରମ୍ଭ ହୋଇଛି । ସୂଚନାଯୋଗ୍ୟ, ସଭାପତି ପଦ ପାଇଁ ଲଢ଼ୁଥିବା ପୂର୍ବତନ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଅବସର ନେବା ପରେ ଏବେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଓ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅଛନ୍ତି । ସେହିପରି ପ୍ରତିଦ୍ୱନ୍ଦ୍ୱୀ ବିଜୟ ପଟ୍ଟନାୟକ ତାଙ୍କ ଚାକିରି କାଳରେ ମୁଖ୍ୟମନ୍ତ୍ରୀଙ୍କ ସଚିବ ଓ ପରେ ମୁଖ୍ୟ ଶାସନ ସଚିବ ଭାବେ ଅବସର ନେଇଥିଲେ । ଅବସର ପରେ ସେ ବେଦାନ୍ତ ବିଶ୍ୱବିଦ୍ୟାଳୟର ଦାୟିତ୍ୱ ସମ୍ଭାଳିଥିଲେ । ଏବେ କ୍ଲବର ସଭାପତି ପଦ ପାଇଁ ଏହି ଦୁଇ ଅଫିସରଙ୍କ ମଧ୍ୟରେ ଲଢେ଼ଇ ଚର୍ଚ୍ଚାର ଖୋରାକ ଯୋଗାଇଛି । ଉଲ୍ଲେଖଯୋଗ୍ୟ ଯେ ପୂର୍ବତନ ଆଇଏଏସ ଅଧିକାରୀ ସ୍ୱର୍ଗତ ପ୍ରିୟବ୍ରତ ପଟ୍ଟନାୟକ ବହୁ ବର୍ଷ ଧରି କ୍ଲବର ପରିଚାଳନା ଦାୟିତ୍ୱରେ ରହିଥିଲେ । ଗତବର୍ଷ କର୍କଟ ରୋଗରେ ପ୍ରାଣ ହରାଇବା ପର୍ଯ୍ୟନ୍ତ ମଧ୍ୟ ସଭାପତି ଥିଲେ ।
୧୯୪୯ ମସିହାରେ ସରକାରୀ ସ୍ଥପତି ଜେ ଏଲ ଭାଜ୍ ଭୁବନେଶ୍ୱରରେ ଏକ କ୍ଲବ୍ ପାଇଁ ପ୍ରସ୍ତାବ ଦେଇଥିଲେ । ୧୯୪୯ରେ ପ୍ରତିଷ୍ଠିତ ଭୁବନେଶ୍ୱର କ୍ଲବର ପ୍ରଥମ ସଭାପତି ଖଲ୍ଲିକୋଟର ରାଜା ବାହାଦୁର ହୋଇଥିଲେ । ସେ ୧୯୫୦ରୁ ୧୯୫୨ ପର୍ଯ୍ୟନ୍ତ ଏହି ପଦରେ ରହିବା ପରେ ୧୯୫୩ ମସିହାରେ ଜଷ୍ଟସ ଏଲ. ପାଣିଗ୍ରାହୀ ଏହି ପଦ ଅଳଙ୍କୃତ କରିଥିଲେ । ପ୍ରଥମେ ୨୩ଜଣ ସଦସ୍ୟଙ୍କୁ ନେଇ ଆରମ୍ଭ ହୋଇଥିବା ଭୁବନେଶ୍ୱର କ୍ଲବରେ ଏବେ ୩ହଜାରରୁ ଅଧିକ ସଦସ୍ୟ ରହିଛନ୍ତି । ୧୯୫୪ରେ କ୍ଲବକୁ ଉଦ୍ୟାନ ମାର୍ଗକୁ ସ୍ଥାନାନ୍ତରିତ କରାଯାଇଥିଲା । ସେଠାରେ କ୍ଲବ ପରିଚାଳନାରେ ସମସ୍ୟା ହେବା କାରଣରୁ ୧୯୬୫ମସିହାରେ କ୍ଲବ ୟୁନିଟ-୬ସ୍ଥିତ ରାଜପଥ ମାର୍ଗକୁ ସ୍ଥାନାନ୍ତରିତ ହୋଇଥିଲା । ଏହି କ୍ଲବର ସଭାପତି ପଦରେ ବିଭିନ୍ନ ରାଜ ପରିବାରର ମୁଖ୍ୟଙ୍କଠାରୁ ଆରମ୍ଭ କରି ଡ. ହରେକୃଷ୍ଣ ମହତାବ ଓ ବିଜୁ ପଟ୍ଟନାୟଙ୍କ ପରି ମୁଖ୍ୟମନ୍ତ୍ରୀମାନେ ମଧ୍ୟ ରହି ଆସିଛନ୍ତି । କିନ୍ତୁ ୧୯୬୪ ମସିହା ପରେ କ୍ଲବରେ ଆଇଏଏସ ଅଫିସରମାନଙ୍କ ଦବଦବା ରହି ଆସିଛି । ଏବେ କ୍ଲବରେ ନୂତନ ଗୃହ ଘାଟିକିଆଠାରେ ନିର୍ମାଣାଧୀନ ରହିଛି ।

Powered by Froala Editor

Tags Club election bbsr

Related articles Odisha News Lens 4.1

  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ
    ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    14807
    May 08, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...

    13858
    May 07, 2026
  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ
    ଦେଶ-ଦେଶାନ୍ତର

    ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14088
    May 08, 2026
  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...

    13978
    May 07, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14115
    May 07, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15788
    May 07, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ
    ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15527
    May 07, 2026
  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌
    ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15638
    May 07, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର
    ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    13707
    May 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    14087
    May 08, 2026
  • ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14115
    May 07, 2026
  • ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ଉଡାଇଦେବାକୁ ଧମକ

    13978
    May 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17462
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17511
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17868
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16344
    Apr 03, 2021

ବିଶେଷ

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14115
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15270
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15134
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13929
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14151
    May 01, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15386
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15122
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15617
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13936
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15527
    May 07, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14115
    May 07, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    13707
    May 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In