Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ...

  • ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ ...

  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ...

  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ...

  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

  • ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

  • ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ...

  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ...

ରାଜ୍ୟ
Home ›› ରାଜ୍ୟ ››ଗାଉଁଲି ଓଡିଆଙ୍କ ମୁଣ୍ଡରେ ଋଣ ଭାର, ଜାଣନ୍ତୁ କେତେ

ଗାଉଁଲି ଓଡିଆଙ୍କ ମୁଣ୍ଡରେ ଋଣ ଭାର, ଜାଣନ୍ତୁ କେତେ

2021-09-29 09:32:19
15483
Share:
Facebook
Twitter
E-Mail
WhatsApp
Telegram
ଗାଉଁଲି ଓଡିଆଙ୍କ ମୁଣ୍ଡରେ ଋଣ ଭାର, ଜାଣନ୍ତୁ କେତେ

ଭୁବନେଶ୍ୱର: ରାଜ୍ୟରେ ଗ୍ରାମାଞ୍ଚଳରେ ବାସ କରୁଥିବା ଲୋକମାନେ କରଜ ଉପରେ ଅଧିକ ନିର୍ଭରଶୀଳ ରହିଛନ୍ତି । ଜୀବନଯାପନ କରିବା ଲାଗି ସେମାନଙ୍କୁ ଧାର କରଜ କରିବାକୁ ପଡ଼ୁଛି । ରାଜ୍ୟରେ ଗ୍ରାମାଞ୍ଚଳରେ ଋଣଗ୍ରସ୍ତତା ହାର ୪୦.୫% ରହିଛି । ଏହା ସହରାଞ୍ଚଳର ଋଣଗ୍ରସ୍ତତା ହାର ୨୦.୯% ତୁଳନାରେ ପ୍ରାୟ ଦୁଇ ଗୁଣା ଅଧିକ । ରେଟିଂ ଏଜେନ୍ସି ଇଣ୍ଡିଆ ରେଟିଂସର ସଦ୍ୟତମ ରିପୋର୍ଟରୁ ଏହା ଜଣାପଡ଼ିଛି । ୨୦୧୩ ତୁଳନାରେ ୨୦୧୯ରେ କରଜ ସ୍ଥିତିରେ ବଡ଼ ଧରଣର ବୃଦ୍ଧି ହୋଇଛି । ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଋଣ ବୃଦ୍ଧି ପାଇଛି । ୨୦୧୩ରେ ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଋଣଗ୍ରସ୍ତତା ହାର ଯଥାକ୍ରମେ ୨୫.୭୩% ଓ ୧୮.୭୦ ପ୍ରତିଶତ ଥିଲା । ଏହାର ପରବର୍ତ୍ତୀ ୬ ବର୍ଷ ମଧ୍ୟରେ ଗ୍ରାମାଞ୍ଚଳରେ କରଜ କରୁଥିବା ପରିବାର ସଂଖ୍ୟାରେ ବଡ଼ ଧରଣର ବୃଦ୍ଧି ହୋଇଥିବା ବେଳେ ସହରାଞ୍ଚଳରେ ସାମାନ୍ୟ ବୃଦ୍ଧି ଘଟିଛି ।

ଇଣ୍ଡିଆ ରେଟିଂସ ରିପୋର୍ଟରୁ ଜଣାପଡ଼ିଛି ଯେ ଗ୍ରାମାଞ୍ଚଳରେ ବାସ କରୁଥିବା ପରିବାରଗୁଡ଼ିକ କୃଷି, ଗୃହ ଏବଂ ପରିବାର ଚଳାଇବା ଲାଗି ବ୍ୟାଙ୍କ ଭଳି ସଂସ୍ଥା ଠାରୁ ଋଣ ନେଉଛନ୍ତି । ଘର ଓ ଗୁଜୁରାଣ ମେଣ୍ଟାଇବା ପାଇଁ ସେମାନେ ଅଣ ସଂଗଠିତ କ୍ଷେତ୍ରରୁ କରଜ କରୁଛନ୍ତି । ଆଶ୍ଚର୍ଯ୍ୟର ବିଷୟ ହେଉଛି ମେଡିକାଲ୍ ଖର୍ଚ୍ଚ ସମୟରେ ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଲୋକମାନେ ଅଣ ସଂଗଠିତ କ୍ଷେତ୍ରରୁ କରଜ କରୁଛନ୍ତି । ଭାରତୀୟ ଅର୍ଥନୀତିରେ ହେଉଥିବା ନିବେଶର ୪୦% ପରିବାରଗୁଡ଼ିକ କରୁଛନ୍ତି । ସେମାନଙ୍କ ୭୨% ପୁଞ୍ଜିନିବେଶ ରିଅଲ ଇଷ୍ଟେଟ ସମ୍ପତ୍ତିରେ କରାଯାଇଛି । ଗତବର୍ଷ ଦେଶରେ କୋଭିଡ ମହାମାରୀ ବ୍ୟାପିବା ପରେ ଅନେକ ପରିବାର କରଜ କରିବାକୁ ବାଧ୍ୟ ହୋଇଛନ୍ତି । ରିଜର୍ଭ ବ୍ୟାଙ୍କ ତଥ୍ୟରୁ ଜଣାପଡ଼ିଛି ଯେ ମୋଟ ଘରୋଇ ଉତ୍ପାଦ (ଜିଡିପି)କୁ ସଂସ୍ଥାଗତ ଋଣ ଅନୁପାତ ୨୦୨୦-୨୧ ଆର୍ଥôକ ବର୍ଷର ତୃତୀୟ ତ୍ରୟମାସରେ ୩୭.୯%କୁ ବୃଦ୍ଧି ପାଇଛି । ୨୦୧୯-୨୦ର ଚତୁର୍ଥ ତ୍ରୟମାସରେ ଏହି ହାର ୩୩.୮% ଭଳି ସ୍ତରରେ ରହିଥିଲା । ଯେହେତୁ କୋଭିଡ୍ ମହାମାରୀର ବିପଦ ଏବେବି ରହିଛି ତେଣୁ ପରିବାରଗୁଡ଼ିକର ଆୟ କିମ୍ବା ସମ୍ପତ୍ତି ମୂଲ୍ୟରେ ଆଖିଦୃଶିଆ ବୃଦ୍ଧି ହେବାର ବହୁତ କମ୍ ସମ୍ଭାବନା ରହିଛି ବୋଲି ଇଣ୍ଡିଆ ରେଟିଂସ ଜଣାଇଛି । ଆଗାମୀ କିଛି ମାସ ପର୍ଯ୍ୟନ୍ତ ପରିବାରଗୁଡ଼ିକ କେବଳ ‘ଆବଶ୍ୟକ’ ବ୍ୟୟ ଉପରେ ଗୁରୁତ୍ୱ ଦେବେ । ତେଣୁ ଅର୍ଥନୀତିରେ ସୁଧାର ଆଣିବାକୁ ହେଲେ ସରକାରଙ୍କୁ ନୀତି ଭିତ୍ତିକ ପଦକ୍ଷେପ ଗ୍ରହଣ କରିବାକୁ ପଡ଼ିବ ଏବଂ ବ୍ୟୟ ବଢ଼ାଇବାକୁ ହେବ । ଏହା ହେଲେ ଅର୍ଥନୀତିରେ ଆରମ୍ଭ ହୋଇଥିବା ସୁଧାର ପ୍ରକ୍ରିୟା ଜାରି ରହିବ । ସର୍ବଭାରତୀୟ ସ୍ତରରେ ଦକ୍ଷିଣ ଭାରତୀୟ ରାଜ୍ୟଗୁଡ଼ିକରେ ପରିବାର ଋଣ ସର୍ବୋଚ୍ଚ ସ୍ତରରେ ରହିଛି । ଏହି ରାଜ୍ୟଗୁଡ଼ିକର ମୁଣ୍ଡପିଛା ଆୟ ଅଧିକ ଥିବା ବେଳେ ପରିବାର ଋଣ ଅଧିକ ରହୁଥିବାରୁ ଅର୍ଥନୀତିକୁ ଯେଉଁ ସୁଫଳ ମିଳିବା କଥା ତାହା ମିଳୁନାହିଁ । ଗ୍ରାମୀଣ ପରିବାର ଋଣ ହାର ତେଲେଙ୍ଗାନାରେ ସର୍ବାଧିକ ୬୭.୨% ଥିବା ବେଳେ ନାଗାଲ୍ୟାଣ୍ଡର ସର୍ବନିମ୍ନ ୬.୬% ରହିଛି । ସେହିପରି, ସହରାଞ୍ଚଳ ପରିବାର ହାର କେରଳରେ ସର୍ବାଧିକ ୪୭.୮ ପ୍ରତିଶତ ଥିବା ବେଳେ ମେଘାଳୟରେ ସର୍ବନିମ୍ନ ୫.୧% ରହିଛି । 

Powered by Froala Editor

Tags Loan

Related articles Odisha News Lens 4.1

  • ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କଲା ଆମେରିକା
    ଦେଶ-ଦେଶାନ୍ତର

    ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କଲା ଆମେରିକା

    14181
    Sep 01, 2026
  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...

    14080
    Aug 31, 2026
  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ
    ଦେଶ-ଦେଶାନ୍ତର

    ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ

    13486
    Sep 01, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ...

    14203
    Sep 02, 2026
  • ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ
    ଦେଶ-ଦେଶାନ୍ତର

    ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ

    13879
    Sep 01, 2026
  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ
    ଦେଶ-ଦେଶାନ୍ତର

    ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

    14155
    Sep 01, 2026
  • ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

    14602
    Sep 01, 2026
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15535
    Aug 31, 2026
  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ
    ଖେଳ ଖବର

    ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ

    14177
    Sep 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କଲା ଆମେରିକା

    14181
    Sep 01, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14203
    Sep 02, 2026
  • ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ଗିରଫ ହେଲେ ଦମ୍ପତି

    14080
    Aug 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17066
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17709
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17736
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18137
    Sep 06, 2023

ବିଶେଷ

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14226
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14733
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14687
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14032
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15411
    Aug 24, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

ଭୁବନେଶ୍ୱର,୦୧/୦୯/୨୦୨୬ : ଦୁର୍ଗମ ଗ୍ରାମରେ ରହୁଥିବା ପରିବାରଗୁଡ଼ିକ ପାଇଁ ସମୟୋଚିତ ଏବଂ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ପାଇବା ଅନେକ ସମୟରେ ଏକ ଆହ୍ୱାନ ହୋଇ ରହିଛି। ଦୀର୍ଘ ପଥ ଯାତ୍ରା, ସୀମିତ ପରିବହନ ଏବଂ ବିଶେଷଜ୍ଞ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

    14232
    Aug 26, 2026
  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14465
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15994
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14036
    Aug 13, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

    14155
    Sep 01, 2026
  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ଗିରଫ ହେଲେ ଦମ୍ପତି

    14080
    Aug 31, 2026
  • ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ସାମର୍ଥ୍ୟ ପାଇବ: ଏଲନ ମସ୍କ

    14317
    Sep 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In