Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ...

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

  • କମିଲା ସୁନା ଦର, କେତେ ଜାଣନ୍ତୁ ?

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ...

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ...

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ...

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଏଣିକି ମଧ୍ୟାହ୍ନଭୋଜନ ଯୋଜନା ହେବ ‘ପିଏମ୍ ପୋଷଣ ଯୋଜନା’

ଏଣିକି ମଧ୍ୟାହ୍ନଭୋଜନ ଯୋଜନା ହେବ ‘ପିଏମ୍ ପୋଷଣ ଯୋଜନା’

2021-09-29 19:30:25
15233
Share:
Facebook
Twitter
E-Mail
WhatsApp
Telegram
ଏଣିକି ମଧ୍ୟାହ୍ନଭୋଜନ ଯୋଜନା ହେବ ‘ପିଏମ୍ ପୋଷଣ ଯୋଜନା’

ଏଣିକି ମଧ୍ୟାହ୍ନଭୋଜନ ଯୋଜନା ହେବ ‘ପ୍ରଧାନମନ୍ତ୍ରୀ ପୋଷଣ ଯୋଜନା’ ବା ‘ପିଏମ୍‌-ପୋଷଣ ଯୋଜନା’।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଏବଂ ପୀୟୁଷ ଗୋୟଲ ଆଜି ଏହି ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି। ଅନୁରାଗ ଠାକୁର କହିଛନ୍ତି ଯେ କ୍ୟାବିନେଟ ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାକୁ ସବୁଜ ସଙ୍କେତ ଦେଇଛି, ଯାହା ଅଧୀନରେ ସାରା ଦେଶରେ ୧୧.୨ଲକ୍ଷ ସରକାରୀ ଏବଂ ସରକାରୀ ସହାୟକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଦିଆଯିବ। ଆଗାମୀ ୫ ବର୍ଷରେ ଉପରୋକ୍ତ ଯୋଜନାରେ ୧,୩୦,୭୯୫ କୋଟି ଟଙ୍କା ବ୍ୟୟ କରାଯିବ ବୋଲି ମଧ୍ୟ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। 

ସମଗ୍ର ଦେଶରେ ଥିବା ୧୧.୨ ଲକ୍ଷ ବିଦ୍ୟାଳୟରେ ୧ମ ରୁ ୮ମ ପର୍ଯ୍ୟନ୍ତ ନାମ ଲେଖାଇଥିବା ୧୧.୮ କୋଟି ଶିକ୍ଷାର୍ଥୀଙ୍କ ପାଇଁ ଏହି ଯୋଜନା ଲାଗୁ ହେବ। ଏ ସଂକ୍ରାନ୍ତ ବିବୃତିରେ ସରକାର କହିଛନ୍ତି, ୨୦୨୧-୨୨ ରୁ ୨୦୧୫-୨୬ ଅର୍ଥାତ୍‌ ୫ ବର୍ଷ ପର୍ଯ୍ୟନ୍ତ ଚାଲୁ ହେବାକୁ ଥିବା ଏହି ଯୋଜନା ନିମନ୍ତେ କେନ୍ଦ୍ର ସରକାର ୫୪୦୬୧.୭୩ କୋଟି ଏବଂ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସରକାର ୩୧୭୩୩.୧୭ କୋଟି ଟଙ୍କା ଯୋଗାଇ ଦେବାର ବ୍ୟବସ୍ଥା ରହିଛି। ଖାଦ୍ୟଶସ୍ୟ ନିମନ୍ତେ କେନ୍ଦ୍ର ସରକାର ଅତିରିକ୍ତ ୪୫,୦୦୦ କୋଟି ଟଙ୍କା ବହନ କରିବେ। ତେଣୁ, ଏହି ଯୋଜନାର ସମୁଦାୟ ବ୍ୟୟ ଅଟକଳ ହେଉଛି ୧୩୦୭୯୪.୯ କୋଟି ଟଙ୍କା। ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଚାଲୁଥିବା ପ୍ରାକ୍‌-ପ୍ରାଥମିକ ଅଥବା ବାଳବାଟିକାରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟ ଉକ୍ତ ଯୋଜନା ସମ୍ପ୍ରସାରଣ କରାଯିବ।  

Powered by Froala Editor

Tags pm

Related articles Odisha News Lens 4.1

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...
    ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...

    14667
    Sep 03, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14821
    Sep 04, 2026
  • କମିଲା ସୁନା ଦର, କେତେ ଜାଣନ୍ତୁ ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, କେତେ ଜାଣନ୍ତୁ ?

    15560
    Sep 03, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15708
    Sep 03, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    13984
    Sep 03, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13401
    Sep 04, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...
    ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...

    13759
    Sep 03, 2026
  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ
    ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13792
    Sep 04, 2026
  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା
    ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13849
    Sep 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14821
    Sep 04, 2026
  • ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15469
    Sep 03, 2026
  • ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15708
    Sep 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17074
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17722
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17741
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18141
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13591
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14504
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14808
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14762
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14098
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13759
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14294
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15179
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14697
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    13984
    Sep 03, 2026
  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13792
    Sep 04, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14821
    Sep 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In