Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ...

  • ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ ...

  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ...

  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ...

  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

  • ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

  • ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ...

  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ...

ରାଜ୍ୟ
Home ›› ରାଜ୍ୟ ››୬ଟି ଇଭିଏମରେ ତ୍ରୁଟି

୬ଟି ଇଭିଏମରେ ତ୍ରୁଟି

2021-09-30 06:08:59
14897
Share:
Facebook
Twitter
E-Mail
WhatsApp
Telegram
୬ଟି ଇଭିଏମରେ ତ୍ରୁଟି


ପିପିଲି: ପିପିଲି ଉପନିର୍ବାଚନ ପାଇଁ ଆରମ୍ଭ ହୋଇଛି ମତଦାନ । ସକାଳ ୭ଟାରୁ ବିଭିନ୍ନ ବୁଥକୁ ଆସି ମତଦାନ କରୁଛନ୍ତି ଭୋଟର । ତେବେ ଅନେକ ବୁଥରେ ଇଭିଏମ୍ ମେସିନ୍ ସମସ୍ୟା ଦେଖାଦେଇଛି  । ପୂର୍ବରୁ ୪ଟି ବୁଥରେ ଇଭିଏମ ଅଚଳ ହୋଇଥିବାବେଳେ  ସେଗୁଡ଼ିକ ସଚଳ ପରେ ମତଦାନ ଜାରି ରହିଛି  । ଏବେ ପୁଣି   ୬ଟି ବୁଥରେ ଇଭିଏମରେ ତ୍ରୁଟି ସାମନାକୁ ଆସିଛି ।

ସେଗୁଡ଼ିକ ହେଲା କୌଶଲ୍ୟାପୁରର ୧୫୪ ନମ୍ବର ବୁଥ, ପୁବାର ୧୫୮ ନମ୍ବର ବୁଥ, ଲକ୍ଷ୍ମୀନାରାୟଣପୁରର ୧୬୧ ନମ୍ବର ବୁଥ,  କୁଞ୍ଜରର ୧୬୭ ନମ୍ବର ବୁଥ, ସିଉଳାର ୧୬୯ ଓ ବିନାୟକପୁରର ୧୭୩ ନମ୍ବର ବୁଥରେ ଇଭିିଏମରେ ତ୍ରୁଟି ପରିଲକ୍ଷିତ ହୋଇଛି ।

ଅନ୍ୟପକ୍ଷରେ ପିପିଲି ଉପନିର୍ବାଚନ ପାଇଁ ଆଜି ସକାଳୁ ଚାଲିଛି ଭୋଟ୍‌ ଗ୍ରହଣ। ତେବେ ସକାଳ ୯ଟା ସୁଦ୍ଧା ୭.୮% ମତଦାନ ହୋଇଛି । 

ଏହି ଉପନିର୍ବାଚନରେ ମୋଟ ୨ଲକ୍ଷ ୨୯ ହଜାର ୯୯୮ ଜଣ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିବେ। ଏଥିପାଇଁ ୩୪୮ ବୁଥ୍ କରାଯାଇଛି। ୩୪୮ଟି ବୁଥ୍‌ ମଧ୍ୟରୁ ୨୦୧ଟି ସମ୍ବେଦଶୀଳ ରହିଛି। କୌଣସି ପ୍ରକାର ଗଡ଼ବଡ଼କୁ ରୋକିବା ପାଇଁ ଏହି ସମ୍ବେଦନଶୀଳ ବୁଥ୍ ଗୁଡ଼ିକ ମଧ୍ୟରୁ ୧୭୫ଟିରେ ୱେବ୍‌କାଷ୍ଟିଂ ଓ ୧୨ଟିରେ ଭିଡିଓଗ୍ରାଫି ବ୍ୟବସ୍ଥା ହୋଇଛି। ସେହିପରି ୨୩ଟି ବୁଥ୍‌ରେ ମାଇକ୍ରୋ ଅବଜରଭର୍ ମୁତୟନ ହୋଇଛନ୍ତି।

ସକାଳ ୭ଟାରୁ ବୁଥ୍‌ ଗୁଡ଼ିକରେ ଲୋକେ ସେମାନଙ୍କ ମତ ସାବ୍ୟସ୍ତ କରୁଥିବା ବେଳେ ୪ଟି ବୁଥ୍‌ରେ ଇଭିଏମ୍ ଅଚଳ ହୋଇଯାଇଥିଲା। ଫଳରେ ଉକ୍ତ ବୁଥ୍‌ ଗୁଡ଼ିକରେ କିଛି ସମୟ ଧରି ମତଦାନ ପ୍ରକ୍ରିୟା ପ୍ରଭାବିତ ହୋଇଥିଲା।

୧୩୯-ଇ, ୧୭୭, ୧୮୮ ଓ ନୂଆଶାସନ ଦକ୍ଷିଣ ସାହିର ୨୦୩ ନମ୍ବର ବୁଥ୍‌ରେ ଇଭିଏମ୍ ଅଚଳ ହୋଇଯାଇଥିଲା। ତେବେ ଏଗୁଡ଼ିକୁ ସଜାଡ଼ିବା ପରେ ପୁଣି ମତଦାନ ଆରମ୍ଭ ହୋଇଛି।

Powered by Froala Editor

Tags Pipili election

Related articles Odisha News Lens 4.1

  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ
    ଖେଳ ଖବର

    ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ

    14168
    Sep 01, 2026
  • ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ
    ଦେଶ-ଦେଶାନ୍ତର

    ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ

    13870
    Sep 01, 2026
  • ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କଲା ଆମେରିକା
    ଦେଶ-ଦେଶାନ୍ତର

    ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କଲା ଆମେରିକା

    14175
    Sep 01, 2026
  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ
    ଦେଶ-ଦେଶାନ୍ତର

    ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ

    13477
    Sep 01, 2026
  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ
    ଦେଶ-ଦେଶାନ୍ତର

    ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

    14145
    Sep 01, 2026
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15529
    Aug 31, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ...

    14196
    Sep 02, 2026
  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...

    14073
    Aug 31, 2026
  • ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

    14593
    Sep 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ

    13477
    Sep 01, 2026
  • ଦେଶ-ଦେଶାନ୍ତର

    ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କଲା ଆମେରିକା

    14175
    Sep 01, 2026
  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15529
    Aug 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17065
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17708
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17736
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18135
    Sep 06, 2023

ବିଶେଷ

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14220
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14731
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14685
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14031
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15409
    Aug 24, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

ଭୁବନେଶ୍ୱର,୦୧/୦୯/୨୦୨୬ : ଦୁର୍ଗମ ଗ୍ରାମରେ ରହୁଥିବା ପରିବାରଗୁଡ଼ିକ ପାଇଁ ସମୟୋଚିତ ଏବଂ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ପାଇବା ଅନେକ ସମୟରେ ଏକ ଆହ୍ୱାନ ହୋଇ ରହିଛି। ଦୀର୍ଘ ପଥ ଯାତ୍ରା, ସୀମିତ ପରିବହନ ଏବଂ ବିଶେଷଜ୍ଞ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

    14231
    Aug 26, 2026
  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14464
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15993
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14035
    Aug 13, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15529
    Aug 31, 2026
  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ଗିରଫ ହେଲେ ଦମ୍ପତି

    14073
    Aug 31, 2026
  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

    14145
    Sep 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In