Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 18, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଫୁମିଓ କିଶିଦା ହେବେ ଜାପାନର ନୂଆ ପ୍ରଧାନମନ୍ତ୍ରୀ

ଫୁମିଓ କିଶିଦା ହେବେ ଜାପାନର ନୂଆ ପ୍ରଧାନମନ୍ତ୍ରୀ

2021-09-30 09:22:59
14952
Share:
Facebook
Twitter
E-Mail
WhatsApp
Telegram
ଫୁମିଓ କିଶିଦା ହେବେ ଜାପାନର ନୂଆ ପ୍ରଧାନମନ୍ତ୍ରୀ

ଜାପାନ: ବୁଧବାର କ୍ଷମତାସୀନ ଦଳ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ବୈଠକ ଅନୁଷ୍ଠିତ ହୋଇଥିବାବେଳେ ସର୍ବସମ୍ମତିକ୍ରମେ ଫୁମିଓ କିଶିଦା ନିର୍ବାଚିତ ହୋଇଛନ୍ତି  । ବର୍ତ୍ତମାନ ପ୍ରଧାନମନ୍ତ୍ରୀ ଦାୟିତ୍ୱ ତୁଲାଉଥିବା ୟୋସିହିଦେ ସୁଗାଙ୍କ ଭାବମୂର୍ତ୍ତି ଏତେ ସ୍ୱଚ୍ଛ ନଥିବାରୁ ଦଳ ତାଙ୍କୁ ହଟାଇ ଫୁମିଓ କିଶିଦାଙ୍କୁ ପ୍ରଧାନମନ୍ତ୍ରୀ କରିବାକୁ ନିଷ୍ପତ୍ତି ହୋଇଛି ବୋଲି ସୂଚନା ରହିଛି  । ୬୪ ବର୍ଷିୟ କିଶିଦା ହେଉଛନ୍ତି ପେସାରେ ଜଣେ କୂଟନୀତିଜ୍ଞ । ନିର୍ବାଚନ ଦୌଡରେ ଚାରି ପ୍ରାର୍ଥୀଙ୍କ ମଧ୍ୟରୁ ଦୁଇଜଣ ମହିଳା ଥିଲେ  । ଦଳର ବୃହତ୍ତମ ଗୋଷ୍ଠୀଗୁଡିକ ତାଙ୍କ ସଦସ୍ୟମାନଙ୍କୁ ସ୍ୱାଧୀନ ଭାବେ ମତବ୍ୟକ୍ତ କରିବାର ଅଧିକାର ଦେଇଥିଲେ ।
ତେବେ ପ୍ରଥମ ରାଉଣ୍ଡରେ କୋନୋ ଓ କିଶିଦାଙ୍କ ଭୋଟ ପ୍ରାୟ ସମାନ ଥିବାବେଳେ ଦ୍ୱିତୀୟ ରାଉଣ୍ଡରେ ଉଭୟ ପୂର୍ବତନ ଆଭ୍ୟନ୍ତରୀଣ ବ୍ୟାପାର ମନ୍ତ୍ରୀ ସାନେ ଟାକେଚି ଓ ସିକୋ ନୋଡା ବାଦ୍ ପଡିବାରୁ କିଶିଦାଙ୍କ ପ୍ରତି ସଦସ୍ୟମାନଙ୍କ ବଳିଷ୍ଠ ସମର୍ଥନ ତାଙ୍କୁ ଜିତାଇଦେଲା । ଶେଷରେ କିଶିଦା ୨୫୭ ଭୋଟ ପାଇଥିବା ବେଳେ କୋନୋ ୧୭୦ ଭୋଟ ପାଇଥିଲେ । କିଶିଦାଙ୍କ ନେତୃତ୍ୱରେ ଜାପାନ ଉନ୍ନତି କରିବ ବୋଲି ସାଧାରଣ ଲୋକ ଚର୍ଚ୍ଚା କରୁଥିବା ସ୍ଥାନୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି ।

Powered by Froala Editor

Tags Fumio kishida

Related articles Odisha News Lens 4.1

  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ
    ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14594
    Jun 16, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି,  ମିଳିବ ଚମତ୍କାର ଲାଭ
    ବିଶେଷ

    ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    13886
    Jun 18, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ
    ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15927
    Jun 16, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ
    ବିଶେଷ

    ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14162
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ
    ବିଶେଷ

    ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14394
    Jun 17, 2025
  • ଆଉ ଦୁଇଟି ଏୟାର ଇଣ୍ଡିଆ ବିମାନ ବାତିଲ
    ଦେଶ-ଦେଶାନ୍ତର

    ଆଉ ଦୁଇଟି ଏୟାର ଇଣ୍ଡିଆ ବିମାନ ବାତିଲ

    15454
    Jun 17, 2025
  • ରାଜା ରଘୁବଂଶୀ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତଙ୍କୁ ନେଇ ଘଟଣା ସ୍ଥଳରେ ସିନ୍‍ ...
    ଦେଶ-ଦେଶାନ୍ତର

    ରାଜା ରଘୁବଂଶୀ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତଙ୍କୁ ନେଇ ଘଟଣା ସ୍ଥଳରେ ସିନ୍‍ ...

    15670
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି
    ବିଶେଷ

    ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15559
    Jun 17, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...
    ବାଣିଜ୍ୟ

    ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...

    13548
    Jun 17, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଉ ଦୁଇଟି ଏୟାର ଇଣ୍ଡିଆ ବିମାନ ବାତିଲ

    15454
    Jun 17, 2025
  • ବାଣିଜ୍ୟ

    ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13548
    Jun 17, 2025
  • ବିଶେଷ

    ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15559
    Jun 17, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16669
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16973
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15498
    Apr 03, 2021

ବିଶେଷ

  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14162
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    13886
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14394
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15559
    Jun 17, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15927
    Jun 16, 2025

ବାଣିଜ୍ୟ

ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

ଭୁବନେଶ୍ୱର: ଅଜିମ ପ୍ରେମଜୀ ଫାଉଣ୍ଡେସନ ସ୍ନାତକୋତର ଡାକ୍ତର (ପିଜି) ମାନଙ୍କ ନିମନ୍ତେ  ୧୮ ମାସର ନିମଗ୍ନକାରୀ ଶିକ୍ଷଣ ଅଭିଜ୍ଞତା ହାସଲ କରିବାକୁ ‘ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ’ ପ୍ର ...

  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15379
    Jun 14, 2025
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14486
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15707
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16338
    Feb 21, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14394
    Jun 17, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13548
    Jun 17, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14594
    Jun 16, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In